-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ରାଜ୍ୟ

ପୁରୀ ଶଙ୍କରାଚାର୍ଯ୍ୟଙ୍କ ଆଶିର୍ବାଦ ନେଲେ, ନୂଆ ଏସ୍ ପି ପ୍ରତୀକ ସିଂ

29-Aug-2025



ପୁରୀର ନୂତନ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତୀକ ସିଂ ଦାଇତ୍ୱ ଗ୍ରହଣ କରିବା ପରେ ନିଜର ଦାୟିତ୍ଵ ପ୍ରତିପାଦନ ସ୍ଵରୁପ ଶ୍ରୀଶଙ୍କରାଚାର୍ଯ୍ୟ-ଗୋବର୍ଦ୍ଧନ ପୀଠକୁ ଆସି ପୂଜ୍ୟପାଦ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ଗୁରୁଦେବଙ୍କ ଆଶୀର୍ବାଦ ଓ ମାର୍ଗଦର୍ଶନ ଗ୍ରହଣ କରିଛନ୍ତି l ଏହି ଅବସରରେ ପୂଜ୍ଯ ଗୁରୁଜୀ ମହାରାଜା ସନାତନ ସଂସ୍କୃତି ଓ ପରମ୍ପରାରେ ପୁରୀ କେବଳ ଏକ ଧାର୍ମିକ ଓ ଆଧ୍ୟାତ୍ମିକ କ୍ଷେତ୍ର ନୁହେଁ, ଏହା ବିଶ୍ବର ଆଧ୍ୟାତ୍ମିକ ରାଜଧାନୀ ଭାବରେ ପ୍ରତିଷ୍ଠିତ ।  ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ

 

ଦିବ୍ୟ ଶ୍ରୀମନ୍ଦିର ସଦା ସର୍ବଦା ବିଧର୍ମୀ ଓ କୁଚକ୍ରୀମାନେଙ୍କ ଦୃଷ୍ଟିରେ ରହିଛି ।  ଶ୍ରୀମନ୍ଦିର ର ସୁରକ୍ଷା ଏକ ଚୁନୋତି। ଏହାର ଧାର୍ମିକ ବ୍ୟବସ୍ଥା ହିଁ ଏହାର ଦିବ୍ୟତା ଓ ପବିତ୍ରତା । ଏହାକୁ ନଷ୍ଟ କରିବା ପାଇଁ ଅନେକ ଅରାଜକ ତତ୍ତ୍ବ ସଦାସର୍ବଦା ତତ୍ପର ରହିଥାନ୍ତି । ଏହା ଉପରେ କଡ଼ା ଅନୁଶାସନର ଆବଶ୍ୟକତା ଅଛି । ତୀର୍ଥରାଜ ମହୋଦଧିଙ୍କ ବିସ୍ତୀର୍ଣ୍ଣ ବେଳାଭୂମି କେବଳ ମନୋରଞ୍ଜନର କେନ୍ଦ୍ର ନହୋଇ ତୀର୍ଥଯାତ୍ରୀଙ୍କ  ସୁରକ୍ଷା, ସୁବିଧା ଆଦି ପ୍ରତି ସତର୍କ ରହିବା ସହ ମାଦକ ଦ୍ରବ୍ଯ ସେବନର କେନ୍ଦ୍ର ନହେବା ଦିଗରେ ପରାମର୍ଶ ଦେଇଥିଲେ। ଆରକ୍ଷୀ ଅଧିକ୍ଷକ ଶ୍ରୀ ସିଂ ଙ୍କ ସହିତ ଜିଲ୍ଲା ପୋଲିସ ପ୍ରଶାସନର ବରିଷ୍ଠ ଅଧିକାରୀ ଓ ସହରାଞ୍ଚଳର ବିଭିନ୍ନ ଥାନା ଅଧିକାରୀ ମାନେ ଉପସ୍ଥିତ ଥିଲେ l ଏହି ଅବସରରେ ମଠର ବିଭିନ୍ନ ବିଭାଗର ପ୍ରମୁଖ କର୍ମକର୍ତ୍ତାମାନଙ୍କ ସହ ଆଲୋଚନା ମଧ୍ଯ କରିଛନ୍ତି ବୋଲି ଶ୍ରୀଶଙ୍କରାଚାର୍ୟ-ଗୋବର୍ଦ୍ଧନ ପୀଠର ଗଣମାଧ୍ୟମ ସଚିବ ଦେବାଶିଷ ମିଶ୍ର ସୂଚନା ପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like