-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ସାଇକଲ ରାଲି ସହ ଜାତୀୟ କ୍ରୀଡ଼ା ଦିବସ ଉଦଯାପିତ*- *ଯୋଗ ଦେଲେ ଜିଲ୍ଲାପାଳ, ଏସପି, ଏ ଡି ଏମ୍*-

31-Aug-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ମିନି ଷ୍ଟାଡିୟମ ଶୁଇମିଂ ପୋଲ ଠାରେ  ମେଜର ଧ୍ୟାନଚାନ୍ଦ ଙ୍କ ଜନ୍ମ ଜୟନ୍ତୀ ପାଳନ ଅବସର ରେ ଏକ ସାଇକଲ ରାଲି ର ଶୁଭାରମ୍ଭ କରା ଯାଇ ସହର ପରିକ୍ରମା କରି ଜାତୀୟ କ୍ରୀଡା ଦିବସ ଉଦଯାପିତ ହୋଇଯାଇଛି l ଏହି ଉତ୍ସବରେ ଜିଲ୍ଲାପାଳ ଡଃ ନୃପ ରାଜ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜାତୀୟ କ୍ରୀଡା ଜଗତ ରେ ଭାରତ ରେ କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦ ଙ୍କ ଅବଦାନ ଅବିସ୍ମରଣୀୟ ବୋଲି ମତ ରଖି ଥିଲେ ଓ ଦିନକୁ ନିଜ ଶରୀର ପାଇଁ ଏକ ଘଣ୍ଟା ସମୟ ଦେଇ ଫିଟ୍ ଏହି ସମାଜ କୁ ଦେଶ କୁ ଫିଟ୍ ରଖିବାକୁ ପରାମର୍ଶ କରି ଥିଲେ l ସମ୍ମାନିତ ଅତିଥି ଭାବରେ ସୁବର୍ଣ୍ଣପୁର ଏସପି ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପଧାନ ଯୋଗ ଦେଇ ଧ୍ୟାନଚାନ୍ଦ ଙ୍କ ଫଟୋ ଚିତ୍ର ରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରି ପ୍ରବାଦ ପୁରୁଷ ଧ୍ୟାନଚାନ୍ଦ ଙ୍କ ପରି ସମସ୍ତ ଖେଳାଳି ଅନୁକରଣ କରି ଦେଶ ର ଗୌରବ ଆଣି ବାକୁ ପ୍ରେରଣା ପ୍ରଦାନ କରିଥିଲେ l କ୍ରୀଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର ସଭା ସଂଯୋଜନା କରିଥିବା ବେଳେ ସମସ୍ତ ଅତିଥି ଓ ସ୍ୱଚ୍ଛ ଭାରତ ସଂଗଠନ ସ୍ବେଛାସେବୀ ,ବ୍ୟାଡ ମିନ୍ଟନ ଏସୋସିଏସନ୍, ଖେଲୋ ଇଣ୍ଡିଆ ର ଛାତ୍ର ଛାତ୍ରୀ , ସୋନପୁର କଲେଜ୍, କେନ୍ଦ୍ରୀୟ ବିଦ୍ୟାଳୟ, ମହାରାଜା ହାଇସ୍କୁଲ, ବାଳିକା ଉଚ୍ଚ ବିଦ୍ୟାଳୟ, ସାହାରା ଟ୍ରଷ୍ଟ, କୋଶଳ ଆବାସିକ ବିଦ୍ୟାଳୟ, ପ୍ରଜ୍ଞା ଭାରତୀ, ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ଛାତ୍ର ଛାତ୍ରୀ , ସହର ଓ ବୁଦ୍ଧିଜୀବୀ, ସାମାଜିକ କର୍ମୀ, ଖେଳାଳି ଯୋଗ ଦେଇ ଧ୍ୟାନ ଚାନ୍ଦ ଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ l ଓ ସାଇକଲ ଶୋଭାଯାତ୍ରାରେ ସାମିଲ୍ ହୋଇ କ୍ରୀଡ଼ା  , ଫିଟ୍ ଇଣ୍ଡିଆ ସହ ସ୍ୱାସ୍ଥ୍ୟ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ l ସାଇକଲ ଶୋଭାଯାତ୍ରାରେ ରାମେଶ୍ୱର ଷ୍ଟାଡିୟମ୍ ରୁ ବଡ ବଜାର ସ୍କୁଲ, ସୁବର୍ଣ୍ଣ ମେରୁ ମନ୍ଦିର, ଶାନ୍ତି କୁଟିର ଦେଇ ହେଲିପ୍ୟାଡ ଠାରେ ପହଞ୍ଚି ଥିଲା l ୨୯ ତାରିଖ ରୁ ୩୧ ଦୀର୍ଘ ତିନି ଦିନ ପର୍ଯ୍ୟନ୍ତ ଧ୍ୟାନଚାନ୍ଦ ଙ୍କ ଜନ୍ମ ଜୟନ୍ତୀ ପାଳନ ଅବସର ରେ ଏହି ଜାତୀୟ କ୍ରୀଡା ଦିବସ ମହା ସମାରୋହରେ ପାଳିତ ହୋଇ ଆଜି ଉଦଯାପିତ ହୋଇଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like