-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ଵ ୪0 ତମ ଜାତୀୟ ଚକ୍ଷୁ ଦାନ ପକ୍ଷ ପାଳିତ

03-Sep-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ଜିଲ୍ଲା  ସ୍ୱାସ୍ଥ୍ୟ ବିଭାଗ ତରଫରୁ ଉଲୁଣ୍ଡା ପଂଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ୪0 ତମ ଜାତୀୟ ଚକ୍ଷୁ ଦାନ ପକ୍ଷପାଳନ  ମହାବିଦ୍ୟାଳୟ ର ଅଧକ୍ଷ ଡ଼. ଦେବାଶିଷ ପାଣ୍ଡିଆ ଙ୍କ ଅଧକ୍ଷତା ରେ ଅନୁଷ୍ଠିତ ହୋଇଥିଲା  l ଉକ୍ତ ପାଳନ ରେ ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ ଅନ୍ୟତମ ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ଡା ତ୍ରିବିକ୍ରମ ପାଣ୍ଡିଆ ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ଉପସ୍ଥିତ ରହି  ଆଜିକାର ଦିବସ ର ସ୍ୱାସ୍ଥ୍ୟ ବାର୍ତ୍ତା ଯଥା ଚକ୍ଷୁ ଦାନ ମହତ ଦାନ, ତେଣୁ ସମସ୍ତେ ନିର୍ଦ୍ବନ୍ଦ ରେ ଚକ୍ଷୁ ଦାନ କରନ୍ତୁ ଏ ବିଷୟ ରେ ପୁଙ୍ଖାନୁପୁଙ୍ଖ ଭାବରେ ବୁଝାଇଥିଲେ ଓ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋଚନା କରି ଥିଲେ l  
ଉକ୍ତ ସଭାରେ ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ତଥା ଛାତ୍ର ଛାତ୍ରୀ ସବୁ ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । ସ୍ୱାସ୍ଥ୍ୟପରିଦର୍ଶକ ପ୍ରମୋଦ କୁମାର ସାହୁ ସଭା ପରିଚାଳନା କରିଥିବାବେଳେ DEO,NPCB & VI  ବିଭାଗ ର ଅଶ୍ଵିନୀ କୁମାର ମେହେର ଏକ ମ୍ୟାଜିକ ପରିବେଷଣ କରି କାର୍ଯ୍ୟକ୍ରମ କୁ  ପୂର୍ଣ୍ଣ ସହଯୋଗ କରିଥିଲେ । ଶେଷରେ ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ କୁଇଜ୍ କାର୍ଯ୍ୟକ୍ରମ ପରିଚାଳନା କରି ୧୦ ଜନ କୃତି ଛାତ୍ର ଛାତ୍ରୀ ଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ ଏବଂ  ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ . ଚକ୍ଷୁ ଦାନ ପକ୍ଷ ପାଳନ ଉପରେ ଏକ ଲିଫ ଲେଟ ପ୍ରଦର୍ଶିତ କରାଯାଇ ସମସ୍ତ ଙ୍କୁ ସଚେତନ କରିବା ପାଇଁ ବଣ୍ଟନ କରାଯାଇଥିଲା.


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like