-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ମେଣ୍ଡାମାଲ୍‌ରେ ଜଘଣ୍ୟ ହତ୍ୟାକାଣ୍ଡ, ଜଣେ ମୃତ, ଜଣେ ଯବାନ ଗୁରୁତର - ସନ୍ଧ୍ୟାନି କୁକୁର ସାହାଯ୍ୟରେ ତଦନ୍ତ - ଜଣେ ଅଟକ - ଅଭିଯୁକ୍ତ ଗିରଫ ନହେଲେ ଆନ୍ଦୋଳନ

30-Aug-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ ମେଣ୍ଡାମାଲ ଗ୍ରାମରେ ଶୁକ୍ରବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି । ମୃତକ ହେ ହେଲେ ବାଘମାରି ଗାଁ ଗାଁର ଅଜିତ ଖଣ୍ଡଗିରି  (୩୫) | ପୁଲିସ ଘଟଣା ସ୍ଥଳରେ  ପହଞ୍ଚି ତନାଘନା ଜାରି ରଖିଛି। ସୂଚନା ଅନୁସାରେ, ବୀରମହାରାଜପୁର ଥାନା ଅନ୍ତର୍ଗତ ବାଘମାରି ଗାଁର ଭୁବନ ଖଣ୍ଡଗିରିଙ୍କ ବଡ଼ପୁଅ ଅଜିତ ଖଣ୍ଡଗିରି ମେଣ୍ଡାମାଲ ଶିବ ମନ୍ଦିର ସମ୍ମୁଖରେ ଶୁକ୍ରବାର ରାତିରେ ରକ୍ତଜୁବୁଡୁ ଅବସ୍ଥାରେ  ଉଦ୍ଧାର କରି ଡାକ୍ତଖାନାରେ ଭର୍ତ୍ତି କରିଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା। ତାଙ୍କୁ କେହି ନିର୍ମମ ଭା ଏକ ଧାରୁଆ ଅସ୍ତ୍ରରେ ମୁଣ୍ଡରେ ଆଘାତ ଦେଇଥିବା ଜଣାଯାଇଛି। ଏହି ଘଟ ଘଟଣାରେ  ଚମ୍ପାମାଲର ଜଣେ ଯବାନ ଆହତ ହୋଇଥିବା  ଜଣାଯାଇଛି। ହତ୍ୟାର  କାରଣ ଏ ପର୍ଯ୍ୟନ୍ତ ଜଣାପଡ଼ି ନାହିଁ। ଶନିବାର ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ ଥାନା ରେ ‌ହତ୍ୟାକାଣ୍ଡ ର କେସ ଦାୟର ହୋଇଥିବା ବେଳେ ଘଟଣା ସ୍ଥଳରେ ସନ୍ଧ୍ୟାନି କୁକୁର ସହ ତଦନ୍ତ କାରି ଦଳ ପହଞ୍ଚି ଘଟଣା ଅଧିକ ତଦନ୍ତ ଜାରି ରଖିଥିବା ଉପଖଣ୍ଡ ପୋଲିସ ଅଧିକାରୀ ହେମନ୍ତ ରାଓ ସୂଚନା ଦେଇଛନ୍ତି। ପୁଲିସ ପକ୍ଷରୁ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like