-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ପଡିଆ ବ୍ଳକର ଉନ୍ନୟନମୂଳକ କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ

30-Aug-2025



ମାଲକାନଗିର(କେଶବ ଚନ୍ଦ୍ର ନାୟକ): ଆଜି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ପଡିଆ ବ୍ଲକ ଗସ୍ତ କରି ବିଭିନ୍ନ ଉନ୍ନୟମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି । ଜିଲ୍ଲାପାଳ ପଡ଼ିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ସେଠାକାର ସ୍ଵାସ୍ଥ୍ୟ ଭିତ୍ତିଭୂମି ତଦାରଖ କରିବା ସହ ପରିମଳ ବ୍ୟବସ୍ଥାକୁ ଗୁରୁତ୍ବ ପ୍ରଦାନ କରିବାକୁ କହିଥିଲେ। ସେହିପରି ରୋଗୀ ମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ସେଠାରେ ଥିବା ବିଭିନ୍ନ ସମସ୍ୟା ବିଷୟରେ ଅବଗତ ହୋଇଥିଲେ। ସେହିପରି ଗ୍ରାମୀଣ ପାଠାଗାର ମଧ୍ଯ ପରିଦର୍ଶନ କରି ଭିତ୍ତିଭୂମି  ତଦାରଖ କରିଛନ୍ତି ଜିଲ୍ଲାପାଳ I ଜିଲ୍ଲାପାଳ ଉଣ୍ଡରୁକୋଣ୍ଡାଠାରେ ଥିବା କନ୍ୟାଶ୍ରମ ପି.ଏମ-ଶ୍ରୀ ସ୍କୁଲ, ଆମ ବ୍ୟାଙ୍କ ସୁବିଧା କେନ୍ଦ୍ର, ଘରୋଇ ଉତ୍ପାଦ ୟୁନିଟ୍ କେନ୍ଦ୍ର ବୁଲି ଦେଖିବା ସହ ସେଠାରେ ଚାଲିଥିବା କାର୍ଯ୍ୟ ଧାର୍ଯ୍ୟ ସମୟ ମଧ୍ୟରେ ସାରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ I ସେହିଭଳି ବାପନପାଲ୍ଲୀ ଠାରେ ଥିବା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ପରିଦର୍ଶନ କରି ବିଦ୍ୟାଳୟ ଭିତ୍ତିଭୂମି ଦେଖିବା ସହ ଅଙ୍ଗନବାଡ଼ି  କେନ୍ଦ୍ର, ଏମ.ଭି-୫୮ ଠାରେ ଥିବା କୁକୁଡ଼ା ଫାର୍ମ  ବୁଲି ଦେଖିଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା  ପ୍ରକଳ୍ପ ପ୍ରଶାସକ ହଳଧର ଶବର ଓ ପଡ଼ିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଶ୍ଵିନୀ କୁମାର ମହାପାତ୍ରଙ୍କ ସମେତ ସମସ୍ତ କ୍ଷେତ୍ର ସ୍ତରୀୟ କର୍ମଚାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like