-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଶଙ୍ଖସିନ୍ଧୁ ପାଇବେ ଶ୍ରେଷ୍ଠ ରାଜ୍ୟ ଶିକ୍ଷକ ପୁରସ୍କାର

02-Sep-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ ):
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ କୋଟସମଲାଇ ହାଇସ୍କୁଲ ରେ କାର୍ଯ୍ୟରତ ଶିକ୍ଷକ ଶଙ୍ଖସିନ୍ଧୁ ପୁରୋହିତ ଏଥର ରାଜ୍ୟର ଶ୍ରେଷ୍ଠ ଓଡ଼ିଆ ଶିକ୍ଷକ ଭାବେ ସମ୍ମାନିତ ହେବେ।ଓଡିଶା ସରକାରଙ୍କ ତରଫରୁ ଏ ପୁରସ୍କାର ପ୍ରଦାନ କରାଯିବ।ପୁରସ୍କାର ସ୍ୱରୂପ ତାଙ୍କୁ ଚାଳିଶ ହଜାର ଟଙ୍କା ସହିତ ମାନପତ୍ର ଓ ଉପଢୌକନ ଦେଇ ପୁରସ୍କୃତ କରାଯିବ। ପଞ୍ଚସଖା ଶିକ୍ଷାଆସେତୁ ଅଧିନସ୍ଥ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ଶ୍ରେଷ୍ଠ ହାଇସ୍କୁଲ ଓଡ଼ିଆ ଶିକ୍ଷକ ବର୍ଗରେ ଶ୍ରୀଯୁକ୍ତ ପୁରୋହିତ ସମ୍ବର୍ଦ୍ଧିତ ହେବାର ଖବର ପ୍ରକାଶ ପାଇଲା ପରେ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି।ପ୍ରକାଶ ଥାଉକି ଶିକ୍ଷକ ଶଙ୍ଖସିନ୍ଧୁ ପୁରୋହିତ ବିଭିନ୍ନ ସମୟରେ ପିଲା ମାନଙ୍କ ଶିକ୍ଷାଦାନ ପାଇଁ ଅଭିନବ ପ୍ରୟାସ କରି ଚର୍ଚ୍ଚାରେ ଥାଆନ୍ତି।ଓଡ଼ିଆ ବ୍ୟାକରଣ କୁ କବିତା ମାଧ୍ୟମରେ ଶିକ୍ଷାଦାନ, ପିଲାଙ୍କୁ କେରଳ ଷ୍ଟାଇଲ ରେ ବସାଇବା, ପରିବେଶ ଅନୁକୂଳ ବିଭିନ୍ନ ଉତ୍ସବ ଓ ପୂଜା କରିବା, ବିଦ୍ୟାଳୟରେ ଭାଷା ବଗିଚା ସୃଷ୍ଟି କରିବା, ଶିଳ୍ପକଳା ପ୍ରଦର୍ଶନୀ କରିବା, ଘର ଘର ବୁଲି  ଅଧା ପାଠ ଛାଡିଥିବା ପିଲାଙ୍କୁ ବିଦ୍ୟାଲୟ ମୁଖି କରେଇବା ଏଭଳି ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡିଶା ସରକାରଙ୍କ ତରଫରୁ ତାଙ୍କୁ ରାଜ୍ୟସ୍ତରୀୟ ଗୁରୁଦିବସ ଅବସରରେ ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ  ମାଝୀ ଙ୍କ ଦ୍ଵାରା ସମ୍ବର୍ଦ୍ଧନା ପ୍ରଦାନ କରାଯିବ। ଏହି ଉତ୍ସବ ରେ ଯୋଗଦାନ ପାଇଁ ଶ୍ରୀମାନ ପୁରୋହିତ ଙ୍କୁ ନିମନ୍ତ୍ରଣ ଆସିଛି।ଶ୍ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଓ ପ୍ରଶାସନ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like