-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ଲୁତୁରପଙ୍କ କ୍ରିକେଟ କପ୍ ର ପ୍ରଥମ ପ୍ରସ୍ତୁତି ବୈଠକ

30-Aug-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ସ୍ଥିତ ହାଇସ୍କୁଲ ପଡିଆ ରେ ଶୁକ୍ରବାର ଦିନ ଜୟ ଜଗନ୍ନାଥ ସ୍ପୋର୍ଟସ କ୍ଲବ ଆନୁକୁଲ୍ୟରେ ଚଳିତ ବର୍ଷ ହେବାକୁ ଥିବା ୨୯ତମ ସର୍ବ ଭାରତୀୟ ଜୟ ଜଗନ୍ନାଥ ଲୁତୁରପଙ୍କ କ୍ରିକେଟ କପ୍ ର ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କ୍ଲବ ର ସଭାପତି ସୁଶିଲ କୁମାର ପ୍ରଧାନ ପୌରୋହିତ୍ୟ କରିଥିଲେ। ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ମୁଖ୍ୟ ଅତିଥି ଭାବେ  ଯୋଗଦେଇ ଥିଲେ। ଉକ୍ତ ବୈଠକ ରେ କ୍ଲବ ର ପ୍ରାୟ ୧୫୦ ରୁ ଅଧିକ ସଦସ୍ୟ ଯୋଗଦେଇଥିଲେ। ସ୍ପୋର୍ଟସ କ୍ଲବ ର ମିଡ଼ିଆ ସେଲ ସଂଯୋଜକ ପୀତାମ୍ବର ସାହୁ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ। ପ୍ରାରମ୍ଭରେ ସ୍ପୋର୍ଟସ କ୍ଲବ ର ସମ୍ପାଦକ ମାଧବ ମହାକୁର ଗତ ବର୍ଷ ର ଆୟ ବ୍ୟୟ ର ବିବରଣୀ ପ୍ରଦାନ କରିଥିଲେ। ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ଟୁର୍ଣ୍ଣାମେଣ୍ଟରେ ତାଙ୍କର ସମ୍ପୂର୍ଣ୍ଣ  ସହଯୋଗ ରହିବ ବୋଲି ପ୍ରକାଶ କରିଥିଲେ। ଟୁର୍ଣ୍ଣାମେଣ୍ଟ ଡିସେମ୍ବର ୨୨ ତାରିଖ ରୁ ୨୯ ତାରିଖ ପର୍ଯ୍ୟନ୍ତ କରାଯିବ ବୋଲି ସ୍ଥିର ହୋଇଥିଲା। ପ୍ରଥମ ଦିନରେ ଏକ ମହିଳା ପ୍ରଦର୍ଶନୀ କ୍ରିକେଟ ମ୍ୟାଚ୍ କରାଯାଇଥିବା ର ପ୍ରସ୍ତାବ କରାଯାଇଛି। ଶେଷରେ ଆଶିଷ କୁମାର ଦେଓ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like