-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||     

HOME   ଜିଲ୍ଲା

ଭାଲେରରେ ଧୁମ଼ଧାମରେ ନୂଆଖାଇ ଭେଟଘାଟ ପାଳିତ

29-Aug-2025



ବଲାଙ୍ଗୀର(ଅନ୍ତର୍ଯ୍ୟାମୀ ସାହୁ): ବଲାଙ୍ଗିର ଜିଲାର ପୁଇଁତଳା ବ୍ଳକ ଅନ୍ତର୍ଗତ ଭାଲେର  ଠାରେ ନୁଆଁଖାଇ ଭେଟଘାଟ ଅନୁଷ୍ଠିତ ହୋଇଯାଇଛି । ଗାଁର  ଗଣେଷ ପୂଜା କମିଟୀ ପକ୍ଷରୁ ନାଚ ଗୀତ ଆସର ଜମିଥିଲା। ପ୍ରଥମ ଥର ପାଇଁ ଗାଁରେ ନୁଆଁଖାଇ ଭେଟଘାଟର ଆୟୋଜନ କରାଯାଇଥିଲା ଜୁନିୟର ଏବଂ ସିନିୟର ନାଚ ଏବଂ ଗୀତ ପ୍ରତିଯୋଗିତାରେ ପ୍ରାୟ ପଚାଶରୁ ଅଧିକ ପ୍ରତିଯୋଗୀ ଅଂଶଗ୍ରହଣ କରି ନିଜର ସୁନ୍ଦର ନାଚଗୀତ ରେ ମସଗୁଲ କରିଥିଲେ। ମୁଖ୍ୟ  ଅତିଥି ଓମ ପ୍ରକାଶ କୁମ୍ଭାର ଅତିଥି  ଟିଙ୍କୁ କୁମ୍ଭାର ପ୍ରମୁଖ ମଞ୍ଚାସୀନ ଥିଲେ।  କୃତୀ ପ୍ରତିଯୋଗୀ ମାନଙ୍କୁ କମିଟୀ ତରଫରୁ ପ୍ରମାଣପତ୍ର ଦେଇ ପୁରସ୍କୃତ କରାଯାଇଥିଲା । ଟିକି  କୁମ୍ଭାର ମଞ୍ଚ ପରିଚାଳନା କରିଥିଲେ । କମିଟୀର ସଭାପତି ପ୍ରମୋଦ କୁମ୍ଭାର ଉପ ସଭାପତି ଶ୍ୟାମ ମହାନନ୍ଦ ସମ୍ପାଦକ ରଘୁନାଥ କୁମ୍ଭାର ଏବଂ କମିଟୀର ଜିତ,ଇନ୍ଦ୍ର, ରାଜା, ଅଶୋକ, ମନ, ରାଜେଶ, ପୀତବାସ ମୋତିଲାଲ, ମୁକେଶ, ବିକାଶ, ରହିତ, ରୁପେଶ, ସାହିଲ ରୋଶନ ଦେବ, ସୁନୀଲ,ସନତ   ଅନ୍ୟାନ୍ୟ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଶେଷରେ ଟିକି  କୁମ୍ଭାର  ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   05-Jul-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
*ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   05-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   05-Jul-2026
  ଜିଲ୍ଲା  
*ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   05-Jul-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   05-Jul-2026
  ରାଜ୍ୟ  
ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   05-Jul-2026
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026

You Might Also Like