-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      Hj   (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||     

HOME   ଜିଲ୍ଲା

ମାଁ ପାଟଣେଶ୍ୱରୀ ମନ୍ଦିର ରେ ଲାଗିଲା ନବାନ୍ନ 2 ହଜାର ଭକ୍ତ ଖାଇଲେ

28-Aug-2025



ବଲାଙ୍ଗିର- ବଲାଙ୍ଗିର ପାଟଣା ଅଧିଷ୍ଟାତ୍ରୀ ଦେବୀ  ମାଁ ପାଟଣେଶ୍ୱରୀଙ୍କ ପୀଠରେ  ବିଶୁଦ୍ଧ ଲଗ୍ନ ଅନୁସାରେ ନବାନ୍ନ ଲାଗି ହୋଇଥିଲା । ପାର୍ଶ୍ୱ ଦେବାଦେବୀ ପୂଜା ସହ ମାଁ ଙ୍କ ଗୁପ୍ତନୀତି ରେ ନବାନ୍ନ ଲାଗି ପୂର୍ବକ ମହା ଆଳତି ହୋଇଥିଲା । ମାଁ ଙ୍କ ପାଖରେ ସ୍ୱତନ୍ତ୍ର ଭୋଗ ସହ ନୁଆଁ ଅନ୍ନ ଲାଗି ହୋଇଥିଲା । ମନ୍ଦିର ତରଫରୁ ଭକ୍ତମାନଙ୍କ ପାଇଁ ନବାନ୍ନ ପ୍ରସାଦ ନେବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଥିଲା । ଇଷ୍ଟଦେବୀ ଙ୍କ ଲାଗି ପ୍ରସାଦ ନେଇ ଜନତା ନିଜ ଘରେ ପରିବାର ସହ ନବାନ୍ନ ଭକ୍ଷଣ କରିଥିଲେ । ନବାନ୍ନ ନେବା ପାଇଁ ଓ ଦର୍ଶକ ପାଇଁ ମନ୍ଦିରରେ ଅନେକ ଭିଡ ଲାଗିଥିଲା । ଓଡିଶା ର ଉପମୁଖ୍ୟମନ୍ତ୍ରୀ ତଥା ପାଟଣା ମହାରାଜ କନକ ବର୍ଦ୍ଧନ ସିଂଦେଓ, ମହାରାଣୀ ସାଂସଦ ସଂଗୀତା କୁମାରୀ ସିଂଦେଓ ମାଁ ଙ୍କ ଦର୍ଶନ କରି ନବାନ୍ନ ଗ୍ରହଣ କରିଥିଲେ । ମୁଖ୍ୟ ପୂଜକ ମଳୟ ଦିଶ୍ରୀ, ମଧୁସୁଦନ ଦିଶ୍ରୀ, ଅଭିନାଶ ଦିଶ୍ରୀ ସହଯୋଗ କରିଥିଲେ । ମନ୍ଦିର ରେ ଭକ୍ତମାନଙ୍କ ପାଇଁ ୨ହଜାର ରୁ ଉର୍ଦ୍ଧ୍ୱ ନବାନ୍ନ ଭୋଗ ପାଇଥିଲେଏହାର ଏବଂ ଭିଡ ଲାଗି ରହିଛି । ବିଭିନ୍ନ କମିଟି ସହ ଦେବାଳୟ ସୁରକ୍ଷା କମିଟି ର ସଦସ୍ୟମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026
  ଜିଲ୍ଲା  
ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   30-Apr-2026
  ଜିଲ୍ଲା  
*ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   30-Apr-2026
  ଜିଲ୍ଲା  
ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   30-Apr-2026
  ଜିଲ୍ଲା  
Hj   30-Apr-2026

You Might Also Like

                                   
  ଜିଲ୍ଲା  

Hj