-+91-9937148622 |

prerana_bgr@rediffmail.com |

  Wednesday 11th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||      ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   (10-Mar-2026)       ||      *କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   (10-Mar-2026)       ||      ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   (10-Mar-2026)       ||      ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   (10-Mar-2026)       ||      ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   (10-Mar-2026)       ||     

HOME   ଜିଲ୍ଲା

ନାଗେଶ୍ଵର ଯୁବକ ସଂଘ ପକ୍ଷରୁ ନୂଆଁଖାଇ ଭେଟଘାଟ୍

29-Aug-2025



ବିନିକା/ଉଲୁଣ୍ଡା(ପ୍ରେରଣା ନ୍ୟୁଜ) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ନାକଡେଇଁ ଶିବ ମନ୍ଦିର ପ୍ରାଙ୍ଗଣରେ ନାଗେଶ୍ଵର ଯୁବକ ସଂଘ ପକ୍ଷରୁ ନୂଆଁଖାଇ ଭେଟ୍ ହୋଇଯାଇଛି। ଡକ୍ଟର ହୃଷୀକେଶ ଦେହେରୀଙ୍କ ସଭାପତିତ୍ଵରେ ଆଯୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଡକ୍ଟର ଦିତ୍ୱିକୃଷ୍ଣ ପଣ୍ଡା,ମୁଖ୍ୟବକ୍ତା ଡକ୍ଟର ଅନିରୁଦ୍ଧ କୁରୁକୁରିଆ,ସମ୍ମାନୀତ ଅତିଥି କୋଶଳ ସୁନ୍ଦୁରୀ ଚୁମିକି ମିଶ୍ର,ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା, ସୁଧାଂଶୁ ଶେଖର ପୁରୋହିତ, ସଂସ୍କୃତିକ ସଂଯୋଜକ ନରେନ୍ଦ୍ର କୁମାର ଦେହୁରୀ ପ୍ରମୁଖ ଯୋଗ ଦେଇ ନୂଆଁଖାଇ ତିହାର ପାଳନର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ଦଣ୍ଡଗୁରୁ ଦଶରଥ ଥନାପତି, ଢ଼ୁଲିଆ ପବିତ୍ର ତରିଆ,ଆଦର୍ଶ ଛାତ୍ର/ଛାତ୍ରୀ ଭାବେ ପୂର୍ଣ୍ଣିମା ମହାକୁର,ରୋଚିସ୍ ରଞ୍ଜନ ଦେହୁରୀ,ପୂରବ୍ ପଧାନଙ୍କୁ ସମର୍ଦ୍ଧିତ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା ଛାତ୍ରଛାତ୍ରୀ,କଲାକାର,କବି, ହାସ୍ୟକାର ଓ ନୃତ୍ୟ,ସଙ୍ଗୀତ ପରିବେଷଣ କରୁଥିବା ସମସ୍ତ ପ୍ରତିଭା ମାନଙ୍କୁ ପ୍ରମାଣ ପତ୍ର ଦେଇ ପୁରସ୍କୃତ କରାଯାଇଥିଲା। ପରେ ବିଭିନ୍ନ ସଂସ୍କୃତିକ କାର୍ଯକ୍ରମ ଅନୁଷ୍ଠିତ କରାଯାଇଥିଲା। ସଂଘର ସମସ୍ତ ସଦସ୍ୟ ସଂପୂର୍ଣ୍ଣ ଭାବରେ ସହଯୋଗ କରିଥିଲେ। ଶିକ୍ଷାବିତ୍ ଜ୍ଞାନ ଭରତ ଦେହେରୀ ମଞ୍ଚ ପରିଚାଳନା କରିଥିବା ବେଳେ ସିକୁନ ଥନାପତି ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   11-Mar-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   11-Mar-2026
  ଜିଲ୍ଲା  
ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   10-Mar-2026
  ଜିଲ୍ଲା  
*ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   10-Mar-2026
  ଜିଲ୍ଲା  
ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   10-Mar-2026

You Might Also Like