-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ ନୂଆଁଖାଇ ଭେଟ୍‌ଘାଟ୍‌ -୨୦୨୫

02-Sep-2025



କଣ୍ଟାମାଳ(ଜୟ କୁମାର ମହାରଣା): ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପରେ ଅଞ୍ଚଳରେ ବିଭିନ୍ନ ଅନୁଷ୍ଠାନ ତରଫରୁ ଆରମ୍ଭ ହୋଇଯାଇଛି ଭେଟଘାଟ କାର୍ଯ୍ୟକ୍ରମ। ଏହି ଅବସରରେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ  ୟଙ୍ଗ ଷ୍ଟାର ଆସୋସିଏସନ ମେଡିକାଲ ଛକ ଗଣେଶ ପୂଜା କମିଟି ତରଫରୁ ଶନିବାର ଦିନ ସଂନ୍ଧ୍ୟାରେ ଆୟୋଜିତ ରଙ୍ଗାରଙ୍ଗ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ବିଳମ୍ବିତ ରାତିରେ ଶହ ଶହ ଦର୍ଶକଙ୍କ ସମାଗମରେ ଆଡମ୍ବର ମଧ୍ୟରେ

ଉଦଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପୂର୍ବତନ କଣ୍ଟାମାଳ ବିଧାୟକ ମହୀଧର ରଣା ମୁଖ୍ୟଅତିଥି ଓ ୧ନମ୍ବର ଜୋନ ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ସୁମିତ୍ରା ସାହୁ, ୨ନମ୍ବର ଜୋନ ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ପଦ୍ମାଳୟା ପ୍ରଧାନ, କଂଗ୍ରେସ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର ସାହୁ, କଣ୍ଟାମାଳ ବ୍ଲକ ସାଂସଦ ପ୍ରତିନିଧି ଦୀପକ କୁମାର ବାରିକ, ବିଜେପି ଯୁବନେତା ଓମପ୍ରକାଶ ମିଶ୍ର,ଶିମିଳିପଦର ସରପଞ୍ଚ ସାର୍ଦୁଲ ନାଗ,କଣ୍ଟାମାଳ ଥାନାଧିକାରୀ ଭାବାନନ୍ଦ ପ୍ରଧାନ, ଘଣ୍ଟାପଡା ଥାନାଧିକାରୀ ବାଲ୍ମୀକି ପ୍ରଧାନ,  ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ନୂଆଁଖାଇ ଭେଟଘାଟ

ଭଳି ସୁନ୍ଦର କାର୍ଯ୍ୟକ୍ରମ ର ଆୟୋଜନ କୁ ନେଇ ଭୁୟସୀ ପ୍ରଶଂସା କରିବା ସହ କଣ୍ଟାମାଳ ଅଂଚଳର ଐତିହ, କଳା ସଂସ୍କୃତି ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଆୟୋଜନ କମିଟି ସଭାପତି ପ୍ରେମଲାଲ ମହାନ୍ତି ସଭାପତିତ୍ୱ ଓ ସମ୍ପାଦକ ସିଦ୍ଧେଶ୍ୱର ପାଣିଗ୍ରାହୀ ସଭା ପରିଚାଳନା କରିଥିଲେ  l  ଏହି ଅବସରରେ ଡାକ୍ତର, ସାମ୍ବାଦିକ, ସମାଜସେବୀ ଆଦିଙ୍କୁ ଉଲେଖନୀୟ କାର୍ଯ୍ୟ ପାଇଁ ମାନପତ୍ର ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଛି l  ପରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ବଲାଙ୍ଗିର ର ଏଲ ଏକ୍ସ ମ୍ୟୁଜିକ ସୁର ସଂଗୀତ ମେଲୋଡି ର ସ୍ବନାମଧନ୍ୟ କଳାକାର ତଥା କଣ୍ଠଶିଳ୍ପୀଙ୍କ ସଂଗୀତ ଧମାକା ମଞ୍ଚକୁ ସରଗରମ କରିବା ସହ ଶହ ଶହ କଳା ସଂସ୍କୃତି ପ୍ରେମୀ ଦର୍ଶକଙ୍କୁ  ମତୁଆଲା କରିଥିଲା  l   ସ୍ଥାନୀୟ ଅଂଚଳର ବହୁ ସଂଖ୍ୟାରେ ଦର୍ଶକ ଉକ୍ତ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗଦେଇ କଳାକାରମାନଙ୍କୁ ଉତ୍ସାହିତ କରିଥିଲେ  l  ୟଙ୍ଗ ଷ୍ଟାର ଆସୋସିଏସନ ର ସଭାପତି, ସମ୍ପାଦକ ସମେତ ବିଟୁ ବିଶି, ସୁରଜ ସାହୁ, ଦିଲ୍ଲୀପ ପ୍ରଧାନ,ସଂଜିତ ମିଶ୍ର, ସତୀଶ ମାହାଣl, ରାଜେଶ, ଠୂଲୁ ପଟ୍ଟନାୟକ, ବବଲୁ ହାତୀ, ପପୁ ମିଶ୍ର,ଧିରେନ, ଦୂତିଆ ରଣା,ମଙ୍ଗୁଲୁ, ବିକ୍ରମ,ଗୋଲଡି ବିଶି ଆଦି ସମସ୍ତ କର୍ମକର୍ତ୍ତା ମାନେ କାର୍ଯ୍ୟକ୍ରମକୁ ପରିଚାଳନାରେ ସହଯୋଗ କରିଥିଲେ   l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like