-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଚଳିତ ବର୍ଷ ମର୍ଯ୍ୟାଦାଜନକ ଶିକ୍ଷକ ରତ୍ନ ଉପାଧି ପାଇବେ ବିଶିଷ୍ଟ ଶିକ୍ଷାବିତ୍ ତ୍ରିବିକ୍ରମ ମହାକୁଡ଼

03-Sep-2025



ବଲାଙ୍ଗୀର(ପ୍ରେରଣା ଖବର): ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ଭାରତୀ ନୀଡ଼ ଆଦର୍ଶ ପଡା, ବଲାଙ୍ଗୀର ପାଳନ କରିବ ରାଜ୍ୟସ୍ତରୀୟ ଚତୁର୍ଥ ବାର୍ଷିକ ଉତ୍ସବ, ଗୁରୁ ପୂଜନ,ପ୍ରତିଭା ସମ୍ମାନ ଓ ନୂଆଖାଇ ଭେଟଘାଟ-୨୦୨୫। ଏହି ଅବସରରେ ବଲାଙ୍ଗୀର ଜିଲ୍ଲା ବେଲପଡ଼ା ଦୀନ ରଘୁ ମେହେର ହାଇ ସ୍କୁଲର ପ୍ରାକ୍ତନ ପ୍ରଧାନ ଶିକ୍ଷକ ବିଶିଷ୍ଟ ଶିକ୍ଷାବିତ୍ ତ୍ରିବିକ୍ରମ ମହାକୁଡ଼ ପାଇବେ ଅନୁଷ୍ଠାନର ମର୍ଯ୍ୟାଦାଜନକ "ଶିକ୍ଷକ ରତ୍ନ" ଉପାଧି। ପ୍ରକାଶ ଥାଉ କି ପୂର୍ବ ବର୍ଷ ମାନଙ୍କରେ ରାଜ୍ୟ, ଜାତୀୟ ଓ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ପ୍ରତିଭା ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସେ ଭିତରେ ପାଟଣାଗଡ଼ ନିକଟ ଭଇଁଷା ଗ୍ରାମର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ କବିଶ୍ରୀ ଗୋବର୍ଦ୍ଧନ ଦାସଙ୍କ ପୁତ୍ର ସୀତାର ଗବେଷକ ଜୀବନ ପ୍ରକାଶ ଦାସ ଅନ୍ୟତମ। ଚଳିତ ବର୍ଷ ପାଞ୍ଚଟା ପୀଢିର ପୂଜ୍ୟ ଗୁରୁ ଶ୍ରୀ ମହାକୁଡ଼ଙ୍କୁ ଶିକ୍ଷା କ୍ଷେତ୍ରରେ ତାଙ୍କର ଜୀବନ ବ୍ୟାପି ସାଧନା ପାଇଁ ଏହି ଉପାଧି ସହିତ ସମ୍ମାନିତ କରାଯିବ। ଏତଦ୍ ଭିନ୍ନ ବେଲପଡ଼ା ଅଞ୍ଚଳର ପ୍ରାଥମିକ ଠାରୁ କଲେଜ ପର୍ଯ୍ୟନ୍ତ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ମଧ୍ୟ ବିଶିଷ୍ଟ ଶିକ୍ଷାବିତ୍ ମାନଙ୍କୁ ସମ୍ବର୍ଦ୍ଧିତ କରାଯିବ। ସେମାନଙ୍କ ମଧ୍ୟରେ ଶିକ୍ଷାବିତ୍ କୃଷ୍ଣଚନ୍ଦ୍ର ପାଣିଗ୍ରାହୀ, ବନମାଳୀ ପାଣିଗ୍ରାହୀ, ପଣ୍ଡିତ ମୋହନଦାସ ଠାକୁର, ସଦାଶିବ ମେହେର, ନିରଞ୍ଜନ ବେହେରା, କୁଞ୍ଜମଣି ମେହେର, ଚାଣକ୍ୟ ସାହୁ, ନବୀନ କୁମାର ମେହେର, ସୁରେଶ ଚନ୍ଦ୍ର ମେହେର ଅନ୍ୟତମ। ଏହା ବ୍ୟତୀତ ଶିକ୍ଷା, ସାହିତ୍ୟ, କଳା, ସାମ୍ବାଦିକତା ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏକ ଗୁରୁଗମ୍ଭୀର ପରିବେଶରେ ପବିତ୍ର ଗଙ୍ଗା ଜଳରେ ପାଦ ପ୍ରଖାଳନ ପୂର୍ବକ ଗୁରୁ ମନ୍ତ୍ରରେ ପରିବେଶ ପ୍ରତିଧ୍ବନିତ୍ବ ହୋଇ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯିବ ବୋଲି ସମ୍ପାଦକ ତଥା ମୁଖ୍ୟ ସଂଯୋଜକ ନବକିଶୋର ବେହେରା ଏକ ବିଜ୍ଞାପ୍ତିରେ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like