-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଦେଶ ବିଦେଶ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ଗୋଟିଏ ପରିବାରର ୮ ଜୀବନ

27-Jan-2021



ଜୟପୁର,(ପ୍ରେରଣା ଖବର ବ୍ୟୁରୋ) : ରାଜସ୍ଥାନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୮ଜଣ ସଦସ୍ୟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଜୟପୁର-କୋଟା ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି ।

ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ ତୀବ୍ର ଗତିରେ ଆସୁଥିବା ଗୋଟିଏ ଟ୍ରକ ଆଗରେ ଯାଉଥିବା ଏକ କାରକୁ ଧକ୍କା ମାରିଥିଲା । ଯେଉଁଥିରେ କାରରେ ବସିଥିବା ୮ ଜଣ ଲୋକଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିବା ବେଳେ ଅନ୍ୟ ପାଞ୍ଚଜଣ ଲୋକ ଗଭୀର ଭାବେ ଆହାତ ହୋଇଥିଲେ । ଆହାତଙ୍କୁ ତୁରନ୍ତ ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା । ସ୍ଥିତି ଜଟିଳ ହେବାରୁ ସେମାନଙ୍କୁ ଜୟପୁରକୁ ରେଫର୍ କରିଯାଇଥିବା ଜଣାପଡ଼ିଛି ।
ତେବେ ଏହି କାରଟିରେ ଯାଉଥିବା ସମସ୍ତ ଲୋକ ମଧ୍ୟପ୍ରଦେଶ ରାଜଗଢ଼ ଜିଲ୍ଲାର ଜିରାପୁର ଗ୍ରାମର ହୋଇଥିବା ଜଣାପଡ଼ିଛି । ସେମାନେ ସମସ୍ତେ ଗୋଟିଏ ପରିବାରର ସଦସ୍ୟ ଅଟନ୍ତି । ଖାଟୁ ଶ୍ୟାମ୍ ଜିଙ୍କ ଦର୍ଶନ ସାରି ସମସ୍ତେ ଘରକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ହୋଇଥିଲା ।
ଏହି ଘଟଣାକୁ ନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଦୁଃଖ ପ୍ରକାଶ କରିଛନ୍ତି । ସେ ଟ୍ୱିଟ୍ କରି ମୃତକଙ୍କ ପାଇଁ ଶୋକ କରିବା ସହ ତାଙ୍କ ପରିବାରକୁ ଏହି ଦୁଃଖ ସହିବା ପାଇଁ ଇଶ୍ୱର ଶକ୍ତି ଦିଅନ୍ତୁ ବୋଲି ଲେଖିଛନ୍ତି । ଏହାଛଡ଼ା ଆହାତଙ୍କ ଶିଘ୍ର ଆରୋଗ୍ୟ କାମନା ମଧ୍ୟ କରିଛନ୍ତି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like