-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

*ସେମଳା ଠାରେ ସି.ଆର.ସି.ସି. ତରଫରୁ ପ୍ରଧାନ ଶିକ୍ଷକଙ୍କ ସହ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଟ୍ରେନିଂ ଅନୁଷ୍ଠିତ*

30-Aug-2025



(ମିହିର ଶଙ୍କର ପାତ୍ର)
ପାପଡା ହାଣ୍ଡି ବ୍ଲକ ଅନ୍ତର୍ଗତ ସେମଳା ଆଞ୍ଚଳିକ ସାଧନ କେନ୍ଦ୍ରରେ ସି.ଆର.ସି.ସି. ବାବୁଲାଲ ସାଗରଙ୍କ ଆନୁକୁଲ୍ୟରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନଙ୍କ ଯୋଗଦାନରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଟ୍ରେନିଂ  ଅନୁଷ୍ଠିତ ହୋଇଯାଇଛି । ନବ ଭାରତ ସାକ୍ଷର କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରଧାନ ଶିକ୍ଷକ ତରଫରୁ ୧୫ ରୁ ୩୫ ବର୍ଷ ଲୋକଙ୍କୁ ସର୍ଭେକ୍ଷଣ କରି ଶିକ୍ଷିତ କରିବା ପାଇଁ ସମାଜରେ ଶିକ୍ଷକର ଗୁରୁଦାୟିତ୍ୱ ବାବଦରେ ଆଲୋକ ପାତ କରିଥିଲେ ସି ଏର ସିସି। ଆସନ୍ତା ୧ସେପ୍ଟେମ୍ବର ରୁ ୭ ସେପ୍ଟେମ୍ବର ମଧ୍ୟରେ ଏକ ସପ୍ତାହ ମଧ୍ୟରେ ଶିକ୍ଷା ପାଇଁ ସଚେତନତା ସଭା ଓ ଗାଁରେ ଶିକ୍ଷା ଶୋଭାଯାତ୍ରା ପାଇଁ ଗଣଶିକ୍ଷାବିଭାଗର ପତ୍ର ଆଧାରରେ ସି.ଆର.ସି.ସି. ଆଲୋକ ପାତ କରିଥିଲେ। ଆଜିର ବୈଠକରେ ପାପଡା ହାଣ୍ଡି ଏ. ବିଇ .ଓ .ତଥା  ନବ ଭାରତ ସାକ୍ଷର କାର୍ଯ୍ୟକ୍ରମ ର ନତାଲ ଅଫିସର ସୂଦର୍ଶନ ନାୟକ ଯୋଗଦାନ କରି ଉଲ୍ଲାସ ଆପ ଡାଉନ ଲୋଡ ସହ ବ୍ୟକ୍ତିର ତଥ୍ୟ ପୂରଣ ପାଇଁ ମତ ରଖିଥିଲେ। ଏଭଳି ଏ. ବିଇ. ଓ .ପୂର୍ଣ୍ଣଚନ୍ଦ୍ର ପୂଜାରୀ  ଯୋଗଦେଇ ଆସନ୍ତା ଦିନରେ ନବ ଭାରତ ସାକ୍ଷର କାର୍ଯ୍ୟକ୍ରମର ସଚେତନା ପାଇଁ ତିନୋଟି କ୍ଲଷ୍ଟର ର ମିଶ୍ରଣ ମାଧ୍ୟମରେ ବୈଠକ ପାଇଁ କହିଥିଲେ।ବୈଠକରେ ସେମଳା ପ୍ରଧାନ ଶିକ୍ଷୟିତ୍ରୀ ଵେହେରା ନିର୍ମଳ ବେହେରା,ପରମେଶ୍ବର ସାହୁ,ମିଳନ ଗହିର ,ରମେଶ ଵେନିଆ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026

You Might Also Like