-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

ନଗର କଂଗ୍ରେସର ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଦେଲେ ସମରେନ୍ଦ୍ର

01-Sep-2025



ବଲାଙ୍ଗିର(ପ୍ରେରଣା ଖବର): ଆମ ଅଂଚଳର ଐତିହ୍ୟ, ପରଂପରା, ଏକତା ଓ ଭାଇଚାରାର ପର୍ବ ନୂଆଁଖାଇ ଉପଲକ୍ଷେ ସମସ୍ତଙ୍କୁ ନୂଆଁଖାଇ ଜୁହାର । ଏହି ପର୍ବ ଆମକୁ ଏକତା ସୁତ୍ରରେ ବାନ୍ଧିିଥାଏ । ଯେ ଯେଉଁଠି ଥିଲେ ଆମେ ଆମର ମାଁ ମାଟିକୁ ଫେରିଆସୁ ଏହି ପର୍ବ ପାଳନ କରିବା ପାଇଁ ।

ଏହି ଉପଲକ୍ଷେ ଆମେ ନିଷ୍ପତ୍ତି ନେବା ଦରକାର ଯେ ଦଳ ମତ ଜାତି, ବର୍ଣ୍ଣ ଏ ସବୁରୁ ଉର୍ଦ୍ଧ୍ୱରେ ରହି ଆମେ ଯେଉଁ ପରିସ୍ଥିତିରେ ଥିଲେ ବି ସମସ୍ତେ ସମସ୍ତଙ୍କ କାମରେ ଆସିବା ଦରକାର । ସମାଜର ପ୍ରତ୍ୟେକ ବର୍ଗ ଲୋକଙ୍କ ପାଇଁ ଆମେ ଉପଲବ୍ଧ ହେବା ଦରକାର । କେହି ବି ସୁଖରେ ଥାଉ କି ଦୁଃଖରେ ଥାଉ ତାର ସହ ତା ପାଖକୁ ପହଂଚି ତାର ସୁଖ ଦୁଃଖରେ ଭାଗି ହୋଇପାରିଲେ ହିଁ ଆମର ଏହି ଭେଟଘାଟ କାର୍ଯ୍ୟକ୍ରମ ସଫଳ ହେବ ଓ ଏହା ଦ୍ୱାରା ଏକତା ଓ ଭାଇଚାରାର ସନ୍ଦେଶ ସମାଜର ସବୁ ସ୍ତରକୁ ପହଂଚିବ ବୋଲି ସ୍ଥାନୀୟ ଏକ ହୋଟେଲ ରେ ନଗର କଂଗ୍ରେସ ତରଫରୁ ଆୟୋଜିତ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗ ଦେଇ ସମରେନ୍ଦ୍ର ମିଶ୍ର କଂଗ୍ରେସ କର୍ମକର୍ତ୍ତା, ଶୁଭେଚ୍ଛୁ ଓ ସାଧାରଣ ଲୋକଙ୍କୁ ବାର୍ତ୍ତା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହା ରାଜନୈତିକ ସମାବେଶ ନୁହେଁ । ଆମେ ଏକାଠି ହୋଇଛୁଁ ଆମ ଭିତରେ ଥିବା ଏକତା ଭାଇଚାରା କୁ ଆହୁରି ବ୍ୟାପକ କରିବା ପାଇଁ । ଆମର ବ୍ୟକ୍ତିଗତ ହେଉ କି ସାମୁହିକ ଉଦ୍ୟମ ଯୋଗୁଁ ଯଦି ଅଂଚଳର ଲୋକଙ୍କ କିଛି ଅସୁବିଧା ଦୂର ହୋଇ ପାରିଲା ଲୋକେ ଆମର କାର୍ଯ୍ୟକଳାପ ଦ୍ୱାରା କୌଣସି ପ୍ରକାରେ ଉପକୃତ ହୋଇପାରିଲେ ତେବେ ହିଁ ଆଜିର ନୂଆଁଖାଇ ଭେଟଘାଟ ସଫଳ ହେବ ବୋଲି ମୁଁ ଭାବିବି । 

ନଗର କଂଗ୍ରେସ ସଭାପତି ବୁଲୁ ଦାନୀ ଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବରିଷ୍ଠ କଂଗ୍ରେସ ନେତୃବର୍ଗ ଯଥା ଅଶୋକ ନନ୍ଦ, ଓମ୍ ପ୍ରକାଶ କୁମ୍ଭାର, ମନୀଷ ମିଶ୍ର, ସନ୍ତକ ବହିଦାର, ଉମା ଶଙ୍କର ପଣ୍ଡା, ଅରବିନ୍ଦ ପରୁଆ, ବଜରଂଗ ବନଛୋର, ରାଜେନ୍ଦ୍ର ପାଣି, ଅସୀତ ମିଶ୍ର, ଜୁଲୁ ପଟ୍ଟନାୟକ,ଆରତିପ୍ରୀତି ନାଗ, ଉପେନ ଦୀପ, ଜ୍ୟୋତି ନାଗ, ବ୍ରଜ ସେଠି, ମିରା ମଣ୍ଡଲ, ସବିତା ଶତପଥି, ସାଇନା ବେଗମ, କଳ୍ପନା ସାହୁ, ବବିତା ସାହୁ, ସୁଧା ସିଂଦେଓ, ଅନ୍ନପୁର୍ଣ୍ଣା ସେଠ ପ୍ରମୁଖ ନିଜ ନିଜ ବକ୍ତବ୍ୟରେ ନୂଆଁଖାଇ ର ଶୁଭେଚ୍ଛାବାର୍ତ୍ତା ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସଫଳ କରିବା ପାଇଁ ଅଙ୍କିତ ସାହୁ, ନାସିର ଖାନ, ହିମାଂଶୁ ସାହୁ, ସଂଜୟ ମିଶ୍ର, ଆକବର ଖାନ, ବିକି ପଣ୍ଡା, ଲୋପନ ମିଶ୍ର, ଚିନ୍ମୟ ବେହେରା, କିରନ ସେଠ, ଗୁଣ୍ଡୁ ଦାଶ, କେଲାସ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like