-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

*କଂଗ୍ରେସ ର ସଙ୍ଗଠନ ସୃଜନ ଅଭିଯାନ*

03-Sep-2025



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର) ଡାବୁଗାଁ ବ୍ଲକ ସଦରମହକୁମାର ଜୟନ୍ତୀନଗର ସ୍ଥିତ ଆୟାପ୍ପା ସ୍ଵାମୀ ମନ୍ଦିର ପରିସରରେ କଂଗ୍ରେସ ର ସଙ୍ଗଠନ ସୃଜନ କାର୍ଯ୍ୟକ୍ରମ ବ୍ଲକ କଂଗ୍ରେସ ସଭାପତି ଜି. ସାଇ ରାଜୁ ଙ୍କ  ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ବ୍ଲକ ସଭାପତି ଓ ଜିଲ୍ଲା ସଭାପତି ନିର୍ବାଚନ ଉପରେ ଆଲୋଚନା ହୋଇଥିଲା | ଏହାସହ କଂଗ୍ରେସ ଦଳକୁ କିପରି  ଆଗାମୀ ଦିନରେ ତୃଣମୂଳ ସ୍ତରରୁ ସୁଦୃଢ କରାଯିବା ନେଇ ବ୍ୟାପକ ଆଲୋଚନା ହୋଇଥିଲା | ଏଥିରେ ପର୍ଯ୍ୟବେକ୍ଷକ ତଥା  ଏଆଇସିସି ସଭ୍ୟ ଜେଟି କୁସୁମ କୁମାର, ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭ୍ୟ କୃଷ୍ଣ କୁଳଦୀପ, ପୁରୁଷୋତ୍ତମ ଗୁପ୍ତା ଓ ଦ୍ରୌପଦୀ ମାଝୀ, ଡାବୁଗାଁ ପୂର୍ବତନ ବିଧାୟକ ଭୁଜବଳ ମାଝୀ, ଡାବୁଗାଁ ଜୋନ-୧ ସଭାପତି ପ୍ରକାଶ ଚନ୍ଦ୍ର ପଣ୍ଡା, ଜୋନ-୨ ବଂଶୀଧର ମାଝୀ, ବ୍ଲକ ଯୁବ କଂଗ୍ରେସ ସଭାପତି ଶଶୀଧର ମାଝୀ, ବାବି ଜେନା,  କୃଷ ପନକା, ଭାଗୀରଥି ମାଝୀ, ରଇନୁ ପୂଜାରୀ, ପୁସ୍ତମ ମାଝୀ, ମଇୟ ପନକା ଏବଂ ୧୦୦ ଊର୍ଦ୍ଧ୍ଵ କଂଗ୍ରେସ କର୍ମୀ ମାନେ ଉପସ୍ଥିତ ଥିଲେ | ଆଜିର ସଂଗଠନ ସୃଜନ କାର୍ଯ୍ୟକ୍ରମରେ ଡାବୁଗାଁ ବ୍ଳକ ସଭାପତି ଭାବେ ସର୍ବ ସମ୍ମତି କ୍ରମେ ଜି ସାଇ ରାଜୁ ଙ୍କୁ ମନୋନୀତ କରାଯାଇଥିବା ବେଳେ ଜିଲ୍ଲା ସଭାପତି ଭାବେ ଡାବୁଗାଁ ନିର୍ବାଚନମଣ୍ଡଳୀ ତରଫରୁ ପୂର୍ବତନ ବିଧାୟକ ଭୂଜବଳ ମାଝୀ ଙ୍କୁ ବିପୁଳ ସମର୍ଥନ ମିଳିଥିଲା l ତେବେ ଅନ୍ୟ ନଅ ଗୋଟି ବ୍ଳକ ରୁ କାହାର ସମର୍ଥନ ଅଧିକ ହେଉଛି କିଏ ଜିଲ୍ଲା ସଭାପତି ହେଉଛି ତାହା ଦେଖିବାକୁ ବାକି ରହିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like