-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ପୋଲିସର ଅପରେସନ ପ୍ରହାର; ତରଭା ଘାଟକୈନ୍ତରା ଠାରେ ୬୪ କେଜି ଗଞ୍ଜେଇ ଜବତ*

03-Sep-2025



(ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାରେ ୧ ସେପ୍ଟେମ୍ବର ରୁ ଆରମ୍ଭ ହୋଇଛି ଅପରେସନ ପ୍ରହାର l "ପ୍ରହାର" ଅପରେସନ୍ ହେଉଛି ନିଶା କାରବାର ବିରୁଦ୍ଧରେ ଏକ ସ୍ୱତନ୍ତ୍ର ଅଭିଯାନ । ଆଜି ଏ ନେଇ ସୁବର୍ଣ୍ଣପୁର ଏସପି ଅଫିସ୍ କାର୍ଯ୍ୟାଳୟ ସଭା ଗୃହ ଠାରେ ଏସପି ନାରାୟଣ ନାୟକ ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି l ଓ  ଏହି ଅଭିଯାନରେ ସୁବର୍ଣ୍ଣପୁର ପୋଲିସ ବହୁତ ସତର୍କ ଏବଂ ପ୍ରତିବଦ୍ଧତା ପ୍ରତି ଗୁରୁ ଦାୟିତ୍ୱ ଥିବା ବିଷୟ ପ୍ରକାଶ କରିଛନ୍ତି l ଜିଲ୍ଲା ମୁଖ୍ୟାଳୟରୁ ଏକ ସ୍ୱତନ୍ତ୍ର ଗୁଇନ୍ଦା ସୂଚନା ଆଧାରରେ ତରଭା ପୋଲିସ ତରଭା ଥାନା ଅନ୍ତର୍ଗତ ସୋନପୁର- ବଲାଙ୍ଗୀର NH-57 ଘାଟକୈନ୍ତରା ଗ୍ରାମ ନିକଟରେ ନକଲି ନମ୍ବର ଲାଗିଥିବା OD 06D-0286 ଗାଡି ମାରୁତି ୱାଗନର୍ କୁ ଅଟକାଇ ପଚରାଉଚରା ସହ ଯାଞ୍ଚ ସମୟରେ ଗଞ୍ଜେଇ ଥିବା ଜଣାପଡିଥିଲା ।  ଉକ୍ତ ଗାଡିରେ ଥିବା ୨ ଯୁବକ ସ୍ୱୀକାର କରିଥିଲେ ଯେ ସେମାନେ ବୌଦ୍ଧ ଜିଲ୍ଲାରୁ ଗନ୍ତବ୍ୟସ୍ଥଳକୁ ଗଞ୍ଜେଇ କରୁଥିଲେ । ପରେ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ତଲାସି ସମୟରେ ମୋଟ ୬୪ ପ୍ୟାକେଟ ଗଞ୍ଜେଇ ବାହାରିଥିଲା । ପ୍ରତ୍ୟେକ ପ୍ୟାକେଟ ପଲିଥିନ୍ ରାପର୍ ଦ୍ୱାରା ପ୍ରାୟ ୧ କେଜି ଗଞ୍ଜେଇ ପ୍ୟାକିଂ ହୋଇଥିଲା । ଏହି ସମ୍ପର୍କରେ ତରଭା ଥାନା କେସ୍ ନଂ.୨୪୨ ତା ୦୩/୦୯/୨୦୨୫ ୟୁ/ଏସ୍-୨୦(ବି)(ଆଇଆଇ) ସି ଏନଡିପିଏସ୍ ଆକ୍ଟ ଅନୁଯାୟୀ ଏକ ମାମଲା ପଞ୍ଜିକୃତ ହୋଇଛି ଏବଂ ତଦନ୍ତ ଜାରି ରହିଛି। ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ପାଇଁ ଗଞ୍ଜେଇ ର ଉତ୍ପତ୍ତି ଏବଂ ପରବର୍ତ୍ତୀ ଲିଙ୍କ୍ ଚିହ୍ନଟ କରାଯିବ ବୋଲି ମଧ୍ୟ ଏସପି ପ୍ରକାଶ କରିଛନ୍ତି ।
ପ୍ରହାର ଅଭିଯାନରେ ଏପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲା ପୁଲିସକୁ ୪ ଟି NDPS ଆକ୍ଟ ରେ ମାମଲା ରୁଜୁ ହୋଇଛି ଯେଉଁଥିରେ ୭୩ କେଜି ଗଞ୍ଜେଇ, ୧୮୬ ଟି କଫ ସିରଫ ବୋତଲ ଏବଂ ଉତ୍ପାଦ ଆଇନ ଅନୁଯାୟୀ ୨ ଟି ମାମଲା ରୁଜୁ ହୋଇଛି ଯେଉଁଥିରେ ୧୩.୨ ଲିଟର OS/ID ଦେଶୀ ମଦ ଜବତ କରାଯାଇଛି। ମୋଟ ୮ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୨ଟି ଦୁଇ ଚକିଆ ଯାନ ଓ ୨ଟି ଚାରି ଚକିଆ ଜବତ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like