-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜ୍ୟ

ଓଡ଼ିଆ ବୋହୂ ପାଇଲେ ଦେଶର ସୁନ୍ଦରୀ ମୁକୁଟ

27-Jan-2021



ଭୁବନେଶ୍ୱର,(ପ୍ରେରଣା ଖବର) : ପୁଣି ଥରେ ଚମକିଛନ୍ତି ଓଡ଼ିଆ ବୋହୂ। ସୁନ୍ଦରଗଡ଼ କାଂଶବାହାଲର ବୋହୂ ନବଦୀପ କୌର ବନିଛନ୍ତି ଚଳିତ ବର୍ଷର ମିସେସ୍ ଇଣ୍ଡିଆ। ମୁମ୍ବାଇରେ ଆୟୋଜିତ ହୋଇଥିବା ପ୍ରତିଯୋଗିତାରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ମହିଳାଙ୍କୁ ପଛରେ ପକାଇଛନ୍ତି ନବଦୀପ। ଗତ ଅକ୍ଟୋବରରୁ ମିସେସ୍ ଇଣ୍ଡିଆ ପ୍ରତିଯୋଗିତାରେ ଅନଲାଇନ୍‌ରେ ଭାଗ ନେବା ପରେ ଏଥିରେ ବିଭିନ୍ନ ରାଉଣ୍ଡରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲେ।

ଗତ ଦୁଇ ଦିନ ତଳେ ମୁମ୍ବାଇରେ ଆୟୋଜିତ ଫାଇନାଲ୍ ରାଉଣ୍ଡରେ ନବଦୀପଙ୍କୁ କ୍ରାଉନ୍ ପିନ୍ଧାଇ ବିଜେତା ଘୋଷିତ କରାଯାଇଛି। ବିବାହ ପରେ ବି ମହିଳା ନିଜ ପ୍ରତିଭାକୁ ପରିପ୍ରକାଶ କରିପାରିବେ। କେବଳ ଘରର ଚାରି କାନ୍ଥରେ ନୁହେଁ ସେ ବାହାରକୁ ବାହାରି ନିଜ ପରିବାରକୁ ଗର୍ବିତ କରାଇପାରିବେ ବୋଲି ପ୍ରତିକ୍ରିୟାରେ କହିଛନ୍ତି ନବଦୀପ।
ଏହି ବିଜୟ ମୋତେ ବହୁତ ଖୁସି ଆଣି ଦେଇଛି। ମୋ ପରିବାର ଖୁସିରେ ସ୍ୱାଗତ କରିଥିଲେ। ଝିଅ ମ୍ୟାରେଜ୍ ହୋଇଯିବା ପରେ ଗୃହିଣୀ ହୋଇ ରହିବାକୁ ପଡେ। ଯାହାଦ୍ୱାରା ଆମକୁ କୌଣସି କାମ କରିବାକୁ ମୁସ୍କିଲ ହୋଇଯାଏ। ଯଦି ଆମ ମନରେ ଲକ୍ଷ୍ୟ ଥିବ, ନିଷ୍ଠାପର ଭାବନା ଥିବ ଓ ପରିବାର ଆମକୁ ସାଥ୍ ଦେବ, ଆମ ଲକ୍ଷ୍ୟକୁ ଆମେ ପୂରଣ କରିପାରିବା। ମୋର ପ୍ରତିଦିନ କ୍ଲାସ୍‌ ରହିଥାଏ। କ୍ଲାସ୍ ପରେ ୨-୩ ଘଣ୍ଟା ପାଠ ପଢିବା ସହ ନ୍ୟୁଜ ପେପର ପଢିଥାଏ। କମ୍ୟୁନିକେସନ୍ ଓ ପବ୍ଲିକ୍ ସ୍ପିକିଂ ଉପରେ ବହୁତ ପ୍ରସ୍ତୁତ ହୋଇଥିଲି। 
-ନବଦୀପ କୌର, ମିସେସ୍ ଇଣ୍ଡିଆ ବିଜେତା

୨୦୧୯ ଗ୍ରୀସରେ ହେଉଥିବା ଏହି ମିସେସ୍‌ ଇଣ୍ଡିଆ କଣ୍ଟେଷ୍ଟରେ ଓଡ଼ିଆ ବୋହୂର ଦମ୍‌ଦାର ପ୍ରଦର୍ଶନ ଦେଖିବାକୁ ମିଳିଥିଲା। ହଟ୍‌ମଣ୍ଡ ଅର୍ଗାନାଇଜେସନ୍‌ ପକ୍ଷରୁ ସାରା ବିଶ୍ୱରେ ଥିବା ବିବାହିତ ମହିଳାଙ୍କୁ ନେଇ ଏହି ସଂସ୍ଥା ପ୍ରତିବର୍ଷ ୱାର୍ଲଡ୍‌ ୱାଇଡ୍‌ କଣ୍ଟେଷ୍ଟ କରିଥିଲା। ରାୟପୁରଠାରେ ହୋଇଥିବା ଅଡିସନ୍‌ରେ ଓଡ଼ିଆ ଝିଅ ସୌମ୍ୟା ଆଚାର୍ଯ୍ୟଙ୍କୁ ଚୟନ କରାଯାଇଥିଲା। ସେତେବେଳେ ଏହି କଣ୍ଟେଷ୍ଟରେ ଓଡ଼ିଶାର ଏକମାତ୍ର ପ୍ରତିଯୋଗୀ ଭାବରେ ଜଣେ ଓଡ଼ିଆ ଝିଅ ଭାଗ ନେଇଥିଲେ। ସୌମ୍ୟା ଆଚାର୍ଯ୍ୟ ବଲାଙ୍ଗୀରର ଅବସରପ୍ରାପ୍ତ ଜଳସେଚନ ବିଭାଗ କର୍ମଚାରୀ ରାମକୃଷ୍ଣ ନନ୍ଦ ଓ ବିଳାସିନୀ ନନ୍ଦଙ୍କର ଝିଅ। ଛୋଟବେଳୁ ସେ ମଡେଲିଂରେ ରୁଚି ରଖିଥିଲେ। ତେଣୁ ବିବାହ ପରେ ଏପରି ଏକ ସୁଯୋ
ଗ ମିଳିବାରୁ ସେ ବିଶ୍ୱସ୍ତରୀୟ କଣ୍ଟେଷ୍ଟ ଅଡିସନ୍‌ରେ ଭାଗ ନେଇ ଗ୍ରୀସ୍‌ ଯିବା ପାଇଁ ମନୋନୀତ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like