-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ରାଜ୍ୟ

ଜଳେଶ୍ୱର ପୀଠ ସାନଟିକାରେ ନୂଆଁଖାଇ ଭେଟ

29-Aug-2025



ଲୋଇସିଂହା (ପ୍ରେରଣା ଖବର): ପ୍ରସିଦ୍ଧ ଜଳେଶ୍ୱର ପୀଠ ସାନଟିକାରେ ଆଜାଦ ୟୁଥ କ୍ଲବ ଏବଂ ଗଣେଶ ପୂଜା କମିଟି ତରଫରୁ ନୂଆଁଖାଇ ଭେଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥିଲେ ବିଶିଷ୍ଟ କବି ଓ ଶିକ୍ଷକ ଦିଲୀପ ପଧାନ, ବରିଷ୍ଠ ଶିକ୍ଷକ ସନ୍ତୋଷ କୁମାର ସାହୁ, ଲେଖକ କ୍ଷେତ୍ରବାସୀ ନାଏକ ଏବଂ ଜଳେଶ୍ୱର

ମନ୍ଦିରର ମୁଖ୍ୟ ପୂଜକ ଅକ୍ରୁର ଥନାପତି l ପ୍ରାରମ୍ଭରେ ଜଳେଶ୍ୱର ମହାପ୍ରଭୁଙ୍କ ପୂଜାର୍ଚ୍ଚନା କରାଯାଇଥିଲା l ଅତିଥିମାନେ ନୂଆଁଖାଇର ମହିମା ବର୍ଣ୍ଣନା ପୂର୍ବକ ଗାଁରେ ଭାଇଚାରା ବଜାୟ ରଖିବା ପାଇଁ ଉଦବୋଧନ ଦେଇଥିଲେ l ଛାତ୍ରଛାତ୍ରୀଙ୍କ ମଧ୍ୟରେ ମ୍ୟୁଜିକ ଚେୟାର ଓ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l କୃତୀ ପ୍ରତିଯୋଗୀ ଅନନ୍ୟା ନାଏକ, ପ୍ରତିଭା ସୁନାନୀ, ଅଶ୍ଳେଷା ପଧାନ, ବିକି ପଧାନ, ମାନସୀ ବିଶ୍ୱାଳ, ଶିବାନୀ ବାଗ, ଶ୍ରୀୟାରାଣୀ ନାଏକ, ପ୍ରଭାସ ପଧାନଙ୍କୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ l ସପ୍ତମ ଶ୍ରେଣୀରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରୀ ଅନ୍ଵେଷା ପଧାନଙ୍କୁ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା l

ପ୍ରତିଯୋଗିତାରେ ବିଚାରକ ଥିଲେ ଉମେଶ ବିଶ୍ୱାଳ, ପ୍ରେମାନନ୍ଦ ସେଠ ଏବଂ ବିଜୟ ଯୁଏଡ଼ l କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ଯୁବ କବି ଶିବପ୍ରସାଦ ବିଶ୍ୱାଳ l ପରିଚାଳନାରେ ସହଯୋଗ କରିଥିଲେ ସୁଶୀଳ ପଧାନ, ସୁଶାନ୍ତ ସାହୁ, ସଚିନ ପଧାନ, କିରଣ ନାଏକ, ଵାବୁଲୁ  ପଧାନ, ସୁଶାନ୍ତ ପଧାନ, ବରୁଣ ନାଏକ, ରିତିକ ନାଏକ ଏବଂ ଆଜାଦ ୟୁଥ କ୍ଲବର ଅନ୍ୟାନ୍ୟ ସଦସ୍ୟ ମାନେ l


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like