-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ଚରଦେଇ ମହୋତ୍ସବ ଆୟୋଜନ ନେଇ ପ୍ରସ୍ତୁତି ବୈଠକ

02-Sep-2025



ବିନିକ(ହିମାଂଶୁ ଶେଖର ପୁଟେଲ)ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ବାବା କପିଳେଶ୍ୱର ପୀଠରେ ବିରାଜମାନ ମାଁ ଚର୍ଦ୍ଦେଇ ଦେବୀଙ୍କ ମହୋତ୍ସବ ପାଳନ ନେଇ ସ୍ଥାନୀୟ କପିଳେଶ୍ୱର ସଭା ଗୃହ ଠାରେ ମହୋତ୍ସବ କମିଟି ସଭାପତି ଅଶୋକ ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଆଜି ଅନୁଷ୍ଟିତ ହୋଇଥିଲା।ଏଥିରେ କମିଟି ସଦସ୍ୟଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।ପ୍ରାରମ୍ଭରେ କମିଟି ସଭାପତି ଶ୍ରୀ ପୃଷ୍ଟି ବିଗତ ବର୍ଷ ମହୋତ୍ସବ ଆୟୋଜନର ଆୟ ବ୍ୟୟ ଉପରେ ସୂଚନା ପ୍ରଦାନ କରିବା ସହିତ ଚଳିତ ବର୍ଷ ଅକ୍ଟୋବର ୩୧ତାରିଖରୁ ନଭେମ୍ବର ୨ତାରିଖ ପର୍ଯ୍ୟନ୍ତ ହେବାକୁ ଯାଉଥିବା ଚର୍ଦ୍ଦେଇ ମହୋତ୍ସବ ଯେପରି ଆହୁରି ଆକର୍ଷଣୀୟ ଓ ଆଡ଼ମ୍ବରପୂର୍ଣ୍ଣ ହେବ ସେନେଇ ଆଲୋଚନା କରାଯାଇଥିଲା।ବିଗତ ବର୍ଷରେ ହୋଇଥିବା ସାମାନ୍ୟ ଭୁଲ ଭଟକାକୁ ସୁଧାରିବା ଏବଂ ମହୋତ୍ସବ ସଫଳତା ନେଇ ଉପସ୍ଥିତ ସଦସ୍ୟଙ୍କ ମଧ୍ୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇ ପ୍ରସ୍ତାବ ଗୃହୀତ ହୋଇଥିଲା। ବୈଠକରେ ଅକ୍ଟୋବର ମାସ ୧୫ତାରିଖ ସୁଦ୍ଧା ଅତିଥି ଚୟନ,୧୦ତାରିଖ ମଧ୍ୟରେ ଜିଲ୍ଲା ପ୍ରଶାସନ ଓ ବ୍ଲକ ଅଧିକାରୀଙ୍କ ସହିତ ବୈଠକ,କେନ୍ଦ୍ର ଓ ରାଜ୍ୟ ସଂସ୍କୃତି ମନ୍ତ୍ରୀଙ୍କ ଉପସ୍ଥିତ ପାଇଁ ପତ୍ର ପ୍ରଦାନ,କଳାସୀ ଯାତ୍ରା ସମୟରେ ବାବା କପିଳେଶ୍ୱରଙ୍କ ଦର୍ଶନ ଓ ଆଜ୍ଞାମାଳ ପାଇଁ ବିଭିନ୍ନ ଗ୍ରାମରୁ ଛତର ଶୋଭାଯାତ୍ରାରେ ଆସୁଥିବା ବରୁଆ ଏବଂ ଭକ୍ତଙ୍କୁ ଏଥର ମନ୍ଦିର ସେବାୟତ,ଟ୍ରଷ୍ଟ ବୋର୍ଡ କମିଟି କର୍ମକର୍ତ୍ତା ଏବଂ ମହୋତ୍ସବ କମିଟି ସଦସ୍ୟଙ୍କ ତରଫରୁ ସୁ ସ୍ବାଗତ କରାଯାଇ ମନ୍ଦିରକୁ ପାଛୋଟି ଅଣାଯିବ ଆଦି ପ୍ରସ୍ତାବ ଗୃହୀତ ହୋଇଥିଲା।ପରେ ସର୍ବସମ୍ବତି କ୍ରମେ କିଛି ନୂତନ ସଦସ୍ୟଙ୍କୁ ବିଭିନ୍ନ ପଦପଦବୀରେ ରଖାଯାଇଥିଲା ସୂଚନା ଅନୁସାରେ ମହୋତ୍ସବ କମିଟି ଉପ ସଭାପତି ଭାବେ ବିଶିଷ୍ଟ କଳାକାର ଶାଶ୍ଵତ କୁମାର ତ୍ରିପାଠୀ,ଆବାହକ - ଧର୍ମରାଜ ପଣ୍ଡା,ପ୍ରଶାନ୍ତ ପୁଝାହାରି,ସଂଯୋଜକ - ଧର୍ମେନ୍ଦ୍ର ଥନାପତି,ଡାକ୍ତର ଥନାପତି,ଉପଦେଷ୍ଟା ମଣ୍ଡଳୀରେ ରବୀନ୍ଦ୍ର ହୋତା,ସଦାନନ୍ଦ ଥନାପତିଙ୍କୁ ମନୋନୀତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like