-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||     

HOME   ଜିଲ୍ଲା

ଗୀତ ଗୋବିନ୍ଦ ପୁସ୍ତକ ଲୋକାର୍ପିତ

02-Sep-2025



ସାଲେଭଟା/ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ବକଟି ଗ୍ରାମରେ ପର୍‌ବାସି କୁଟୁମ୍‌ର ନୂଆଁଖାଇ ଭେଟ୍‌-୨୦୨୫ ମହାସମାରୋହରେ ଆୟୋଜିତ ହୋଇଯାଇଛି । ଏହି କୃଷି ଭିତ୍ତିକ ପର୍ବ ନୂଆଁଖାଇର ସାମାଜିକ, ପାରମ୍ପରିକ, ଧାର୍ମିକ ଓ ସାଂସ୍କୃତିକ ମହତ୍ଵ ଓ ତାତ୍ପର୍ଯ୍ୟ ଦିଗ ଉପରେ ଅତିଥିମାନେ ନିଜ ନିଜର ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ପର‌ବାସି କୁଟୁମ୍‌ର‌ ବାର୍ଷିକ ମୁଖପତ୍ର 'ସରିଆ' ଏବଂ କବି ଶ୍ରୀଧର ବାଗ୍‌ଙ୍କ ଅନୁବାଦିତ କୋଶଲି 'ଗୀତଗୋବିନ୍ଦ'ର ଦ୍ୱିତୀୟ ସଂସ୍କରଣ ମୁଖ୍ୟ ଅତିଥି ପଦ୍ମଶ୍ରୀ ଡଃ ହଳଧର ନାଗ, ସମ୍ମାନିତ ଅତିଥି ଭାଷାବିତ ଡଃ ଗୋବର୍ଦ୍ଧନ ସାହୁ, ଡଃ ଦେବାଶିଷ ପଣ୍ଡିଆ, ସୋନପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଲକ୍ଷ୍ମଣ ମିଶ୍ର, ପର୍‌ବାସି‌ କୁଟୁମ୍‌ ସଭାପତି ମୁରଲିଧର ପତି‌ ଓ ସମ୍ପାଦକ ସଚ୍ଚିଦାନନ୍ଦ ପଧାନଙ୍କ  ଦ୍ଵାରା ଉନ୍ମୋଚିତ ହୋଇଯାଇଛି।  ଏହି ଅବସରରେ ଆମ‌‌ ସଂସ୍କୃତି ଓ ପରମ୍ପରା ସହିତ ଆମ‌ ପଶ୍ଚିମାଞ୍ଚଳର ଭାଷା ସାହିତ୍ୟ ର ମଧ୍ୟ ଯଥେଷ୍ଟ ଗୁରୁତ୍ବ ଓ ମୂଲ୍ୟ ରହିଛି,‌ ତେଣୁ ଏସବୁକୁ ସୁରକ୍ଷିତ ଓ ଉଜ୍ଜୀବିତ‌ କରି ରଖିବାକୁ ହେଲେ ଆମ‌ କୋଶଲି/ସମ୍ବଲପୁରୀ ଭାଷାର ମୈ।ଳିକ‌ ଓ‌ ଅନୁବାଦ ସାହିତ୍ୟର ମଧ୍ୟ ଯଥେଷ୍ଟ ଆବଶ୍ୟକତା ରହିଛି । ଏ କ୍ଷେତ୍ରରେ କବି ଶ୍ରୀଧର ବାଗ୍‌ଙ୍କ ଏହି‌ ପ୍ରୟାସ ବହୁ ପରିମାଣରେ‌‌ ପ୍ରଶଂସନୀୟ ଅଟେ ବୋଲି ଅତିଥିମାନେ‌ ମତ ପୋଷଣ କରିଥିଲେ । ଏଠାରେ ଉଲ୍ଲେଖଯୋଗ୍ୟ ଯେ, କୋଶଲି ଗୀତଗୋବିନ୍ଦ ବ୍ୟତୀତ ଶ୍ରୀ ବାଗ୍‌ ରବୀନ୍ଦ୍ରନାଥ ଠାକୁରଙ୍କ 'ଗୀତାଞ୍ଜଳି' ଓ କବି ରମାକାନ୍ତ ରଥଙ୍କ ବହୁ‌‌ ଚର୍ଚ୍ଚିତ କାବ୍ୟ 'ଶ୍ରୀରାଧା'କୁ‌ ମଧ୍ୟ ଏହା‌ ପୂର୍ବରୁ କୋଶଲି‌/ସମ୍ବଲପୁରୀରେ ଅନୁବାଦ କରି ସାରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026
  ଜିଲ୍ଲା  
ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   30-Apr-2026
  ଜିଲ୍ଲା  
ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   30-Apr-2026
  ଜିଲ୍ଲା  
ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା   30-Apr-2026
  ରାଜ୍ୟ  
ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   30-Apr-2026
  ରାଜ୍ୟ  
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ   29-Apr-2026
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026

You Might Also Like