-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଗୋପାଳଜୀ ସଂଗଠନ କୁଶଙ୍ଗ ଆନୁକୂଲ୍ୟରେ ନୂଆଁଖାଇ ଭେଟଘାଟ

29-Aug-2025



ବଲାଙ୍ଗୀର (ପ୍ରେରଣା ଖବର): ପଶ୍ଚିମ ଓଡିଶାର ପବିତ୍ର ଗଣପର୍ବ ନୂଆଁଖାଇ ଅବସରରେ ଗୋପାଳଜୀ ସଂଗଠନ କୁଶଙ୍ଗ ତରଫରୁ “ନୂଆଁଖାଇ ଭେଟଘାଟ” ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନିଷ୍ଠିତ ହୋଇଯାଇଛି। ଉକ୍ତ ଅବସରରେ ଅପରାହ୍ନରେ ଅନୁଷ୍ଠିତ ସାସ୍କୃତିକ ସଭାରେ କୁଶଙ୍ଗ ଗ୍ରାମର ଗୌନ୍ତିଆ ବୃନ୍ଦାବନ ପଟେଲ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲା ବେଳେ ସମାଜସେବୀ ଗୋଲକ ବିହାରୀ ପଟେଲ ସମ୍ମାନିତ ଅତିଥି ଭାବରେ ଉପସ୍ଥିତ ଥିଲେ। ଏହି ଅବସରରେ କୁଶଙ୍ଗ ଗ୍ରାମରୁ ପ୍ରଥମକରି ଓଡିଶା ପ୍ରଶାସନିକ ସେବା ପରୀକ୍ଷା ରେ କୃତକାର୍ଯ୍ୟ ହୋଇଥିବା ଅଙ୍କିତ ନାଏକ, ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଲଲିତ ମୋହନ ପଣ୍ଡା,

 

କଣ୍ଠଶିଳ୍ପୀ ଶିବାନନ୍ଦ ତ୍ରିପାଠୀ, ଶିକ୍ଷକ ରାହାସ ବିହାରୀ ପଟେଲ, ସଙ୍ଗଠକ ଦୁତୀୟା ଦେହେରୀ, ଅବସରପ୍ରାପ୍ତ ସେନାବାହିନୀ ହାବିଲଦାର ନିରୋଜ ଦେହେରୀ, ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟ କୁଶଙ୍ଗରୁ ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ମାର୍କ ରଖିଥିବା ଧର୍ମେଶ ପଟେଲ ଏବଂ ଦୋଳପୂର୍ଣିମାରେ ପ୍ରତିବର୍ଷ ରାଧାକୃଷ୍ଣଙ୍କ ବିମାନ ବହନ କରୁଥିବା ଉକ୍ତବୃନ୍ଦ ସଞ୍ଜିତ ପଟେଲ, ଲବ ପଟେଲ , ସଙ୍କୀର୍ତ୍ତନ ପଟେଲ, ସୂର୍ଯ୍ୟ ରଣା, ଦୁର୍ଜନ ଦ୍ଵାରୀ ଓ ସର୍ଜନ ଦ୍ଵାରୀ ପ୍ରମୁଖଙ୍କୁ ସଂଗଠନ ତରଫରୁ ସମ୍ବର୍ଦ୍ଧିତ କରଯାଇଥିଲା। ଏହି ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତା ଚିତ୍ରାଙ୍କନ,

କ୍ଯାରମ, ମାଠିଆପିଟା, ମ୍ୟୁଜିକ ଚେୟାର, ନାଚ ଓ ଗୀତର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରଯାଇଥିଲା । ଉକ୍ତ କାର୍ଯ୍ୟକ୍ରମକୁ ପ୍ରେମାନନ୍ଦ ପଟେଲ ଓ ଫିରୋଜ ଦେହେରୀ ସଂଯୋଜନା କରିଥିବା ବେଳେ ସଂଗଠନର ସଭାପତି ବିବେକାନନ୍ଦ ପଟେଲ ସମ୍ପାଦକ ନିରଞ୍ଜନ ବଡମାଳୀ ଏବଂ ସଂଘର ସଭ୍ଯ ଉଦ୍ଧବ ସା, ସୁବାଷ ଚନ୍ଦ୍ର ପଟେଲ, ସୁଶାନ୍ତ ପଟେଲ, ବନବିହାରୀ ପଟେଲ, ବିରେନ୍ଦ୍ର ପଟେଲ, କାର୍ତ୍ତିକ ଭୋଇ, ବିଭୁତି, ଦୟା, ଶ୍ରୀତମ, ଜିତୁ, ବିଶାଳ, ବିହାରୀ, ପ୍ରୀତମ, ଦେବେନ୍ଦ୍ର, ଅଙ୍କିତ, ଆଶିଷ, ଦେବାଶିଷ, ବିଶ୍ଵଜିତ, ଅଭିଷେକ, ଆଶୀର୍ବାଦ, ମୋହନ, ମହାଦେବ, ଟିଟୁନ, କାଳିଆ, ଡାକ୍ତର, ସଂଜୀବ, ସୂରଜ, ସୁଗମ, ସୁବ୍ରତ, ଭବାନୀ, ରିଲୁ, ଶିତୁ,ବୈକୁଣ୍ଠ, ବିମଳ, ଗୋବିନ୍ଦ, ମନୋଜ, ଅମିତ, କରୁଣା, ଆନନ୍ଦ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ। ବାଦ୍ୟଯନ୍ତ୍ରରେ ହରି ନାଏକ ଓ ସୁଜଳ ଚିରଗୁନ ସହଯୋଗ କରିଥିଲେ। ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଦର୍ଶକମାନେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like