-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

*ମେଗା ସ୍ଵାସ୍ଥ୍ୟ ଚିକିତ୍ସା ଶିବିର ପାଈଁ ମା ସୁରେଶ୍ଵରୀ ମନ୍ଦିର ରେ ପ୍ରସ୍ତୁତି ବୈଠକ*-

30-Aug-2025



(ମନୋରଞ୍ଜନ ତ୍ରିପାଠୀ)
ମା ସୁରେଶ୍ଵରୀ ଙ୍କ ମନ୍ଦିର ପ୍ରାଙ୍ଗଣ ରେ ଆସନ୍ତା ୧୪ ତାରିଖ ରେ ହେବାକୁ ଥିବା ଏକ ମାଗଣା ମେଗା ସ୍ଵାସ୍ଥ୍ୟ ଚିକିତ୍ସା ଶିବିର ପାଈଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଚିତ୍ତ ଜ୍ଞାନୀ ଚେରି ଟେବୁଲ୍ ଟ୍ରଷ୍ଟ (ମା ଘର) ପକ୍ଷରୁ ଆୟୋଜିତ ଏହି ମେଳା ପାଇଁ ଆଜି କଟକ ୟୁରୋ ଲୋଜିଷ୍ଟ ସ୍ପେସିଆଲିଷ୍ଟ ଡ. ଦୈତ୍ୟ ଶ୍ୱର୍ ହୋତା ଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଠିତ ଓ ଅବସର ପ୍ରାପ୍ତ ବିଚାରପତି ଶ୍ରଯୁକ୍ତ ଚିତ୍ତ ରଞ୍ଜନ ଦାଶ , ସମାଜସେବୀ ଶ୍ରୀବତ୍ସ ମଲ୍ଲିକ , ବୈକୁଣ୍ଠ ଶତପଥି, ଆଡଭୋକେଟ ରାଜ କିଶୋର ମିଶ୍ର, ସତ୍ୟ ନାରାୟଣ ତ୍ରୀପାଠୀ,  ଅଭ୍ୟାଗାତ ମହାପାତ୍ର, ସୈଲେନ୍ଦ୍ର ସାହୁ, ପୂଜକ କାଳୀ ଚରଣ ମିଶ୍ର, ଅନିରୁଦ୍ଧ ଦାଶ, ପ୍ରମୋଦ କୁମାର ସାହୁ, ମନୋରଂଜନ ତ୍ରୀପାଠୀ, ଲଡୁ କିଶୋର ମଲ୍ଲିକ, ପ୍ରଭାତ କିଶୋର ଦାନୀ ପ୍ରମୁଖ ସହର ର ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହି ସ୍ଵାସ୍ଥ୍ୟ ଚିକିତ୍ସା ଶିବିର ସଫଳ ପାଇଁ ବିଭିନ୍ନ ମତ ରଖି ଥିଲେ l ଭେଷଜ, ଶିଶୁ ରୋଗ, ସ୍ତ୍ରୀ ଓ ପ୍ରସୂତି ରୋଗ୍, ଚକ୍ଷୁ ରୋଗ ବିଶେଷଜ୍ଞ ସମେତ ୧୫ ଗୋଟି ବିଭାଗ ର ଲବ୍ଧ ପ୍ରତିଷ୍ଠ ବିଶେଷଜ୍ଞ ଡାକ୍ତର ଏଠାରେ ଯୋଗ ଦେବେ ବୋଲି କମିଟି ପକ୍ଷରୁ ପ୍ରକାଶ ପାଉଥିବା ବେଳେ ଏହାର ସଫଳ ପାଇଁ ସହର ବାସୀ ଙ୍କ ସହଯୋଗ କାମନା କରିଛନ୍ତି ଚେରି ଟେବୁଲ୍ ଟ୍ରଷ୍ଟ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like