-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

*ତନୁଶାନ୍ ପରିବାର ପକ୍ଷରୁ ନୂଆଁଖାଇ ଭେଟ ଘାଟ କାର୍ଯ୍ଯ କ୍ରମ*-

31-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ତନୁସାନ୍ ପରିବାର ସୋନପୁର  ଦ୍ଵାରା ପଶ୍ଚିମ ଓଡିଶା ର ଗଣ ପର୍ବ ନୂଆଁଖାଇ ଉପଲକ୍ଷେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା |  ସଭାପତି ଶ୍ରୀ ଶାନ୍ତନୁ କୁମ୍ଭକାର ଙ୍କ ସଭାପତିତ୍ବ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ଉଲୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତିଲତା ମିଶ୍ର |  ମୁଖ୍ୟ ବକ୍ତା ଭାବରେ ବରିଷ୍ଠ ପ୍ରାଧ୍ୟାପକ ଡଃ. ପୁରୁଷୋତ୍ତମ ମିଶ୍ର,  ସମ୍ମାନିତ ଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ଗୋରେଖନାଥ ସାହୁ, ତନୁଶାନ୍ ର ଟିଭି ର ନିର୍ଦେଶକ କଳ୍ପନା ବିଭାର,  ଅନୁଷ୍ଠାନ ର ସାଧାରଣ ସମ୍ପାଦକ ସନ୍ତୋଷିନୀ ନନ୍ଦ ଯୋଗ ଦେଇଥିଲେ | ପ୍ରଥମରେ ସୋନପୁର ର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ଵରୀ ଏବଂ ପଦ୍ମଶ୍ରୀ ବିନୋଦ ପଶାୟତ ଙ୍କର ଫଟୋ ଚିତ୍ରରେ ମାଲ୍ୟାର୍ପଣ ଅର୍ପଣ କରିବା ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା | କାର୍ଯ୍ୟକ୍ରମ ଆରମ୍ଭ ରେ ସ୍ଵର୍ଗତ  ବିନୋଦ ପଶାୟତ ଙ୍କର ଅମର ଆତ୍ମା ଶାନ୍ତି ଉଦ୍ଦେଶ୍ୟ ରେ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା | ପରେ ଅନୁଷ୍ଠାନର କର୍ମକର୍ତ୍ତା ଙ୍କର ଦ୍ଵାରା ଅତିଥି ମାନଙ୍କୁ ସମର୍ଦ୍ଧିତ କରାଯାଇଥିଲା | ସଭାପତି ଶ୍ରୀୟୁକ୍ତ ଶାନ୍ତନୁ କୁମ୍ଭକାର ସମସ୍ତଙ୍କୁ ସ୍ଵାଗତ କରିବା ସହ କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରାଇଥିଲେ | ଏହାପରେ Tanushan TV ର ନିର୍ଦେଶକ ଶ୍ରୀମତୀ କଳ୍ପନା ବିଭାର , ତନୁ ସାନ ନୁଆଁଖାଇ ସମ୍ମାନ 2025 ଓ ପଦ୍ମଶ୍ରୀ ବିନୋଦ ପଶାୟତ ଙ୍କର ବିଷୟରେ ଆଲୋଚନା କରିଥିଲେ | ବରିଷ୍ଠ ସାମ୍ବାଦିକ ଗୋରେଖନାଥ ସାହୁ ନୁଆଁଖାଇ ର ମହତ୍ତ୍ୱ ଏବଂ ବିନୋଦ ପଶାୟତ ସାଙ୍ଗରେ କଟାଇଥିବା ପ୍ରତ୍ୟେକ ମୁହୂର୍ତ୍ତ ଙ୍କୁ ସମସ୍ତଙ୍କୁ ଜଣାଇଥିଲେ | ମୁଖ୍ୟ ବକ୍ତା ଡଃ. ପୁରୁଷୋତ୍ତମ ମିଶ୍ର ସୋନପୁର ର ଇତିହାସ,  ନୂଆଁଖାଇ ର ଉଦ୍ଦେଶ୍ୟ ଓ ଶ୍ରୀ ପଶାୟତ ଙ୍କର ସମ୍ପର୍କରେ ସମସ୍ତଙ୍କୁ ଅବଗତ କରାଇବା ସହିତ ଆମ ମଧ୍ୟରେ ଭାତୃତ୍ବ,  ସ୍ନେହ,  ପ୍ରେମ ଭାବନା କୁ ବଢାଇବା ପାଇଁ ପରାମର୍ଶ ଦେଇଥିଲେ | ମୁଖ୍ୟ ଅତିଥି ଉଲୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତିଲତା ମିଶ୍ର ନୂଆଁଖାଇ ଓ ବିନୋଦ ପଶାୟତ ଙ୍କର ବିଷୟରେ କହିବା ସହିତ ଏହି ଏହି କାର୍ଯ୍ୟକ୍ରମ ର ପ୍ରଶଂସା କରିଥିଲେ | ଏହାପରେ ଅତିଥି ମାନେ ଅନଲାଇନ ରେ ହୋଇଥିବା କବିତା ପାଠତ୍ସବ ରେ ବିଜେତା ହୋଇଥିବା ଲାଠୋର ବଲାଙ୍ଗିର ର ରିଙ୍କୁ ସାହୁ,  ଉପବିଜେତା ହୋଇଥିବା ବରଗଡର ଠାକୁର ନାଗ,  ଉଲୁଣ୍ଡା ର ରାକେଶ ବାଘ ଙ୍କୁ ମାନପତ୍ର,  ଉପଢୌକନ ଦେଇ ସମର୍ଦ୍ଧିତ କରିଥିଲେ | ବିଜେତା ରିଙ୍କୁ ସାହୁ,  ଉପବିଜେତା ରାକେଶ ବାଘ, ଠାକୁର ନାଗ ନିଜର କବିତା ର ଆବୃତ୍ତି କରିଥିଲେ | ଏହାପରେ ଅନୁଷ୍ଠାନ ର ସାଧାରଣ ସମ୍ପାଦକ ସନ୍ତୋଷିଣୀ ନନ୍ଦ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ | କାର୍ଯ୍ୟକ୍ରମ ର ସଂଯୋଜନା କରିଥିଲେ ଅନୁଷ୍ଠାନର ବରିଷ୍ଠ ସଦସ୍ୟ ଲକ୍ଷ୍ମୀନାରାୟଣ ସାହୁ | କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ ଅନୁଷ୍ଠାନର ସମସ୍ତ ସଦସ୍ୟ ସେମାନେ ହେଲେ ଅଭିମନ୍ୟୁ ବଗର୍ତ୍ତୀ,  କବିତା ସେଠୀ,  kambhu ପଧାନ,  ସରସ୍ଵତୀ ଦାଶ୍,  ଜୁବୁଲି ବାଘ,  ଚୈତନ୍ୟ ସେଠୀ,  ସସ୍ମିତା ଜାମୁଡୋଲି ଏବଂ ଅନୁଷ୍ଠାନ ର ଅନ୍ୟାନ୍ୟ ସଦସ୍ୟ | କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ ପଶ୍ଚିମ ଓଡିଶା ର ସାହିତ୍ୟ ଓ ସଂସ୍କୃତି ପ୍ରେମୀ , ବୁଦ୍ଧିଜିବୀ ଭଦ୍ର ବ୍ୟକ୍ତି ବୃନ୍ଦ | ସର୍ବଶେଷରେ ସଭାପତି ଶାନ୍ତନୁ କୁମ୍ଭକାର ସଭା ସାଙ୍ଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like