-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ମୁର୍ଷୁଣ୍ଢୀ ରେ ନୂଆଁଖାଇ ଭେଟଘାଟ

30-Aug-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ରେ ନୂଆଁଖାଇ ଭେଟଘାଟ ମା ' ମାଟିର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଆୟୋଜକ ସଭାପତି ଅରବିନ୍ଦ ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ବୀରମହାରାଜପୁର ଜୋନ -୧ ଜିଲ୍ଲା ପରିଷଦ ସଭ୍ୟ ଲବ କୁମାର ସାହୁ ମୁଖ୍ୟ ଅତିଥି ଏବଂ ସ୍ଥାନୀୟ ସରପଞ୍ଚ ମନୋଜ କୁମାର ସାହୁ,ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ ନେତା ସତ୍ୟଞ୍ଜିବ  ମିଶ୍ର,ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ରାଜଗୋପାଳ ପାଣିଗ୍ରାହୀ,ବିଶିଷ୍ଟ ବ୍ୟବସାୟୀ ପ୍ରେମାନନ୍ଦ ଜଟି,ସ୍ଥାନୀୟ ଗଜଲକ୍ଷ୍ମୀ ପୂଜା କମିଟିର କୋଷାଧ୍ୟକ୍ଷ ସତ୍ୟମୋହନ ବେଦପାଣି, ଗଜଲକ୍ଷ୍ମୀ ପୂଜା କମିଟିର ସହସମ୍ପାଦକ ବିଦ୍ୟାଧର ଖୁର୍ଡିଆ,ପୂର୍ବତନ ସମିତି ସଭ୍ୟ ଚିତ୍ତରଞ୍ଜନ ସାହୁ,ଗଜଲକ୍ଷ୍ମୀ ପୂଜା କମିଟିର ସମ୍ପାଦକ ତ୍ରୟଞ୍ଜିବ ମିଶ୍ର, ବଳରାମ ପଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ନୂଆଁଖାଇ ଉପଲକ୍ଷେ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଥିଲେ। ସୌମ୍ୟରଞ୍ଜନ ରଥ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିବା ବେଳେ ଆୟୋଜକ ସମ୍ପାଦକ ବିକ୍ରମ ସାହୁ ଅତିଥି ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ  ବିକାଶ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଭାରତୀୟ  ସୈନ୍ୟ ବାହିନୀରେ କାର୍ଯ୍ୟକରି ଅବସର ଗ୍ରହଣ କରିଥିବା ଫକିର ମୋହନ ସାହୁ ଓ ବିନିକା ର ବରିଷ୍ଠ ମଞ୍ଚ କଳାକାର ଗୋପାଳ ପଣ୍ଡା ଙ୍କୁ ସ୍ମୃତିଫଳକ ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଏହା ପରେ ଆରମ୍ଭ ହୋଇଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ। ମଞ୍ଚ ରେ କବିତା ପାଠ ମଧ୍ୟ ହୋଇଥିଲା। ଏହା ସହିତ ମଞ୍ଚରେ ସମ୍ବଲପୁରୀ,ଡାଲଖାଇ,ରସରକେଲି ଆଦି ନୃତ୍ୟ ପରିବେଷଣ କରାଯାଇଥିଲା। ଏହା ଦେଖିବାକୁ ଅଞ୍ଚଳର ଶତାଧିକ ଲୋକଙ୍କ ସମାଗମ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like