-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଏନଏସି ସ୍ତରୀୟ ଫୁଟବଲ ମ୍ୟାଚ,ରହିଲା ଚାମ୍ପିଅନ

30-Aug-2025



ବିନିକା(ହିମାଂଶୁ ଶେଖର ପୁଟେଲ)ସ୍ୱାୟତ୍ତ ଶାସନ ପାଳନ ପରିପ୍ରେକ୍ଷୀରେ ଆଜି ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଏକ ଦିବସୀୟ ଏନଏସି ସ୍ତରୀୟ ଫୁଟବଲ ମ୍ୟାଚ ସ୍ଥାନୀୟ ନୁଆଁପାଳି ଖେଳ ପଡିଆ ଠାରେ ଅନୁଷ୍ଠିତ ହୋଇଥିଲା।ଏଥିରେ ରହିଲା(ଏ) ଓ (ବି),ଭମରପାଲି, କଇରାପାଲି,ଗୁଲାପଡ଼ା ଜୟ ଶ୍ରୀରାମ ଓ ମା ମଙ୍ଗଳା,ମିଳିତ ସାମ୍ବାଦିକ/ଏନଏସି କାଉନସିଲର,ପରିଷଦ ଷ୍ଟାଫ ଆଦି ଫୁଟବଲ ଦଳ ଭାଗ ନେଇଥିଲେ। ମ୍ୟାଚକୁ କାର୍ଯ୍ୟନିର୍ବାହୀ ଅଧିକାରୀ ମାନସ ରଞ୍ଜନ ଭୋଇ ଉଦ୍ଘାଟନ କରିଥିଲେ।ଫାଇନାଲ ଖେଳ ରହିଲା ବନାମ ଗୁଳାପଡ଼ା ମା ମଙ୍ଗଳା ମଧ୍ୟରେ ଅନୁଷ୍ଟିତ ହୋଇଥିଲା।ନିର୍ଦ୍ଧାରିତ ସମୟ ମଧ୍ୟରେ କେହି କାହାକୁ ଗୋଲ ଦେଇ ନପାରିବାରୁ ପେନାଟିକ ଜରିଆରେ ହାର ଜିତ୍ ନିର୍ଣ୍ଣୟ ହୋଇଥିଲା ଏଥିରେ ରହିଲା ଦଳ ୨-୦ ଗୋଲରେ ଗୁଲାପଡାକୁ ହରାଇ ଚାମ୍ପିଅନ ହୋଇଥିଲା ।ଖେଳ ଗୁଡ଼ିକୁ ନରସିଂହ ସେଠୀ,ଆନନ୍ଦ ବଢାଇ,ବାବୁଲାଲ ସାହୁ ପରିଚାଳନା କରିଥିବା ବେଳେ ମ୍ୟାଚର ଧାରାବିବରଣୀ ବୈରାଗୀ ପ୍ରଧାନ,ନନ୍ଦ ପଳିଆ,ସାମ୍ବାଦିକ ଦିଲ୍ଲୀପ ସାହୁ,ମୁକେଶ ବଗର୍ତ୍ତି,ଅବସରପ୍ରାପ୍ତ କର୍ମଚାରୀ ସନ୍ତୋଷ ବଞ୍ଛୋର ପ୍ରଦାନ କରିଥିଲେ।ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିନିକା ନଗରପାଳ ସୁବାସ ଚନ୍ଦ୍ର ଭୋଇ,ସମ୍ମାନିତ ଅତିଥି ଭାବେ ବିନିକା ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ର,କାର୍ଯ୍ୟନିର୍ବାହୀ ଅଧିକାରୀ ମାନସ ରଞ୍ଜନ ଭୋଇ,କାଉନସିଲର ବିଜୟ ବରାଇ,ପ୍ରଦୀପ ସେଠୀ ପ୍ରମୁଖ ଯୋଗଦେଇ ବିଜୟୀ ରହିଲା ଦଳ ଓ ପରାଜିତ ଦଳକୁ ଟ୍ରଫି ପ୍ରଦାନ କରିଥିଲେ । ମ୍ୟାଚ୍ ପରିଚାଳନାରେ ପରିଷଦ ଷ୍ଟାଫ,ନୁଆପାଳି ଗ୍ରାମବାସୀ,ସ୍ପୋର୍ଟସ କ୍ଲବ ସଦସ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like