-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ବିଦ୍ୟୁତ୍ କର୍ମଚାରୀଙ୍କ ଆନ୍ଦୋଳନ: ଦାବୀ ପୂରଣ ନ ହେଲେ ପାର୍ବଣ ହେବ ଅନ୍ଧାର ଚେତାବନୀ

30-Aug-2025



ଭୁବନେଶ୍ବର(ପ୍ରେରଣା ଖବର):  ଟାଟା ପାୱାର କେନ୍ଦ୍ର ଓଡିଶା ବିତରଣ କଂପାନୀ ଅଧୀନରେ ଅଠରଶହରୁ ଉର୍ଦ୍ଧ ୩୩/୧୧ କେଭି କଣ୍ଟ୍ରୋଲ ରୁମ୍ କର୍ମଚାରୀ (ସେସୁ) ସମୟରୁ ୧୫ ବର୍ଷରୁ ଉର୍ଦ୍ଧ ସମୟ ଧରି କାର୍ଯ୍ୟକରି ଆସୁଥିଲେ ହେଁ ଏଯାବତ୍ ସେମାନଙ୍କୁ ନିୟମିତ କରାଯାଇନାହିଁ। ଅସନ୍ତୁଷ୍ଟ କର୍ମଚାରୀ ମାନେ ଗତ ୧୨ ତାରିଖ ଠାରୁ ପିିପିସିଓଡିଏଲ୍ ମୁଖ୍ୟଦପ୍ତର ସାମ୍ନାରେ ଅହୋରାତ୍ର ଧାରଣାରେ ବସିଛନ୍ତି। ତେବେ ସେମାନଙ୍କ ଦାବୀ ଯଦି ପୂରଣ ନ ହୁଏ ତାହେଲେ ଓଡିଶା ବିଦ୍ୟୁତ୍ କର୍ମଚାରୀ ମହାସଂଘ, ଓଡିଶା ପାୱାର ଏମ୍ଲୋଇଜ୍ ୟୁନିୟନ୍‌, ଓଡିଶା ଇଲେକ୍‌ଟ୍ରିସିଟ୍ ଏମ୍ଲୋଇଜ୍ ଫେଡେରସନ୍ କୁ ନେଇ ଗଠିତ ସମନ୍ୱୟ କମିଟି ପାର୍ବଣରେ ଓଡିଶା ଅନ୍ଧାର ହେବ ବୋଲି ଚେତାବନୀ ଦେଇଛି। ଏଥିପାଇଁ ପିପିସିଓଡିଏଲ୍ ମ୍ୟାନେଜ୍‌ମେଣ୍ଟ ସମ୍ପୂର୍ଣ୍ଣ ଦାୟୀ ରହିବ ବୋଲି ମତ ଦେଇଛନ୍ତି। ପୂର୍ବରୁ ତ୍ରିପାକ୍ଷିକ ଓ ଦ୍ୱିପାକ୍ଷିକ ସମକମିଶନର ଙ୍କ୍ ଉପସ୍ତିତିରେ ସମ୍ପାଦନ ହୋଇଥିଲେ ହେଁ ତାହା କାର୍ଯ୍ୟକାରୀ ନ ହେବାରୁ ସେମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ମାତ୍ର ମିଥ୍ୟା ପ୍ରତିଶୃତି ଯୋଗୁଁ ସେମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। କୋଡିନେସନ୍ କମିଟିର ଆବାହକ ନବକିଶୋର ମହାନ୍ତି, ଓଡିଶା ବିଦ୍ୟୁତ୍ କର୍ମଚାରୀ ମହାସଂଘର ସଭାପତି ଅମର ଝୁମର ପ୍ରତାପ ସିଂ, ଓପିଇୟୁ ସଭାପତି ସୁଧାଂଶୁ ଶେଖର ସାହୁ, ସାଧାରଣ ସମ୍ପାଦକ ବିମଳ ଚନ୍ଦ୍ର ନାୟକ, ସଂଯୋଜକ କମିଟି ସଭାପତି ମାନସ ରଂଜନ ପତି, ଓଏସ୍‌ଇଇଏଫ୍ ର ସାଧାରଣ ସମ୍ପାଦକ ସତ୍ୟବାଦି ବାଗ, ଶୁକଦେବ ସାମଲ, ସୌମ୍ୟରଂଜନ ରଥ, ରଜନିକାନ୍ତ ବସ୍ତିଆ,ତୁଷାର ପଟ୍ଟନାୟକ ମିଡିଆ ସଂଯୋଜକ ରାକେଶ ମହାନ୍ତି, ପ୍ରମୁଖ କହିଥିଲେ ଯେ, ସେସୁ ଉପରେ ଥିବା ସମସ୍ତ ସମ୍ପତ୍ତିର ଦାୟୀତ୍ୱ ପିପିସିଓଡିଏଲ ମାଲିକାନା ନେବା ସହ ହଜାର ହଜାର କୋଟି ଟଙ୍କା ବିଦ୍ୟୁତ୍ ଗ୍ରାହକମାନଙ୍କ ଠାରୁ ବେଆଇନ ଭାବେ ଆଦାୟ କରି ଲାଭବାନ ହେଉଛନ୍ତି ଅଥଚ ୨୦୧୦ ମସିହାରୁ ହୋଇଥିବା ତ୍ରିପାକ୍ଷିକ ଚୁକ୍ତିକୁ ଖିଲାପ କରି କର୍ମଚାରୀଙ୍କ ଶ୍ରମ ଶୋଷଣ କରିଆସୁଛନ୍ତି। ଟାଟା ପାୱାର କେନ୍ଦ୍ରୀୟ ଓଡିଶା ବିତରଣ କଂପାନୀ,ବିଦ୍ୟୁତ ବିତରଣ କଂପାନୀ ଯଦି କର୍ମଚାରୀଙ୍କ ଦାବୀ ପୂରଣ ନ କରନ୍ତି ତେବେ ଆଗାମୀ ଦିନରେ ଆନ୍ଦୋଳକୁ ଜୋରଦାର କରାଯିବ ବୋଲି ସେମାନେ ସତର୍କ କରାଇ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like