-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ତାଣ୍ଡବାଇ ପଞ୍ଚାୟତରେ ମନରେଗା କାମରେ ଚାଲିଛି ଦୁର୍ନୀତି; ମନରେଗା କାର୍ଯ୍ୟ ଶେଷ ପରେ ମଧ୍ୟ କାର୍ଯ୍ୟ ଜାରୀ ଦର୍ଶାଇ ଉଠୁଛି ଟଙ୍କା

03-Sep-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା)ମାଲକାନଗିରି ଜିଲ୍ଲାରେ ଦିନକୁ ଦିନ ପ୍ରହସନ ପାଲଟିଛି ମନରେଗା କାର୍ଯ୍ୟ।ଗରିବ ଏବଂ ଶ୍ରମିକ ଶ୍ରେଣୀର ଲୋକଙ୍କୁ ରୋଜଗାରର  ପନ୍ଥା ଭାବେ ଏହି ଯୋଜନାକୁ  କାର୍ଯ୍ୟକାରୀ କରାଯାଇଥିବା ବେଳେ ବର୍ତ୍ତମାନ ଏହି ଯୋଜନା କିନ୍ତୁ ଶ୍ରମିକ ବଦଳରେ ମେସିନ ମାଲିକ ଓ ଠିକାଦାରଙ୍କୁ ଯୋଗଉଛି ରୋଜଗାର।ମାଲକାନଗିରି ଜିଲ୍ଲାରେ ବିଭିନ୍ନ ସ୍ଥାନରେ ହେଉଥୁବା ମନରେଗା କାର୍ଯ୍ୟକୁ ନେଇ ପୂର୍ବ ରୁ ଅନେକ କାର୍ଯ୍ୟର ଏନଏମ୍ଏମ୍ ଏସ କରି ଟଙ୍କା ଉଠିବା ସହ ଅନେକ ସ୍ଥାନରେ ମେସିନ ଦ୍ଵାରା କାର୍ଯ୍ୟ କରୁଥିବା କଥା ପ୍ରମାଣିତ ହୋଇଥିବା ସତ୍ତ୍ବେ ଏହି ପ୍ରକ୍ରିୟା ନମିବାର ନା ନେଉନି। ସୂଚନା ଥାଉକି ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ତାଣ୍ଡବାଇ ପଞ୍ଚାୟତର  କୁର୍ମିଗୁଡା ଠାରୁଭଣ୍ଡାରୀଗୁଡାଗ୍ରାମରେ ଏକ  ରାସ୍ତା ଏବଂ ବିସିକାଗୁଡା ଠାରୁ ପେଦାଗୁଡା କାମ ସରି ଯାଇଥିବା ବେଳେ ଏହାକୁ କାର୍ଯ୍ୟ ଜାରି ରହିଥିବା ଦର୍ଶାଇ ଟଙ୍କା ଉଠୁଥିବା ଦେଖିବାକୁ ମିଳିଛି l ଯାହାର କାର୍ଯ୍ୟର କୋଡ଼ ନଂ- 2431014010/RC/10620327ଏବଂ ଆଉ ଏକ କାର୍ଯ୍ୟ ନଂ- 2431014010/RC/10607730ଏହି ଦୁଇଟି କାମ କିଛି ମାସ ପୂର୍ବରୁ ସରିଯାଇଥିବା ବେଳେ ବର୍ତ୍ତମାନ ଏହାର ଏନ ଏମ୍ ଏମ୍ ଏସ ହେଉଥିବା ଦେଖିବା ପାଇଁ ମିଳିଛି lଏଭଳି କେଉଁ କେଉଁ କାମ ପୂର୍ବରୁ ହୋଇଥିବା ବେଳେ ବର୍ତ୍ତମାନ ଏହାର ଏନ ଏମ୍ ଏମ୍ ଏସ ହେଉଛି ତାହାର ତଦନ୍ତ ହେବା ଦରକାରl ମନରେଗା ଯୋଜନାରେ ଯେକୌଣସି କାଯ୍ୟ ଆରମ୍ଭ ହେଲେ କାଯ୍ୟ ଜାରୀ ଥୂବା ସମୟରେ ଫୋଟୋ ଉପଲୋଡ଼ କରିବା କଥା ଏବଂ ସରକାରୀ ନିୟମ ଅନୁଯାୟୀ ଏହାର ଏନଏମ ମଏମ ଏସ କରାଯାଏ । ଏନଏମଏସ୍ଏ ଏସ ଅର୍ଥ ହେଉଛି ନେସନାଲ ମେପିଂ ସିଷ୍ଟମ । ଏହା ଦ୍ବାରା କାଯ୍ୟରତ ଶ୍ରମିକଙ୍କ ନାମ ଓ କାଯ୍ୟସ୍ଥଳୀରେ ଶ୍ରମିକମାନେ କାଯ୍ୟ କରୁଥିବା ଫଟୋ ଅପଲୋଡ଼ କରାଗଲେ ପ୍ରକୃତରେ କାଯ୍ୟରେ କେତେ ଶ୍ରମିକ ନିୟୋଜିତ ହେଇଛନ୍ତି ଏବଂ କାଯ୍ୟ ସଠିକ ଭାବରେ ହେଉଛି କି ନାହିଁ ତାହା ସୃଷ୍ଟ ହେଇଥାଏ କିନ୍ତୁ ଏହାର ବିପରୀତ ଚିତ୍ର ଦେଖ‌ିବା ପାଇଁ ମିଳିଛି  ତାଣ୍ଡାବାଇ ପଞ୍ଚାୟତରେ lତେବେ ଦେଖିବା ପାଇଁ ବାକି ରହିଲା ଏହାର ତଦନ୍ତ କିପରି ହେଉଛି ଓ କିପରି ପୂର୍ବ ରୁ ହେଇଥ‌ିବା କାର୍ଯ୍ୟର ଟଙ୍କା ବର୍ତ୍ତମାନ ପୈଠ ହେଉଛି ତାହାର ସତ୍ୟତା କେବେ ସାମ୍ନାକୁ ଆସୁଛି ତାକୁ ହିଁ ଅପେକ୍ଷା।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like