-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

*କ୍ଷତ୍ରିୟ ସମାଜ ନବରଙ୍ଗପୁର ଜିଲ୍ଲା କାର୍ଯ୍ୟକର୍ତ୍ତା ଚୟନ ଓ କମିଟି ଗଠନ ହେଲା*

31-Aug-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର) ଡାବୁଗାଁ ଥାନା ଅନ୍ତର୍ଗତ ଚାରଗାଁ ଠାରେ ନବରଙ୍ଗପୁର ଜିଲ୍ଲା କ୍ଷତ୍ରିୟ ସମାଜ କାର୍ଯ୍ୟକର୍ତ୍ତା ଚୟନ ଓ କମିଟି ଗଠନ କରାଯାଇଛି। ଏହି ଅବସରରେ ଚକ୍ରଧର ସିଂ ଙ୍କୁ ଜିଲ୍ଲା ସଭାପତି ଓ ଜୟନ୍ତ କୁମାର ପାତ୍ର ଙ୍କୁ  ଜିଲ୍ଲା ସାଧାରଣ ସମ୍ପାଦକ (ସଂଗଠନ) ଭାବେ ମନୋନୀତ କରାଯାଇଛି। କାର୍ଯକାରୀ ସଭାପତି ଭାବେ ଧନେଶ୍ଵର ସିଂ, ଉପ ସଭାପତି ଭାବେ ସୁରେନ୍ଦ୍ର ନାୟକ, ଲକ୍ଷ୍ମୀକାନ୍ତ ପାଣ୍ଡେ, ସଦନ ନାୟକ, ମନମୋହନ ସିଂ, କାର୍ତ୍ତିକ ଦାସ, ହରିହର ଧାକଡ, ସଂପାଦକ ଭାବେ ଲକ୍ଷ୍ମଣ ସିଂ, ମହେଶ୍ୱର ନାୟକ, ବିଭୁତି ନାୟକ, କୋଷାଧ୍ୟକ୍ଷ ଭାବେ ଭିକାରୀ ଚରଣ ନାୟକ, ସଂଯୋଜକ ଭାବେ ବଳିରାମ ସିଂ, ସହ ସଂଯୋଜକ ଭାବେ ସୁମିତ ସିଂ ଠାକୁର, ପ୍ରଜେକ୍ଟ ଲିଡର ଭାବେ ତ୍ରୀନାଥ ସିଂ ଙ୍କୁ ଦାୟିତ୍ଵ ପ୍ରଦାନ କରା ଯାଉଛି। କମିଟି ରେ ବାର ଜଣ ମାର୍ଗଦର୍ଶକ ମଣ୍ଡଳୀ ରେ ସ୍ଥାନ ପାଇଥିବା ସ୍ଥଳେ କାର୍ଯ୍ୟକାରିଣୀ ରେ ଦଶ ଜଣଙ୍କୁ ମନୋନୀତ କରା ଯାଇଛି। ଏହି ଅବସରରେ ରମେଶ  ପାତ୍ର, ଲମେନ୍ ଭୁକ୍ତା, ବିପିନ ଭୁକ୍ତା, ଦିପକ ସିଂ, ରବି ସିଂ, ଟିବୁ ଧାକଡ, ବନମାଳୀ ନାୟକ, ଅମର ସିଂହ, ଦେବେନ୍ଦ୍ର ସିଂ, ସନ୍ତୋଷ କୁମାର ସିଂ, ପ୍ରତାପ ସିଂହ ପ୍ରମୁଖ ଉପସ୍ଥିତ ଥିଲେ। ନବରଙ୍ଗପୁର ଜିଲ୍ଲା ର ବିଭିନ୍ନ ଗ୍ରାମରୁ ପ୍ରାୟ ୩୦୦ ପ୍ରମୁଖ କାର୍ଯ୍ୟକର୍ତ୍ତା ଆସିଥିଲେ। ଏହି ଅବସରରେ ଅନୁଷ୍ଠିତ ବୈଠକରେ ସୁରେନ୍ଦ୍ର ନାୟକ ଓ ଜୟନ୍ତ ପାତ୍ର ସମସ୍ତ ଙ୍କୁ ଏକ ହେବା ପାଇଁ ବକ୍ତବ୍ୟ ମାଧ୍ୟମରେ ନିବେଦନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like