-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ନାଗରିକ ସଂଘ ପକ୍ଷରୁ ନୂଆଁଖାଇ ଭେଟ ଘାଟ ପାଳନ*- *ଯୁବ ପିଢୀ ଙ୍କ ଠାରୁ ବରିଷ୍ଠ ନାଗରିକ କୌଣସି ଗୁଣରେ କମ୍ ନୁହଁନ୍ତି*- *ଜିଲ୍ଲାପାଳ*

01-Sep-2025



-  ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ମହାନଦୀ ଯୋଗ ବିହାର ସ୍ଥିତ ଶ୍ରୀ ଗୋପାଳଜୀ ତମଶ୍ଵା ଯୋଗାଳୟ ରେ ସୁବର୍ଣ୍ଣପୁର ଜିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା  ଆମ ସଂସ୍କୃତିର ମହାନ୍ ଗଣପର୍ବ ନୁଆଁଖାଇ ର  ମହନୀୟତାକୁ ଆହୁରି ଲୋକାଭିମୁଖୀ କରିବା ପାଇଁ ଏକ ପାରିବାରିକ ନୁଆଁଖାଇ ଭେଟ୍‌ଘାଟ୍ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ବରିଷ୍ଠ ନାଗରିକ ସଂଘର ସମ୍ପାଦକ ଶ୍ରୀ ଜ୍ୟୋତି ରଞ୍ଜନ ପଟ୍ଟନାୟକ  ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ସଭାପତି ଡ଼କ୍ଟର ଜ୍ୟୋତି ରଞ୍ଜନ ବହିଦାର ଙ୍କ ଅଧ୍ୟକ୍ଷତାରେ ସଭା ଆରମ୍ଭ ହୋଇଥିଲା ।ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡକ୍ଟର ନୃପରାଜ ସାହୁ ଯୋଗଦେଇ ନୁଆଁ ଖାଇ ସହିତ ମାନବ ସମାଜର ସାଂସ୍କୃତିକ ସମ୍ବନ୍ଧ ,ମହତ୍ତ୍ଵ, ମହନୀୟତା ଏବଂ ଜୀବନ ଦର୍ଶନ ଉପରେ ଅତ୍ୟନ୍ତ ଭାବଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ । ଓ ବରିଷ୍ଠ ନାଗରିକ ଙ୍କ ଏକତା,ଆତ୍ମବିଶ୍ବାସ ଆଗରେ ଯୁବ ପିଢୀ ବି ହାର ମାନିବେ ବୋଲି କହିଥିଲେ l ମୁଖ୍ୟବକ୍ତା ଭାବେ ଲବ୍ଧ ପ୍ରତିଷ୍ଠିତ ହାସ୍ୟକବି ଅଚ୍ୟୁତ ପୁରୋହିତ  ଯୋଗଦାନ କରି ତାଙ୍କର ଚ଼ିରା ଚ଼ରିତ ହାସ୍ୟ ରସାତ୍ମକ ତଙ୍ଗରେ  ବଫେ, ମାଆଁ, ଚାହା,ଲଫାପା ଆଦି ଅନେକ କବିତା ପାଠ କରି ଦର୍ଶକ ମାନଙ୍କୁ ବିମୋହିତ କରି ପକାଇଥିଲେ । ସଭାରେ ବରିଷ୍ଠ ସାମ୍ବାଦିକ ଗୋରେଖ ନାଥ ସାହୁ, ଅଧ୍ୟାପିକା ମୀନା ମାହାଣା ନୁଆଁଖାଇ ଉପରେ ବକ୍ତବ୍ୟ ରଖିଥିବା ବେଳେ ଭଜନ ପରିବେଷଣ କରିଥିଲେ ଶିକ୍ଷାବିତ୍ ଶ୍ରୀଧର ବାଗ୍,ଇନ୍ଦୁ ପୁରୋହିତ୍,  ସୁବର୍ଣ୍ଣ ଶତପଥୀ ,ଯଜ୍ଞେଶ୍ଵର ପୂଝାରୀ, କୁମାର ଆୟୁଷ୍ମାନ୍  । ବେଦ ମନ୍ତ୍ର ପାଠ କରିଥିଲେ ପଣ୍ଡିତ ଶିବ ନାରାୟଣ ପୂଜାହାରୀ , ସ୍ଵାଗତ  ସଂଗୀତ ଗାନ କରିଥିଲେ ଶ୍ରୀମତୀ ମଞ୍ଜୁଶ୍ରୀ ବାବୁ । ସଭାକୁ ସଂଯୋଜନା କରିଥିଲେ ଶିକ୍ଷାବିତ୍ ପ୍ରଦୀପ ପୁରୋହିତ ଏବଂ ଧନ୍ୟବାଦ୍ ଅର୍ପଣ କରିଥିଲେ ଉପ ସଭାପତି ଡ.ଆର୍ତ୍ତତ୍ରାଣ ବାବୁ । ଉକ୍ତ ସଭାରେ ଆଇନଜ୍ଞ ବ୍ୟୋମକେଶ ଦାଶ, ପ୍ରଫେସର ନାରାୟଣ ରାୟଗୁରୁ, ଡ.ସନ୍ତୋଷ ପାଢ଼ୀ,ସତ୍ୟନାରାୟଣ ମିଶ୍ର, ହରିହର ଶତପଥୀ ,ଦିଲ୍ଲୀପ ରଥ,ଶ୍ରୀବତ୍ସ ମଲ୍ଲିକ, ରାଧା କିଶାନ ଅଗ୍ରୱାଲ, ରବି ମହାପାତ୍ର, ପର୍ଶୁରାମ ମିଶ୍ର, ଅଟଳ ମହାପାତ୍ର, କଇରୁ ସ୍ବାଇଁ, ଦୟାନିଧି ସେଠୀ, ଦିଲ୍ଲୀପ ଭୁକ୍ତା, ସଚ୍ଚିଦାନନ୍ଦ ନାୟକ, ସୁନାଧର ହୋତା, ଶତ୍ରୁଘ୍ନ ହୋତା, ସୂର୍ଯ୍ୟ ସରାଫ୍,ନବିନ ଖଟୁଆ, ବୈକୁଣ୍ଠ ଶତପଥୀ,ଶୈଳେନ୍ଦ୍ର ସାହୁ, ଭୁବନ ତ୍ରିପାଠୀ,ଜଗଦୀଶ ମେହେର, ଲୋକନାଥ ପଣ୍ଡା, ବିଦ୍ୟୁତ୍ ପ୍ରଭା ପଟ୍ଟନାୟକ, ବିଜୟ ରାୟ ଗୁରୁ, ନିରଞ୍ଜନ ତ୍ରିପାଠୀ, ବାସନ୍ତୀ ନାୟକ , ସୁବର୍ଣ୍ଣ ଶତପଥି, ବିଦ୍ୟୁତ୍ ପ୍ରଭା ପଟ୍ଟନାୟକ, ନିରୁପମା ତ୍ରୀପାଠୀ, ମଞ୍ଜୁଶ୍ରୀ ବାବୁ, ପ୍ରମୁଖ ଶତାଧିକ ବରିଷ୍ଠ ନାଗରିକ ସଦସ୍ୟ, ସପରିବାର ଯୋଗଦାନ କରି ନୁଆଁ ଖାଇ ଭେଟ୍‌ଘାଟ୍ ଉତ୍ସବକୁ ମନଭରି ଉପଭୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like