-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ବ୍ରାହ୍ମଣ ମହାସଭା ବଲାଙ୍ଗିରର ଆଗାମୀ ୪ ତାରିଖରେ ଭଗବାନ ବାମନ ଜୟନ୍ତୀ ପାଳନ ନିମନ୍ତେ ସଜବାଜ

30-Aug-2025



ବଲାଙ୍ଗିର(ପ୍ରେରଣା ଖବର):ଜିଲ୍ଲା ବ୍ରାହ୍ମଣ ମହାସଭା ବଲାଙ୍ଗିର ଆନୁକୁଲ୍ୟରେ ଆସନ୍ତା ସେପ୍ଟେମ୍ବର ୪ ତାରିଖରେ  ଭଗବାନ ବାମନଙ୍କ ଜୟନ୍ତୀ ପାଳନ କରିବା ପାଇଁ ସଜବାଜ ଆରମ୍ଭ ହୋଇ ଯାଇଛି।ପ୍ରାପ୍ତ ସୂଚନା ଅନୁଯାୟୀ ପଣ୍ଡିତ ସନ୍ତୋଷ ଶତପଥୀ ପୂଜାକାର୍ଯ୍ୟ ସମ୍ପାଦନ କରିବେ। ଲକ୍ଷ୍ମୀ ପ୍ରସାଦ ଚାନ୍ଦ ସସ୍ତ୍ରିକ କର୍ତ୍ତା କତ୍ରି ଭାବେ କାର୍ଯ୍ୟ ତୁଲାଇବେ।ଜିଲ୍ଲା କର୍ମକାଣ୍ଡି ସଂଘ ସମସ୍ତ ଆବଶ୍ୟକୀୟ ପୂଜା ସାମଗ୍ରୀ ଯୋଗାଇ ଦେବା ପାଇଁ ସ୍ଵେଚ୍ଛାକୃତ ଭାବରେ ସ୍ବୀକୃତି ପ୍ରଦାନ କରିଥିବାରୁ ମହାସଭା ତରଫରୁ ଧନ୍ୟବାଦ୍ ଜ୍ଞାପନ କରାଯାଇଛି।

ଜିଲ୍ଲା ବ୍ରାହ୍ମଣ ମହାସଭାର  ବିଜ୍ଞପ୍ତି ପ୍ରକାଶ

ଜିଲ୍ଲା ବ୍ରାହ୍ମଣ ମହାସଭା ବଲାଙ୍ଗିର ର ସଭାପତି ଗୋପବନ୍ଧୁ ପୁରୋହିତଙ୍କ ଆହ୍ବାନ କ୍ରମେ ମହାସଭାର ସମସ୍ତ ସଦସ୍ୟ ସଦସ୍ୟା ଙ୍କ ଅବଗତି ନିମନ୍ତେ ଏକ ବିଜ୍ଞପ୍ତି ଜାରି କରାଯାଇଛି।ଆସନ୍ତା ତା.୧୨.୧୦.୨୦୨୫ ରିଖ ଦିବା ୧୧ ଘଣ୍ଟା ସମୟରେ ସ୍ଥାନୀୟ ଶ୍ରୀ ଶ୍ରୀ ନୃସିଂହ ମନ୍ଦିର ପ୍ରାଙ୍ଗଣରେ ଜିଲ୍ଲା ବ୍ରାହ୍ମଣ ମହାସଭା ର ନୂତନ କମିଟି ବିଧିବଦ୍ଧ ଭାବରେ ଗଠନ କରାଯିବ।ଚୟନ କର୍ତ୍ତା ଭାବରେ ସର୍ବଶ୍ରୀ ନୀଳମଣି ମିଶ୍ର, ବଲାଙ୍ଗିର,ଧର୍ମ ସିଂ ମିଶ୍ର ଲୋଇସିଂହା ଏବଂ ଗିରିଧାରୀ ଶତପଥୀ ଙ୍କୁ ଦାୟିତ୍ଵ ଅର୍ପଣ କରାଯାଇଛି।ଆଜିଠାରୁ ଏହି ବିଜ୍ଞପ୍ତି ବଳରେ ସମସ୍ତ କାର୍ଯ୍ୟକ୍ରମ ସଭାପତି ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ହେବ। ସଭାପତିଙ୍କ ବ୍ୟତୀତ ଅନ୍ୟ କୌଣସି କର୍ମକର୍ତ୍ତା ଙ୍କ ନିର୍ଦ୍ଦେଶ ଗ୍ରହଣୀୟ ହେବ ନାହିଁ ବୋଲି ଜିଲ୍ଲା ବ୍ରାହ୍ମଣ ମହାସଭା ର ସଭାପତି ଶ୍ରୀ ଗୋପବନ୍ଧୁ ପୁରୋହିତ ଲିଖିତ ବିଜ୍ଞପ୍ତି ଜାରି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like