-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ପ୍ରିଣ୍ଟ ମିଡିଆ ସଂଘ ର ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ ସହ ସାକ୍ଷାତ* - *ଜିଲ୍ଲା ର ବିକାଶ କାର୍ଯ୍ଯ କୁ ତ୍ୱରାନ୍ୱିତ କରିବା ନେଇ ଆଲୋଚନା*

03-Sep-2025



- ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)ସୁବର୍ଣ୍ଣପୁର ସଦର ର ପ୍ରିଣ୍ଟ ମିଡିଆ ର ସମସ୍ତ ସଦସ୍ୟ ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କୁ ସାକ୍ଷାତ୍ କରି ସହର ତଥା ଜିଲ୍ଲା ର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ କୁ ତ୍ୱରାନ୍ୱିତ କରିବା ପାଇଁ ଆଲୋଚନା କରିଥିବା ବେଳେ ପ୍ରଶାସନ ସହ ଗଣମାଧ୍ୟମ ଯେଭଳି ସୌହାର୍ଦୀପୂର୍ଣ୍ଣ ବାତାବରଣ ଓ ସମନ୍ବୟ ରକ୍ଷା କରି ସହଯୋଗ କରି ଆସୁଛି,  ରାଜ୍ୟ ସରକାର ପ୍ରଶାସନ ର ଜରିଆରେ କରୁଥିବା ବିଭିନ୍ନ ଯୋଜନା କୁ ପ୍ରଚାର ପ୍ରସାର ମାଧ୍ୟମ ରେ ଲୋକ ଙ୍କ ପାଖକୁ ପହଞ୍ଚାଉଛି, ଦିନ ରାତି ଜୀବନ କୁ ବାଜି ଲଗାଇ କାମ କରୁଛି, ପ୍ରଶାସନ ର କୌଣସି ବି ବିଭାଗ ସେଭଳି ଗଣ ମାଧ୍ୟମ କୁ ଅଣଦେଖା ନ କରି ବାକୁ ଜିଲ୍ଲାପାଳ ଙ୍କୁ ଜଣାଇଥିଲେ l ଓ ବିଗତ ୨୦୧୯ ରୁ ୨୦୨୨ ଯାଏ ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଓ ଜଣେ ହିସାବ ରକ୍ଷକ ଙ୍କ ମିଳି ଭଗତ ରେ ହୋଇଥିବା କୋଟି କୋଟି ଟଙ୍କା ର ଦୁର୍ନୀତି ର ପର୍ଦ୍ଦାଫାଶ କରିବା କୁ ଜିଲ୍ଲାପାଳ ଙ୍କୁ ପ୍ରିଣ୍ଟ ମିଡିଆ ଅନୁରୋଧ କରିଥିଲେ ଓ ଖୁବ ଶୀଘ୍ର ସେ ସବୁ ବିଭିନ୍ନ ମିଡିଆ ମାଧ୍ୟମ ରେ ଆମେ ରାଜ୍ୟ ସରକାର ଙ୍କୁ ଅବଗତ କରାଇବୁ ବୋଲି ସୁଚନା ଦେଇଥିଲେ l ଏହା ସହିତ ଆହୁରି ଅନେକ ବିଭାଗ ଓ ବିଭାଗୀୟ ଅଧିକାରୀ ଙ୍କ ଦୁର୍ନୀତି ବିଷୟ ରେ ଅଭିଯୋଗ କରିଥିଲେ l ଯାହାକି ଖୁବ୍ ଶୀଘ୍ର ଆସନ୍ତା କାଲି ଠୁଁ ଗୋଟି ଗୋଟି କରି ବଡ ବଡ ଅଧିକାରୀ ଙ୍କ ଦୁର୍ନୀତି ର ଓ ବଡ ବଡ ଅଧିକାରୀ ଙ୍କ ଛୋଟ ଅଧିକାରୀ ଉପରେ ହେଉଥିବା ଜୁଲୁମ୍ ଓ ଲକ୍ଷାଧିକ ଟଙ୍କା ର ମୋଟା ଅଙ୍କର ଚାନ୍ଦା ଆଦାୟ ବିଷୟ ପର୍ଦ୍ଦାଫାଶ ହେବ ଯାହାକି ସମସ୍ତ ଙ୍କୁ ଚକିତ କରିବ ବୋଲି ପରୋକ୍ଷ ରେ ସୂଚାଇ  ଦେଇ ଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like