-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ରାଜ୍ୟ

ସେପ୍ଟେମ୍ବର ୧୩ ତାରିଖରେ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

30-Aug-2025



ଭୁବନେଶ୍ୱର(ପ୍ରେରଣା ଖବର): ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ଆସନ୍ତା ସେପ୍ଟେମ୍ବର ୧୩ ତାରିଖ (ଶନିବାର) ଦିନ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସର ଯଥା-ଭୁବନେଶ୍ୱର, ଖୋର୍ଦ୍ଧା, ବାଣପୁର, ଜଟଣୀ, ଚିଲିକା, ଟାଙ୍ଗୀ ଓ ବେଗୁନିଆଠାରେ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ସଚିବ ଶ୍ରୀମତୀ ସଲୋମୀ ସାହୁ ସୂଚନା ପ୍ରଦାନ କରିଥାଆନ୍ତି । ଏହି ରାଷ୍ଟ୍ରୀୟ ଲୋକଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧୀନ ମାମଲା ଯଥା- ଫୌଜଦାରୀ (ସାଲିସ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ରାଜସ୍ୱ, ମୋଟର ଯାନ ଦୁର୍ଘଟଣାଜନିତ କ୍ଷତିପୂରଣ, ଶ୍ରମ ଓ ନିଯୁକ୍ତି, ବିଦ୍ୟୁତ, ଜଳ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ଚାକିରି ସମ୍ବନ୍ଧୀୟ (ଦରମା, ଭତ୍ତା ଓ ଅବସରକାଳୀନ ପ୍ରାପ୍ୟ) ଓ ଅନ୍ୟାନ୍ୟ ସମସ୍ତ ପ୍ରକାର ଜମିଜମା ବା ଦେୱାନି ମାମଲାମାନଙ୍କର ଆପୋଷ ବୁଝାମଣା ଜରିଆରେ ମାମଲାର ସମାଧାନ କରାଯିବ ।

 କେବଳ ବିଚାରାଧୀନ ମାମଲା ନୁହେଁ, କଚେରିରେ ଦାୟର ହୋଇ ନ ଥିବା ପ୍ରାକ୍‌ ମକଦ୍ଦମା ଯଥା-ଚେକ୍‌ ବାଉନ୍ସ, ଟେଲିଫୋନ୍‌, ବ୍ୟାଙ୍କ ଋଣ ଅନାଦାୟ ଓ ଅନ୍ୟାନ୍ୟ ସାଲିସ୍‌ଯୋଗ୍ୟ ଦେୱାନୀ, ଫୌଜଦାରୀ ଏବଂ ସମସ୍ତ ପ୍ରକାରର ପାରିବାରିକ ବିବାଦର ଆଶୁ ସମାଧାନ ଏହି ରାଷ୍ଟ୍ରୀୟ ଲୋକଅଦାଲତରେ ଉଭୟ ପକ୍ଷଙ୍କ ସହମତିରେ ସମସ୍ୟାର ସମାଧାନ କରାଯାଇପାରିବ । ଉକ୍ତ ଲୋକଅଦାଲତରେ ମୋକଦ୍ଦମା/ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡ଼େ ନାହିଁ । ଏହି ଲୋକଅଦାଲତର ରାୟ ଚୂଡ଼ାନ୍ତ, ବୈଧ ଏବଂ ଅମଳଯୋଗ୍ୟ ଅଟେ । ଯଦି କୌଣସି ଵିଚାରାଧୀନ ମୋକଦ୍ଦମାର ସମାଧାନ ଲୋକଅଦାଲତ ମାଧ୍ୟମରେ ହୁଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଦୀର୍ଘଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇବା ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଏବଂ ସବିଶେଷ ବିବରଣୀ ପାଇଁ ଜିଲ୍ଲା ଆଇନ ସେବା ବିଭାଗ, ଅଦାଲତ ପରିସର, ଭୁବନେଶ୍ୱର, ଖୋର୍ଦ୍ଧା, ବାଣପୁର, ଜଟଣୀ, ଚିଲିକା ଓ ବେଗୁନିଆଙ୍କ ସହ ଯୋଗାଯୋଗ କରିବା ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ସଚିବ ପକ୍ଷରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like