-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ଜିଲ୍ଲା

ଅମରପାଲି ରେ ନୂଆଁଖାଇ ଭେଟଘାଟ

02-Sep-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ରେ ନ୍ୟୁ ଷ୍ଟାର କ୍ଲବ ଆନୁକୂଲ୍ୟ ରେ   ନୂଆଁଖାଇ ଭେଟଘାଟ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଆୟୋଜକ ସଭାପତି ଗୌରାଙ୍ଗ ଭରାସାଗର ଙ୍କ ପୋରୋହିତ୍ୟ ରେ ଅନୁଷ୍ଠିତ ଉକ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ପୂର୍ବତନ ସମିତିସଭ୍ୟ ପୀତାମ୍ବର ସାହୁ, ଶିକ୍ଷକ ମଦନ ସୁନ୍ଦର ଭୋଇ,ଶିକ୍ଷାବିତ କମଳା  ଜଗଦଲା, ରମେଶ ଜଗଦଲା,ସୁବଳ ଜଗଦଲା,ଆୟୋଜକ ସମ୍ପାଦକ ବୈଜନାଥ ଜଗଦଲା ପ୍ରମୁଖ ଅତିଥି ଭାବେ ଯୋଗଦେଇ 
ନୂଆଁଖାଇ ଅବସରରେ  ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ। ପ୍ରାରମ୍ଭରେ ବାବା ସାହେବ ଆମ୍ବେଦକର ଙ୍କ ଫଟୋଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଗୌରାଙ୍ଗ ଜଗଦଲା ଅତିଥି ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଗ୍ରାମର ଛାତ୍ରୀ ମାନଙ୍କ ଦ୍ଵାରା ସ୍ବାଗତ ନୃତ୍ୟ ପରିବେଷଣ କରାଯାଇଥିଲା। ଏହି ଅବସରରେ ପୂର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ମାନପତ୍ର ଦେଇ ପୁରସ୍କୃତ କରାଯାଇଥିଲା। ମଦନ ସୁନ୍ଦର ଭୋଇ ଙ୍କ ସମଲେଇ ଭଜନ ରୁ ଆରମ୍ଭ ହୋଇଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ। ଏହା ପରେ ଅଞ୍ଚଳର ଲୁତୁରପଙ୍କ, ମେଣ୍ଡିଲିପାଲି, ଖଇରମାଲ, ଗୌଡଗାଡ, କଷଣ୍ଡା ଆଦି ଗ୍ରାମରୁ ଆସିଥିବା ନୃତ୍ୟଦଳ ସମ୍ବଲପୁରୀ, ଡାଳଖାଇ ଆଦି ନୃତ୍ୟ ପରିବେଷଣ କରିଥିଲେ। ଧନୁ ଭରାସାଗର ସାଂସ୍କୃତିକ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ।ଏହା ଦେଖିବାକୁ ଅଞ୍ଚଳର ଶତାଧିକ ଦର୍ଶକ ଙ୍କ ସମାଗମ ହୋଇଥିଲା। କାର୍ଯ୍ୟକ୍ରମ କୁ ପରିଚାଳନା ରେ ନ୍ଯୁ ଷ୍ଟାର କ୍ଳବର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like