-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||     

HOME   ଜିଲ୍ଲା

*ଡାବୁଗାଁ ଠାରେ ମାଁ ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣ ପାଇଁ ମାଟି ଅନୁକୂଳ ଓ ଶୁଭ ଖୁଣ୍ଟି ସ୍ଥାପନ*

03-Sep-2025



ନବରଙ୍ଗପୁର:(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ ସଦରମହକୁମା ସ୍ଥିତ ଦୂର୍ଗା ପୂଜା ମଣ୍ଡପ ଠାରେ ଦୂର୍ଗା ପୂଜା ନିମନ୍ତେ ବୁଧବାର ସନ୍ଧ୍ୟାରେ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି | ଏହାସହ ମାଁ ଦୂର୍ଗାଙ୍କ ମୂର୍ତ୍ତି ପାଇଁ  ପ୍ରଥମେ ଅଙ୍ଗୀ ନଦୀ ପଠାରେ ପୂଜକ ଗଦାଧର ତ୍ରିପାଠୀ ଙ୍କ ଦ୍ଵାରା ପୂଜାର୍ଚ୍ଚନା କରାଯାଇ ମାଟି ଅଣାଯାଇ  ମାଟି ପୂଜନ କରାଯାଇଛି | ଏଥିରେ କର୍ତ୍ତା ଭାବେ ଜି. ବିଜୟ ଆନନ୍ଦ ଓ ଶଶୀ ଭୂଷଣ ଜେନା ପ୍ରମୁଖ ମାଟି ଆଣିଥିଲେ |ଏହି ସମୟରେ ଦୂର୍ଗା ପୂଜା କମିଟିର  ସଭାପତି ସୁରେନ୍ଦ୍ର କୁମାର ମିଶ୍ର,ସମ୍ପାଦକ ସନ୍ତୋଷ ରାୟପାତ୍ର,  କୋଷାଧ୍ୟକ୍ଷ ଭଗବାନ ପାତ୍ର ଓ ସୁରେଶ ଚନ୍ଦ୍ର ବେହେରା,  ଭଦ୍ରବ୍ୟକ୍ତି ଜି. ସାଇ ରାଜୁ, ପ୍ରକାଶ ଚନ୍ଦ୍ର ପଣ୍ଡା, ଜି. ସତ୍ୟା ରାଓ, ଏମ୍ ରମେଶ, ଜଗନ୍ନାଥ ବିଶୋଇ, ଜି. ପ୍ରକାଶ ରାଓ, କୁନୁ ପାତ୍ର,  ବବଲୁ ତ୍ରିପାଠୀ, ଆର. ଶଙ୍କର ରାଓ, ରାଜେଶ ଅଗ୍ରୱାଲ,  ପାପନା ରେଲି ପ୍ରମୁଖ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk