-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ନଅଗାଁ(ଖ)ରେ “ବିଧାୟକ ଖେଲକୁଦ ଉତ୍ସବ” ରେ ଫୁଟବଲମ୍ୟାଚର ଶୁଭାରମ୍ଭ

01-Sep-2025



ବଲାଙ୍ଗୀର ଜିଲ୍ଲା ଲୋଇସିଂହା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ରାଜ୍ୟସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଂସଦୀୟ ବ୍ୟାପାର ଓ ବୈଦ୍ୟୁତିକ ପ୍ରଯୁକ୍ତିବିଭାଗର ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ତାଙ୍କ ନିର୍ବାଚନ ମଣ୍ଡଳୀରେ କ୍ରୀଡାର ବିକାଶ ପାଇଁ ଏକ ଅନନ୍ୟ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଫୁଟବଲଖେଳ ଓ ଖେଳାଳିଙ୍କୁ ପ୍ରୋତ୍ସାହିତ କରିବାକୁ “ବିଧାୟକ ଖେଳକୁଦଉତ୍ସବ” ନାମରେ ଏକ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ।

ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଲୋଇସିଂହା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୬୫ ଗ୍ରାମପଞ୍ଚାତ ଅଞ୍ଚଳର ଯୁବଫୁଟବଲ ଫେଳାଳିଙ୍କୁ ନେଇ ଫୁଟବଲ ମ୍ୟାଚ କରାଯିବ ଓ ସେମାନଙ୍କ ମଧ୍ୟରେ ଚମ୍ପିୟନ ବଛାଯାଇ ସେମାନଙ୍କୁ ଜିଲ୍ଲା ଓ ରାଜ୍ୟସ୍ତରୀୟ ପ୍ରତିଯୋଗିତାକୁ ପଠାଯିବ । ଗତକାଲି ଆଗଲପୁର ବ୍ଳକ 

ନଅଗାଁ(ଖ) ଗ୍ରାମର ହାଇସ୍କୁଲ ଖେଳପଡିଆଠାରେ ମନ୍ତ୍ରୀ ଡ.ମହାଲିଙ୍ଗ ଏହାର ଶୁଭାରମ୍ଭ କରିଛନ୍ତି। ଉତ୍ସବର ଉଦଘାଟନୀ କାର୍ଯ୍ୟକ୍ରମରେ ନଅଗାଁ(ଖ) ଓ କୁସଙ୍ଗର ଫୁଟବଲଦଳ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚରୁ ଏହାର ଶୁଭାରମ୍ଭ କରାଯାଇଛି। ଏହି ମ୍ୟାଚରେ କୁସଙ୍ଗଦଳ ନଅଗାଁ (ଖ) ଦଳକୁ ୨-୧ ଗୋଲରେ ହରାଇ ବିଜୟୀ ହୋଇ ଥିଲା । ହଜାର ହଜାର ଦର୍ଶକଙ୍କ ଗହଣରେ ଆୟୋଜିତ ଏହି ଉଦଘାଟନୀ କାର୍ଯ୍ୟକ୍ରମରେ 

 ମୁଖ୍ୟଅତିଥି ଭାବରେ ଯୋଗଦେଇ ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ କହିଥିଲେ ଯେ, ଯଶଶ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର କ୍ରିଡାବିତଙ୍କୁ ପ୍ରୋତ୍ସାହିତ କରିବାକୁ ତାଙ୍କର ଏକ ଏପିସୋଡରେ ସାଂସଦମାନେ ସାଂସଦ ଖେଳକୁଦ କାର୍ଯ୍ୟକ୍ରମ କରିବାକୁ ଆହ୍ୱାନ ଦେଇଥିଲେ। ସେହି ଆହ୍ୱାନରେ ପ୍ରଭାବିତ ହୋଇ ସେ ବିଧାୟକ ଖେଳକୁଦ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ମନସ୍ଥ କରିଛନ୍ତି ବୋଲି କହିଥିଲେ । ନିର୍ବାଚନମଣ୍ଡଳୀର ତନିଟିଯାକ ବ୍ଲକର ଗ୍ରାପପଞ୍ଚାୟତ ଅଞ୍ଚଳର ଖେଳାଳିମାନଙ୍କୁ ନେଇ ମ୍ୟାଚ ଖେଳାଯିବ ଓ ଦକ୍ଷ ଖେଳାଳିଙ୍କୁ ଚୟନ କରାଯିବ । କେବଳ ଫୁଟବଳ ଖେଳ ନୁହଁ ଆଗକୁ ଖୋଖୋ, କବାଡି ଓ ଭଲିବଲ  ଖେଳକୁ ମଧ୍ୟ ପ୍ରୋତ୍ସାହିତ କରାଯିବ ବୋଲି ମନ୍ତ୍ରୀ ଡ.ମହାଲିଙ୍ଗ ଘୋଷଣା କରିଥିଲେ । ବରିଷ୍ଠ ସଂଗଠକ ପ୍ରଶାନ୍ତ ନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଡ.ମହାଲିଙ୍ଗ,ସମ୍ମାନୀତ ଅତିଥି ଭାବରେ କେସିଙ୍ଗା ବ୍ଲକର ଅଧ୍ୟକ୍ଷ ଚନ୍ଦନ ସେନାପତି, ଆଗଲପୁର ବ୍ଲକର ବିଡିଓ କୁଳଦୀପ ମହାନ୍ତି, ବରିଷ୍ଠ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା, ଅବସରପ୍ରାପ୍ତ ଶିକ୍ଷକ ଲଳିତମୋହନ ସାହୁ, ପୂର୍ବତନ ଫୁଟବଲ ଖେଳାଳି ତଥା ଅବସରପ୍ରାପ୍ତ ଶିକ୍ଷକ ମୀନକେତନ ମହାଲିଙ୍ଗ,କ୍ରିଡା ଶିକ୍ଷକ ଦେବରାଜ ବିଶ୍ୱାଳ ପ୍ରମୁଖ ଯୋଗଦେଇଥିଲେ। ଆଗକୁ ବ୍ଲକର ବିଡିଓଙ୍କ ନେତୃତ୍ୱରେ ଏକ ପ୍ଲାନପ୍ରୋଗ୍ରାମ କରି ମ୍ୟାଚଗୁଡିକ ଆରମ୍ଭ କରିବାକୁ ମନ୍ତ୍ରୀ ଡ.ମହାଲିଙ୍ଗ ନିର୍ଦ୍ଦେଶ କରିଥିଲେ। ଏହି ଅବସରରେ ଗ୍ରାମବାସୀଙ୍କ ଅନୁରୋଧକ୍ରମେ ନଅଗାଁ(ଖ)ର ଖେଳପଡିଆକୁ ଏକ ମିନିଷ୍ଟାଡିୟମ କରାଇବେ ବୋଲି କହି ତୁରନ୍ତ ଏକ ଡିପିଆର ପ୍ରସ୍ତୁତ କରିବାକୁ ଆଗଲପୁର ବିଡିଓ ଶ୍ରୀ ମହାନ୍ତିଙ୍କୁ ନିର୍ଦ୍ଦେଶ କରିଥିଲେ । ଆଜିର ମ୍ୟାଚରେ ଖେଳିଥିବା ଫୁଟବଲ ଖେଳାଳି ଓ ରେଫରିଙ୍କୁ ମନ୍ତ୍ରୀ ଉପଢୌକନ ଦେଇ ସମ୍ମାନିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like