-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତିରାଜ ମନ୍ତ୍ରୀ ଙ୍କୁ ଭେଟିଲେ ଲୁତୁରପଙ୍କ ସ୍ପୋର୍ଟସ କ୍ଲବ ର ସଦସ୍ୟ

02-Sep-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ ): 
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ସ୍ପୋର୍ଟସ କ୍ଲବ ର ସଦସ୍ୟ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗୀୟ ମନ୍ତ୍ରୀ ରବି ନାୟକ ଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ଲୁତୁରପଙ୍କ ର ଜୟ ଜଗନ୍ନାଥ ସ୍ପୋର୍ଟସ କ୍ଲବ ର ସଭାପତି ସୁଶିଲ ପ୍ରଧାନ ଙ୍କ ନେତୃତ୍ୱ ରେ ପାଞ୍ଚ ଜଣିଆ ଏକ ଟିମ ମନ୍ତ୍ରୀଙ୍କ କୁଚିଣ୍ଡା ସ୍ଥିତ ବାସଭବନ କୁ ଯାଇ ମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି। ଚଳିତ ବର୍ଷ ଡିସେମ୍ୱର ୨୨ ରୁ ୨୯ ତାରିଖ ପର୍ଯ୍ୟନ୍ତ ଉକ୍ତ ସ୍ପୋର୍ଟସ କ୍ଲବ ଆନୁକୁଲ୍ୟରେ ସ୍ଥାନୀୟ ହାଇସ୍କୁଲ ଖେଳ ପଡ଼ିଆରେ ହେବ ୨୯ ତମ ସର୍ବଭାରତୀୟ ଜୟ ଜଗନ୍ନାଥ ଲୁତୁରପଙ୍କ କ୍ରିକେଟ କପ୍। ଏହି ଟୁର୍ଣ୍ଣାମେଣ୍ଟରେ ରାଜ୍ୟ ଓ ରାଜ୍ୟ ବାହାର ରେ ଶ୍ରେଷ୍ଠ ୯ ଟି ଦଳ ଅଂଶ ଗ୍ରହଣ କରିବେ। ଏହି ଟୁର୍ଣ୍ଣାମେଣ୍ଟର ସୁପରିଚାଳନା ଓ ଏହାର ଆନୁଷଙ୍ଗିକ ବିଷୟରେ ଆଲୋଚନା କରିଛନ୍ତି। ଏହା ସହିତ ଖେଳ ପଡିଆର ଉନ୍ନତିକରଣ, ପେଣ୍ଡାଲ ଆଦି ନିର୍ମାଣ ପାଇଁ ମଧ୍ୟ ମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ମନ୍ତ୍ରୀ ତୁରନ୍ତ ଏହାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। ଏହା ସହିତ ଚଳିତ ବର୍ଷ ପାଇଁ ଉକ୍ତ ଟୁର୍ଣ୍ଣାମେଣ୍ଟ ରେ ଅତିଥି ଭାବେ ଯୋଗଦେବା ପାଇଁ ମଧ୍ୟ ମନ୍ତ୍ରୀ ରବି ନାୟକ ଙ୍କୁ ନିମନ୍ତ୍ରଣ କରାଯାଇଛି। ସ୍ପୋର୍ଟସ କ୍ଲବ ର ସଭାପତି ସୁଶିଲ ପ୍ରଧାନ ଙ୍କ ସମେତ  ସ୍ପୋର୍ଟସ କ୍ଲବ ସମ୍ପାଦକ ମାଧବ ମହାକୁର, ପୂର୍ବତନ ସଭାପତି ସୁଧୀର କୁମାର ପ୍ରଧାନ, ରଧମାଧନ ବେହେରା ଓ ପ୍ରକାଶ ଘଣ୍ଟା ପ୍ରମୁଖ ମନ୍ତ୍ରୀ ଙ୍କୁ ଭେଟି ଆଲୋଚନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like