-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ବେଲଗାଁରେ ଧୁମଧାମରେ ପାଳିତ ହେଲା ନୁଆଁଖାଇ ଭେଟଘାଟ

30-Aug-2025



ନୂଆପଡା ଜିଲ୍ଲା କୋମନା ବ୍ଲକ ଅନ୍ତର୍ଗତ ରଜନା ପଞ୍ଚାୟତ ବେଲଗାଁ ବରଗଛ ଠାରେ ପ୍ରଥମ ଥର ପାଇଁ ନୁଆଁଖାଇ ଭେଟଘାଟ ୨୦୨୫ ଅନୁଷ୍ଠିତ ହୋଇଯାଇଛି  I ପ୍ରଥମେ ଗ୍ରାମର ଝାଙ୍କର,ଗୌନ୍ତିଆ,କମିଟି ସଭାପତି,  ବ୍ୟଜେଷ୍ଠ ବ୍ୟକ୍ତିଙ୍କ ଦ୍ୱାରା ଗ୍ରାମ ଦେବାଦେବୀଙ୍କୁ ପୂଜାର୍ଚ୍ଚନା ଓ ଦୀପ ପ୍ରଯ୍ୟାଳନ କରି କାର୍ଯ୍ୟକ୍ରମକୁ ଆରମ୍ଭ କରିଥିଲେ I ଏହି କାର୍ଯ୍ୟକ୍ରମକୁ ଆୟୋଜନ କମିଟି ସଭାପତି ତଥା ରଜନା ସରପଞ୍ଚ କ୍ଷୀରସିନ୍ଧୁ ଭୋଇଙ୍କ ନେତୃତ୍ୱରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ବିଜେପି ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ଯଦୁମଣି ପାଣିଗ୍ରାହୀ, ମୁଖ୍ୟଵକ୍ତା ଭାବରେ କୋମନା ସରପଞ୍ଚ ମୃତୁଞ୍ଜୟ ପାଣିଗ୍ରାହୀ ଯୋଗଦେଇଥିବା ବେଳେ ହୀରାଧର ଝାକର, ଗଙ୍ଗାରାମ କଟା, ମୋହନ କେତକୀ, ଅନ୍ତରାମ ଭୋଇ, ତ୍ରିଲୋଚନ କରୁଆଁ, ଲଛମଣ ସଗରିଆ, ଗଣ୍ଡରାମ ସଗରିଆ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଦେଇଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସମସ୍ତ ଅତିଥି ମାନଙ୍କୁ ପୁଷ୍ପ ମାଲ୍ୟ ଅର୍ପଣ କରିବା ସହ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ ।ଗ୍ରାମର ସମସ୍ତ ଜନ ସାଧାରଣଙ୍କ ଉପସ୍ଥିତିରେ କୁରେପତ୍ରରେ ନୂଆ ଚୁଡା, ପିଠା ପଣା, ପ୍ରସାଦ ବଣ୍ଟନ କରି, ନିଆରା ଢଙ୍ଗରେ ଏକାଠି ବାସୀ ନୁଆଁଖାଇ ଥିଲେ । ପରେ ନୁଆଁଖାଇ ଭେଟଘାଟ ହୋଇଥିଲା ବଡ଼ ମାନଙ୍କୁ ସମ୍ମାନ ଦେଇ ଛୋଟ ମାନେ ଜୁହାର,ମୁଣ୍ଡିଆ ମାରି ନୂଆଖାଇ ଭେଟଘାଟ ହୋଇଥିଲା I ପରେ କୁନି କୁନି ଛାତ୍ର ଛାତ୍ରୀ ମାନଙ୍କୁ ନେଇ ସଂସ୍କୃତିକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ସମ୍ବଲପୁରୀ ଗୀତରେ କମ୍ପି ଉଠିଥିଲା ମଞ୍ଚ । ସଂସ୍କୃତିକ କାର୍ଯ୍ୟକ୍ରମରେ ନୃତ୍ୟ ଓ ଗୀତ ପ୍ରତିଯୋଗିତାରେ ଅନୁଷ୍ଠିତ ହୋଇଥିଲା ।ଏଥିରେ କୃତିତ୍ୱ ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ଟ୍ରଫି ସହ ସାର୍ଟିଫିକେଟ ପ୍ରଦାନ କରିଥିଲେ । ଏହି ଅବସରରେ ଗୌତମ ବାଗ ମଞ୍ଚପରିଚାଲନା କରିଥିବା ବେଳେ କାନୁ ଚରଣ ବାଗ, ଟଙ୍କଧର କେତକୀ, ରୁପସିଂ ଭୋଇ,  ମେଘନାଥ ଖର୍ସେଲ ପ୍ରମୁଖ ବିଚାରକ ଭାବରେ ରହିଥିଲେ । ଏହି କାର୍ଯ୍ୟକ୍ରମରେ ସମ୍ପାଦକ ଇନ୍ଦ୍ରମଣି ବାଗ, ଯୁବ ସାମ୍ବାଦିକ ହରେରାମ କରୁଆଁ, ବିଜୁ ଭୋଇ, ଚୌଉବନ କେତକୀ, ଜୟସିଂ କରୁଆଁ, ପିଲାରମ ଭୋଇ, ପିଛାରୁ କରୁଆ, ତ୍ରିନାଥ ସଲମା, ନରସିଂହ ବାଗ, ଲାଇବାନ ଭୋଇ, ତୁଳସୀରାମ ବନଛୋର, ଚମାର କରୁଆଁ, ଲଳିତ ଦଳ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ I

(ପରମେଶ୍ଵର ମେହେର ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like