-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବେରୋଜଗାରୀ ମହିଳା ଙ୍କୁ ରୋଜଗାର ଯୋଗାଇବ ଏଞ୍ଜେଲିନା ଏଣ୍ଟର ପ୍ରାଇଜ୍ଜେସ

29-Aug-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ଏଞ୍ଜେଳିନା ଏଣ୍ଟର ପ୍ରାଇଜେସ ଭୁବନେଶ୍ୱର ର ୧୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସୋନପୁର ଶାହା ଗେଷ୍ଟ ହାଉସ ଠାରେ ଏକ କଷ୍ଟମର ମିଟ କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇ ଯାଇଛି l କମ୍ପାନୀ ର ଭୁବେନେଶ୍ୱର ମୁଖ୍ୟ ଶାଖା ର ପରିଚାଳିକା ପାୟଲ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଭିଜିଲାନ୍ସ ଡି ଏସ ପି ଶ୍ରୀମତୀ ରେଣୁକା ସୁନା ଯୋଗ ଦେଇ  ରାଜ୍ୟ ର ବେରୋଜଗାରୀ ମହିଳା ଙ୍କୁ ରୋଜଗାର ଯୋଗାଇବା  ଓ ସଶକ୍ତି କରଣ କରିବା ଏହି କମ୍ପାନୀ ର ପ୍ରୟାସ ଓ ଲକ୍ଷ୍ୟ କୁ ଭୂୟସୀ ପ୍ରଶଂସା କରିଥିଲେ l ଓଡ଼ିଶା ରେ ଏବେ ଏ କଂପାନୀ ର ତିନି ଗୋଟି ଶାଖା ଭୁବନେଶ୍ୱର , ନୂଆପଡ଼ା ଓ କଳାହାଣ୍ଡି କାର୍ଯ୍ଯ କ୍ଷମ ହୋଇଥିବା ବେଳେ ଖୁବ ଶୀଘ୍ର ସୁବର୍ଣ୍ଣପୁର ସମେତ ଅନେକ ଜିଲ୍ଲା ରେ ଏହାର ଶାଖା ଉଦଘାଟନ କରାଯିବ ବୋଲି ମୁଖ୍ୟ ପରି ଚାଳିକା  ପାୟଲ ମିଶ୍ର ପ୍ରକାଶ କରିଛନ୍ତି l ଓ ସୁବର୍ଣ୍ଣପୁର ଜିଲ୍ଲା ଶାଖା ର ପରିଚାଳକ ଭାବରେ ଯୁଧିଷ୍ଟିର ନାୟକ ଙ୍କୁ ନିଯୁକ୍ତି ଦିଆଯିବା ବିଷୟ ଏହି ଉତ୍ସବରେ ନାଁ ଘୋଷଣା କରଯାଇଥିଲା l ଭୁବନେଶ୍ୱର ଶାଖା ହେଡ୍ ମିସ୍ ପାୟଲ ଙ୍କ ସମେତ କମ୍ପାନୀ ର କଳାହାଣ୍ଡି ଶାଖା ର ପରିଚାଳକ ଓମ୍ ପ୍ରକାଶ ସାହୁ, ସର୍ଭିସ୍ ମ୍ୟାନେଜର ରାଜଶ୍ରୀ ରାଉତ ସଭାରେ ଅତିଥି ଙ୍କ ସହ ଉପସ୍ଥିତ ରହି ଏମ ଏସ ଏମ୍ ଇ ଅଧିନସ୍ଥ ପ୍ରସ୍ତୁତ ଧୂପକାଠି, ପେପର ପ୍ଲେଟ୍, ପେପର କପ୍ ମେସିନ ବିକ୍ରୟ ଓ ପ୍ରଡକ୍ସନ ଉପରେ  ଉପସ୍ଥିତ ଶତାଧିକ ଗ୍ରାହକ, ବୁଦ୍ଧିଜୀବୀ ଓ ମିଡିଆ ଙ୍କୁ ବୁଝାଇଥିଲେ ଓ ଲଟେରୀ ଉଠାଣ ମାଧ୍ୟମ ରେ ପାଞ୍ଚ ଜଣ ଗ୍ରାହକ ଙ୍କୁ ଉପହାର ଓ ମାନପତ୍ର ପ୍ରଦାନ କରି ପୁରସ୍କୃତ କରିଥିଲେ ll

ଖୁବ୍ ଶୀଘ୍ର ସୁବର୍ଣ୍ଣପୁର ଠାରେ ଏ କମ୍ପାନୀ ର ଶାଖା ଅଫିସ୍ ଉଦଘାଟନ ହେବ ଓ ଏହାର ବିଜନେସ ପାଈଁ ସୋନପୁର ଶାଖା ର ପରିଚାଳକ ଯୁଧିଷ୍ଟିର ନାୟକ ଙ୍କ ସହିତ ଫୋନ୍ ନମ୍ବର୍ ୮୯୮୪୮୯୬୭୭୪ ଓ ୮୬୫୪୫୮୮୨୭୫ ରେ ଯୋଗାଯୋଗ କରି ରୋଜଗାର ର ବେନିଫିଟ ନେବାକୁ ଭୁବନେଶ୍ୱରର ମିସ୍ ପାୟଲ ସାମ୍ବାଦିକ  ସମ୍ମିଳନୀରେ ସୂଚନା ଦେଇଛନ୍ତି l କମ୍ପାନୀ ର ଏ ପ୍ରୟାସ କୁ ସୁବର୍ଣ୍ଣପୁର ବୁଦ୍ଧିଜୀବୀ, ମହିଳା ଓ ମିଡିଆ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like