-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ଧୁମ୍ ଧାମରେ ପାଳିତ ହେଲା ନୂଆଁଖାଇ ପାହୁର୍ ଯାତ୍ରା

29-Aug-2025



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ମହାନ ଗଣପର୍ବ ନୂଆଁଖାଇ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ତଥା ସହର ରୁ ପଲ୍ଲୀ ପର୍ଯ୍ୟନ୍ତ ପାଳିତ ହୋଇଯାଇଛି । ସୋନପୁର ସହରରେ ପ୍ରଥମେ ସକାଳ ୧୦ ଟା ବେଳେ ସ୍ଥାନୀୟ ସମଲେଶ୍ୱରୀ ମନ୍ଦିରରୁ ପାହୁର ଯାତ୍ରା ବାହାରିଥିଲା । ମା ସମଲେଶ୍ୱରୀ ମନ୍ଦିରରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ପରେ ପାହୁର ବାହାରି ସହର ପରିକ୍ରମା କରି ସୋନପୁରର ଇଷ୍ଟଦେବୀ ମା ସୁରେଶ୍ଵରୀ ମନ୍ଦିର ସହ  ଅଷ୍ଟଚଣ୍ଡୀ ଏବଂ ମଝିପଡାସ୍ଥିତ ବଡହନୁମାନ ମନ୍ଦିରକୁ ଯାଇଥିଲା I ପରେ ନିର୍ଦ୍ଧାରିତ ସମୟରେ ମା ସୁରେଶ୍ଵରୀଙ୍କ ସହ ସମସ୍ତ ଅଷ୍ଟଚଣ୍ଡୀ ଏବଂ ବଡ ହନୁମାନଙ୍କ ଠାରେ ନବାନ୍ନ ଲାଗି ହୋଇଥିଲା । ଢୋଲ, ନିଶାନ, ତାସା ଓ ମହୁରୀ ସହ ସହରର ବହୁ ଲୋକ ପାହୁର ଯାତ୍ରାରେ ସାମିଲ ଥିଲେ। ଏହାପରେ ନିର୍ଦ୍ଧାରିତ ସମୟ ସକାଳ ୧୧.୦୯ମି. ରୁ ୧୧.୨୩ମି. ମଧ୍ଯରେ ସର୍ବସାଧାରଣ ନବାନ୍ନ ଭକ୍ଷଣ କରିଥିଲେ । ପୌର ପରିଷଦ କର୍ମଚାରୀ , ଜନ ପ୍ରତିନିଧି ଙ୍କ ସମେତ ଦେବୋତ୍ତର କମିଟି ଓ ନୂଆଁ ଖାଇ ଭେଟ୍ ଘାଟ କମିଟି ର ସମସ୍ତ ସଦସ୍ୟ, ସୋନପୁର ସହରର ସମସ୍ତ ବର୍ଗର ଲୋକ ଏଥିରେ ସାମିଲ ଥିଲେ। ପରେ ଆରମ୍ଭ ହୋଇଥିଲା ଜୁହାର ଭେଟ କାର୍ଯ୍ୟକ୍ରମ । ଛୋଟମାନେ ବଡମାନଙ୍କୁ ଜୁହାର କରି ଆର୍ଶୀବାଦ ଲାଭ କରିଥିଲେ। ସହର ସମସ୍ତ ପରିବାର ସଦସ୍ୟମାନଙ୍କ ସହ ସହର ସ୍ଥିତ ଅଷ୍ଟଚଣ୍ଡୀ, ଅଷ୍ଟଶମ୍ଭୁ ଏବଂ ଅଷ୍ଟବିଷ୍ଣ ମନ୍ଦିର ଯାଇ ଦର୍ଶନ କରିଥିଲେ। ପାହୁର ଯାତ୍ରାରେ ପୂର୍ବତନ ପୌରାଧ୍ଯକ୍ଷ ପ୍ରକାଶଚନ୍ଦ୍ର ସାହୁ, ସମାଜିକକର୍ମୀ ଶ୍ରୀବସ୍ତ୍ର ମଲ୍ଲିକ, ଓ ଏ ଏସ ଅଫିସର ଶରତ ସେଠୀ, ଶେଷଦେବ ମେହେର, ପର୍ଶୁ ରାମ ମିଶ୍ର, ଲଡ଼ୁକିଶୋର ମଲ୍ଲିକ, ବୈକୁଣ୍ଠ ଶତପଥୀ, ମନୋରଞ୍ଜନ ତ୍ରିପାଠୀ, ରାଜକିଶୋର ତ୍ରିପାଠୀ, ଦେବାଶିଷ ପଟ୍ଟନାୟକ, ସତ୍ୟନାରାୟଣ ତ୍ରିପାଠୀ, ଆନନ୍ଦ ପାତ୍ର, ପ୍ରଫୁଲ୍ଲ ନାଏକ, ରାଜୁ ରାଓ, ଟିବାନୀ ଦାନୀ, ତ୍ରିଲୋଚନ ତରିଆ, ପଦ୍ମଲୋଚନ ସାହୁ, ଗୋପାଳ ମେହେର, ଅକ୍ଷୟ ମେହେର, ରାଜୁ ରାଓ, ସଞ୍ଜୟ ମହାପାତ୍ର, ଅକ୍ଷୟ ପାତ୍ର, ଜନ୍ମ ପାତ୍ର, ଚିତ୍ତ ରଞ୍ଜନ ଭୋଇ, ହରି ଶଙ୍କର ଚୌଧୁରୀ, ଗୋବିନ୍ଦ ପାତ୍ର, ନାରାୟଣ ରଥ,  ପ୍ରମୁଖ ସାମିଲ ଥିଲେ। ଭାଇଚାରର ଏହି ପର୍ବ ଚଳିତବର୍ଷ ଖୁବ୍‌ ହର୍ଷ ଉଲ୍ଲାସରେ ପାଳନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like