-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ସୁରେନ୍ଦ୍ର ପାଣିଗ୍ରାହୀଙ୍କ ଦେହାନ୍ତ :ସମଗ୍ର ଅଞ୍ଚଳ ରେ ଶୋକର ଛାୟା

02-Sep-2025



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ):  କନ୍ଧମାଳ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ତଥା ଏସ. କୁମାର ନ୍ୟୁଜ ଏଜେନ୍ସି ର ପ୍ରତିଷ୍ଠାତା ସୁରେନ୍ଦ୍ର କୁମାର ପାଣିଗ୍ରାହୀ (୭୫ ) ଙ୍କ ସୋମବାର ଅପରାହ୍ନ ୨ ସମୟରେ ବ୍ରହ୍ମପୁରର ଏକ ଘରୋଇ ମେଡିକାଲ ରେ ଦେହାନ୍ତ ହୋଇଯାଇଛି । ସ୍ବର୍ଗତ ପାଣିଗ୍ରାହୀ କିଛି ଦିନ ହେବ ଶ୍ଵାସ ଜନିତ ସମସ୍ଯା ଦେଖାଦେବାରୁ ପ୍ରଥମେ ବାଲିଗୁଡା ମେଡିକାଲ ପରେ ବ୍ରହ୍ମପୁର ର ଏକ ଘରୋଇ ମେଡିକାଲ ରେ ଚିକିସ୍ତିତହେଉଥିଲେ । ଶ୍ରୀ ପାଣିଗ୍ରାହୀ ଦୀର୍ଘ ୫ ଦଶନ୍ଧି ଧରି କନ୍ଧମାଳ ଜିଲ୍ଲାର ବାଲିଗୁଡା ଉପଖଣ୍ଡ ସ୍ତରୀୟ ସମ୍ବାଦିକତା କରିଆସୁଥିଲେ । ଜିଲ୍ଲାର ବହୁ ସାମ୍ବାଦିକ ତାଙ୍କର ପ୍ରେରଣା ରେ ସାମ୍ବାଦିକ ହୋଇଛନ୍ତି । ସେ କେବଳ ସାମ୍ବାଦିକ ନଥିଲେ ଜଣେ ନାଟ୍ୟ କଳାକାର ,ସମାଜସେବୀ ଓ ଧର୍ମ ପରାୟଣ ବ୍ୟକ୍ତି ଥିଲେ । ତାଙ୍କର ୩ ପୁଅ ଓ ଗୋଟିଏ ଝିଅ ଓ ନାତି ନତୁଣୀ

ରହିଛନ୍ତି l ତାଙ୍କ ପାର୍ଥିବ ଶରୀରକୁ ନିଜ ବାଲିଗୁଡା ବାସଭବନ ଙ୍କୁ ଅଣାଯିବା ପରେ ସବ ଜେଲ ନିକଟସ୍ଥ ସ୍ମଶାନ ଘାଟ ରେ ଶେଷକୃତ୍ୟ ସମ୍ପନ କରାଯାଇଥିଲା । ତାଙ୍କ ବିୟୋଗରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ,ବାଲିଗୁଡା ବିଧାୟକ ଚକ୍ରମଣି କହଁର ,ଜି ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନ ,ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ ,ପୂର୍ବତନ ଉପ ବାଚସ୍ପତି ସାଲୁଗା ପ୍ରଧାନ, ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ ସଭାପତି ବିଭୁତି ଭୂଷଣ କର , ଜିଲ୍ଲା ସଭାପତି ସନ୍ତୋଷ କୁମାର ଦାସଙ୍କ ସମେତ ବିଭିନ୍ନ ଅନୁଷ୍ଠାନର ସଦସ୍ୟ, କର୍ମକର୍ତ୍ତା, ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ରହି ଶେଷ ଦର୍ଶନ କରିବା ସହ ଶୋକ ବ୍ୟକ୍ତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like