-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ଜିଲ୍ଲା

ଧ୍ୟାନଚାନ୍ଦ ଙ୍କ ଜନ୍ମ ଜୟନ୍ତୀ ପାଳନ ଅବସର ରେ ସୁବର୍ଣ୍ଣପୁର ଠାରେ ଜାତୀୟ କ୍ରୀଡ଼ା ଦିବସ*-

29-Aug-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ମିନି ଷ୍ଟାଡିୟମରେ ମେଜର ଧ୍ୟାନଚାନ୍ଦ ଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇଛି l ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପଧାନ ଯୋଗ ଦେଇ ଧ୍ୟାନଚାନ୍ଦ ଙ୍କ ଫଟୋ ଚିତ୍ର ରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରି ଏହି ପ୍ରବାଦ ପୁରୁଷ ଙ୍କ ପରି ସମସ୍ତ ଖେଳାଳି ଅନୁକରଣ କରିବାକୁ ଓ ଦେଶ ର ନାଁ ରଖିବାକୁ ପ୍ରେରଣା ପ୍ରଦାନ କରିଥିଲେ l କ୍ରୀଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର ସଭା ସଂଯୋଜନା କରିଥିବା ବେଳେ ସ୍ୱଚ୍ଛ ଭାରତ ସଂଗଠନ ସ୍ବେଛାସେବୀ ,ବ୍ୟାଡ ମିନ୍ଟନ ଏସୋସିଏସନ୍, ଖେଲୋ ଇଣ୍ଡିଆ ର ଛାତ୍ର ଛାତ୍ରୀ ଯୋଗ ଦେଇ ଧ୍ୟାନ ଚାନ୍ଦ ଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ l   ଅପରାହ୍ନ ରେ ଏକ ବନ୍ଧୁତ୍ୱ ପୁର୍ଣ୍ଣ ଭଲିବଲ୍ ମ୍ୟାଚ୍ ଅନୁଷ୍ଟିତ ହୋଇଥିବା ବେଳେ ତିନି ଦିନ ଯାଏ ସାଇକଲ ରାଲି ସମେତ ବିଭିନ୍ନ ପ୍ରକାର ଖେଳ ପ୍ରତିଯୋଗିତା ହେବ ବୋଲି କ୍ରୀଡ଼ା ଅଧିକାରୀ ସୂଚନା ଦେଇଛନ୍ତି l ପ୍ରତିବର୍ଷ ଅଗଷ୍ଟ ୨୯ ତାରିଖକୁ ଭାରତୀୟ ହକିର ପ୍ରବାଦ ପୁରୁଷ ମେଜର୍ ଧ୍ୟାନଚାନ୍ଦଙ୍କ ଜନ୍ମଦିବସକୁ ‘ଜାତୀୟ କ୍ରୀଡ଼ା ଦିବସ’ ଭାବେ ପାଳନ କରାଯାଉଛି। ଜୀବନରେ କ୍ରୀଡ଼ାର ଗୁରୁତ୍ବପୂର୍ଣ୍ଣ ଭୂମିକା ବିଷୟ ରେ ଏହି ଦିବସ ସଚେତନ କରାଇଥାଏ। ଏହାସହ ସ୍ବାସ୍ଥ୍ୟ ସଚେତନ ଦୃଷ୍ଟିରୁ ବିଭିନ୍ନ କ୍ରୀଡ଼ାରେ ସାମିଲ ହେବା ନେଇ ଏହି ଦିବସ ଲୋକଙ୍କୁ ପ୍ରୋତ୍ସାହିତ କରିଥାଏ।
୧୯୦୫ ଅଗଷ୍ଟ ୨୯ରେ ପ୍ରୟାଗରାଜରେ ଧ୍ୟାନଚାନ୍ଦ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପୂରା ନାଁ ମେଜର ଧ୍ୟାନଚାନ୍ଦ ସିଂହ। ସେ ପ୍ରାରମ୍ଭିକ ଶିକ୍ଷା ସମାପ୍ତ କରିବା ପରେ ୧୯୨୨ ମସିହାରେ ସୈନିକ ଭାବେ ବ୍ରିଟିଶ ସେନାରେ ସାମିଲ ହୋଇଥିଲେ। ୧୯୨୬ରୁ ୧୯୪୮ ପର୍ଯ୍ୟନ୍ତ ଅନ୍ତରାଷ୍ଟ୍ରୀୟ ହକି କ୍ୟାରିୟରରେ ଧ୍ୟାନଚାନ୍ଦ ପାଖାପାଖି ୧୮୫ଟି ମ୍ୟାଚ୍‌ରେ ଭାରତର ପ୍ରତିନିଧିତ୍ବ କରିଥିଲେ। ୧୯୨୮ର ଆର୍ମଷ୍ଟରଡ୍ୟାମ୍‌ ଅଲମ୍ପିକ୍ସ, ୧୯୩୨ ମସିହାର ଲସ୍‌ ଏଞ୍ଜେଲସ୍‌ ଅଲିମ୍ପିକ୍ସ ଓ ୧୯୩୬ ଜର୍ମାନୀର ବର୍ଲିନ ଅଲିମ୍ପିକ୍ସରେ ଲଗାତାର ଭାବେ ସେ ଭାରତକୁ ସ୍ବର୍ଣ୍ଣ ପଦକ ଭେଟି ଦେଇଥିଲେ।
ସେ ତାଙ୍କ ୨୨ ବର୍ଷର କ୍ୟାରିୟରରେ ୪୦୦ରୁ ଅଧିକ ଗୋଲ୍‌ ଦେଇ ଅପ୍ରତିଦ୍ବନ୍ଦ୍ବୀ ପାଲଟିଥିଲେ। କେବଳ ଭାରତ ନୁହେଁ, ସାରା ପୃଥିବୀରେ ତାଙ୍କ ଅଦ୍ବିତୀୟ ଖେଳର ଅଗଣିତ ପ୍ରଶଂସକ ଥିଲେ।  ଅଲମ୍ପିକ୍ସ ସଂଘ ଧ୍ୟାନଚାନ୍ଦଙ୍କୁ ଶତାବ୍ଦୀର ଶ୍ରେଷ୍ଠ ଖେଳାଳି ଭାବେ ଘୋଷଣା କରିଥିଲା। ହକି ଦୁନିଆରେ ମେଜର ଧ୍ୟାନଚାନ୍ଦ ଯେଉଁ ରୂପରେଖ ପ୍ରସ୍ତୁତ କରିଥିଲେ ତାହା ଅତୁଳନୀୟ। ଏହି ମହାନ ଖେଳାଳିଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ୨୦୧୨ରେ ତାଙ୍କ ଜନ୍ମଦିନକୁ ଜାତୀୟ କ୍ରୀଡ଼ା ଦିବସ ଭାବରେ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଅବସରରେ ଖେଳ ଜଗତରେ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଖେଳାଳିମାନଙ୍କୁ ବିଭିନ୍ନ ସମ୍ମାନରେ ସମ୍ମାନିତ କରାଯାଏ।


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like