-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଟିଟିଲାଗଡ଼ : କୋଭିଡ୍ କଟକଣା ନିୟମ ଅନୁଯାୟୀ ଉପଖଣ୍ଡ ସ୍ତରୀୟ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ

27-Jan-2021



ବଲାଙ୍ଗୀର/ଟିଟିଲାଗଡ,(ପ୍ରେରଣା ଖବର):ଟିଟିଲାଗଡ ସ୍ଥିତ ବାଳକ ଉଚ୍ଚବିଦ୍ୟାଳୟ ଖେଳ  ପଡିଆରେ କୋଭିଡ୍ କଟକଣା ନିୟମ ଅନୁଯାୟୀ ଉପଖଣ୍ଡସ୍ତରୀୟ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ଟିଟିଲାଗଡ ଉପ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରି ନିଜ ଅଭିଭାଷଣ ପ୍ରଦାନ କରିଥିଲେ  । ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋଜ କୁମାର ମହାନ୍ତି ଓ କର୍ମକର୍ତ୍ତା ଉକ୍ତ ବିଭାଗ ତରଫରୁ ସକାଳ ୪ଟା୩୦ ମିନିଟ ସମୟରେ ରାମଧୂନ ପରିବେଷଣ କରାଯାଇଥିଲା । ସେହିପରି ସକାଳ ୭ଟା୩୦ ମିନିଟ ସମୟରେ ବିଭିନ୍ନ ସରକାରୀ ପ୍ରତିଷ୍ଠାନ ଗୁଡ଼ିକରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା । କୋଭିଡ-୧୯ ଗାଇଡ଼ ଲାଇନ ଓ ଗୃହ ବିଭାଗ ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ସ୍ୱାସ୍ଥ୍ୟ ପୌର ଓ ପୁଲିସ ବିଭାଗ ର ୬୫ଜଣ କୋଭିଡ ଯୋଦ୍ଧା ଙ୍କୁ ସମ୍ମାନର ସହ ଆସନ ଦିଆଯାଇଥିଲା । ପରେଡ଼ ପଡ଼ିଆରେ ଗୃହରକ୍ଷୀ ବିଭାଗର ଦୁଇ ପ୍ଲାଟୁନ ଜାତୀୟ ପତାକା କୁ ସମ୍ମାନ ଜଣାଇ  ମୁଖ୍ୟ ଅତିଥିଙ୍କୁ ସେଲ୍ୟୁଟ ଜଣାଇଥିଲେ । ପତାକା ଉତ୍ତୋଳନ ପରେ ସ୍ୱଚ୍ଛ ସର୍ବେକ୍ଷଣ ୨୦୨୧ ମୁଖ୍ୟ ଅତିଥିଙ୍କ ଉପସ୍ଥିତରେ ପୌରପରିଷଦ ପକ୍ଷରୁ ସହରର ବିଭିନ୍ନ ୱାର୍ଡ ଗୁଡ଼ିକରେ ସାମୁହିକ ସଚେତନ କାର୍ଯ୍ୟକ୍ରମ କରାଯାଇଥିଲା । ସହରାଞ୍ଚଳର ସ୍ୱଚ୍ଛତା ସଚେତନତା ପାଇଁ ମିନି ଷ୍ଟାଡିୟମରେ, ଖଲିଅପଡା, ମୁଡାବନ୍ଦ, ଗୋରୁବଜାର,କୁମୁଡ଼ା ପାହାଡ଼ ସ୍ଥିତ ଶିବ ମନ୍ଦିର, ମାଲ ଗୋଦାମ ପଡା,ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ପରି ପ୍ରମୁଖ ସ୍ଥାନରେ ସଫେଇ କରାଯାଇଥିଲା ।ଏହି ସାମୂହିକ ସଫେଇ କାର୍ଯ୍ୟକ୍ରମରେ ଟିଟିଲାଗଡର ବଣିକ ସଂଘ, ରାଏମନ ଫାଉଣ୍ଡେସନ, ମାରୱାଡି  ଯୁବାମଞ୍ଚ,ସତ୍ୟସାଇ ସେବା ସମିତି ପ୍ରମୁଖ ଅଂଶଗ୍ରହଣ କରିଥିଲେ । ବିଭିନ୍ନ ୱାର୍ଡ କୁ ମୁଖ୍ୟ ଅତିଥି ଶ୍ରୀ ଉପାଧ୍ୟାୟ,ଏସଡିପିଓ ସୁରେନ୍ଦ୍ର ନାଥ  ସତପଥି,ପରିମଳ ଅଧିକାରୀ ସୁଭସ୍ମିତା ଧଳ,ତଥା ଏସ ଡି ପି ଆର ଓ ଶ୍ରୀ ମନୋଜ କୁମାର ବେହେରା ଏବଂ ସମସ୍ତ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଟିଟିଲାଗଡ ଉପଖଣ୍ଡସ୍ତରୀୟ ଏହି କାର୍ଯ୍ୟକ୍ରମରେ ଖେଳପଡ଼ିଆ  ପରିସରରେ ସତ୍ୟ ସାଇ ସେବା ସମିତିର ସଭ୍ୟ ମାନଙ୍କ ସହ, ମିନି ଷ୍ଟାଡିୟମରେ ବଣିକ ସଂଘର ସଦସ୍ୟ , ସର୍ଗିଗୁଡ଼ା ରାମ ମନ୍ଦିର ପାଖରେ ମାରୱାଡ଼ି ଯୁବା ମଞ୍ଚ ର ସଦସ୍ୟ ସହ, ମୁଡ଼ା ବନ୍ଧ ପାଖରେ ନାରୀ ସଂଗଠନ ସହ, କୁମୁଡ଼ା ପାହାଡ ପାଖରେ କୁମୁଡ଼ା ପାହାଡ ସୁରକ୍ଷା ସମିତି ସହ, ଗୋରୁବଜାର ପଡାରେ ଟିଟିଲାଗଡ ବିକାଶ ସେନା ସହ ସର୍ବସାଧାରଣ ସ୍ଥାନ ମାନଙ୍କରେ ସହର ବାସୀଙ୍କ ସହ ଶ୍ରମଦାନ କାର୍ଯ୍ୟକ୍ରମ ଉପଲକ୍ଷେ ସଫେଇ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ଏହା ସହ ସାଧାରଣ ଜନତାଙ୍କୁ ରାସ୍ତା ଉପରେ କିମ୍ବା ନାଳରେ ଅଳିଆ ଆବର୍ଜ୍ଜନା ନ ପକାଇ ଆବର୍ଜନା ସଂଗ୍ରହ ଗାଡ଼ିରେ ପକାଇବା ପାଇଁ ଅନୁରୋଧ କରିଥିଲେ । ଟିଟିଲାଗଡକୁ ସ୍ୱଚ୍ଛ ଟିଟିଲାଗଡରେ ପରିଣତ କରିବା ପାଇଁ ସମସ୍ତଙ୍କୁ ସଚେତନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like