-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା କୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ର ମାନ୍ୟତା, ମାନ୍ୟବର ନଗର ଉନ୍ନୟନ ମନ୍ତ୍ରୀ ଙ୍କୁ ଭେଟିଲେ ଏ ଅଂଚଳ ର ବୁଦ୍ଧିଜୀବୀ ଓ ଲୋକ ପ୍ରତିନିଧି

01-Sep-2025



ଲୋଇସିଂହା, (ପ୍ରେରଣା ଖବର) ଲୋଇସିଂହାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ର ମାନ୍ୟତା ମିଳିବା ପରେ ଅଞ୍ଚଳବାସୀ ଖୁସିବ୍ୟକ୍ତ ହେବାସହ ଉକ୍ତ ଅଂଚଳ ର ବୁଦ୍ଧିଜୀବୀ ମାନ୍ୟବର ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଙ୍କୁ ଭେଟି ଧନ୍ୟବାଦ ଜଣାଇଲେ l ଆଞ୍ଚଳିକ ବିକାଶ ପରିଷଦ ଲୋଇସିଂହା ଙ୍କ ପ୍ରଚେଷ୍ଟା ତଥା ଡବଲ ଇଞ୍ଜିନ ସରକାରରେ ଲୋଇସିଂହାବାସୀଙ୍କ ଦୀର୍ଘ ଦିନର ସ୍ଵପ୍ନ ଲୋକଙ୍କ ସରକାରରେ ସାକାର ହୋଇଛି ବୋଲି  ନିର୍ବାଚନ ବେଳେ ଯେଉଁ ପ୍ରତିଶ୍ରୁତି ଦିଆଯାଇଥିଲା ତାହା ଆଜି ବାସ୍ତବ ରୂପ ନେଇଛି l ଲୋଇସିଂହାକୁ ଏନଏସି ର ମାନ୍ୟତା ମିଳିବା ଲୋଇସିଂହା ଅଂଚଳବାସି ଙ୍କ ପାଇଁ ଖୁସିର ବିଷୟ l ଏହି ଐତିହାସିକ ନିଷ୍ପତ୍ତି ପାଇଁ ଦେଶର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀ ଏବଂ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ସମସ୍ତେ କୃତଜ୍ଞତା ଜଣାଇଛନ୍ତି l ଏହି ଅବସରରେ ବୁର୍ଡା ସରପଞ୍ଚ ଶ୍ରୀ ସୁଦିପ କୁମାର ସା, ଲୋଇସିଂହା ସରପଞ୍ଚ ଶ୍ରୀ ନବ କିଶୋର ନାଏକ, ବୁର୍ଡାର ପୂର୍ବତନ ସରପଞ୍ଚ ଶ୍ରୀ ପ୍ରହଲ୍ଲାଦ ସାହୁ, ଲୋଇସିଂହା ନାଗରିକ କମିଟିର ସମ୍ପାଦକ ଶ୍ରୀ ପ୍ରଶାନ୍ତ ବେହେରା, ବିଜେପିର ବରିଷ୍ଠ କାର୍ଯ୍ୟକର୍ତ୍ତା ଭୂତନାଥ ନାଏକ, ଶଙ୍କର ସାହୁ, ପ୍ରଶାନ୍ତ ସାହୁ, ନୀରଜ କୁମାର ନାଗ, ହୃଷିକେଶ ବାରିକ, ଭୁବନେଶ୍ବର ଧରୁଆ ତଥା ବୁର୍ଡା ଏବଂ ଲୋଇସିଂହା ପଞ୍ଚାୟତର ବହୁ ସଂଖ୍ୟକ ବ୍ୟକ୍ତିବିଶେଷ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like