-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

“ଏକ ପେଡ଼ ମା’ କେ ନାମ” ଅଭିଯାନରେ ଏକ କାଳୀନ ୭୫ ଲକ୍ଷ ବୃକ୍ଷଚାରା ରୋପଣ ପାଇଁ ପ୍ରସ୍ତୁତି ସଂପର୍କରେ ମୁଖ୍ୟ ଶାସନ ସଚିବ ସମୀକ୍ଷା

03-Sep-2025



ସଂପୃକ୍ତ ବିଭିନ୍ନ ବିଭାଗ ଏବଂ  ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା 

ଭୁବନେଶ୍ୱର(ପ୍ରେରଣା ଖବର): “ଏକ ପେଡ଼ ମା’ କେ  ନାମ”- ଅଭିଯାନ ମାଧ୍ୟମରେ ଏକ କାଳୀନ ୭୫ ଲକ୍ଷ ବୃକ୍ଷଚାରା ରୋପଣ ପାଇଁ ପ୍ରସ୍ତୁତି ସଂପର୍କରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆଜି ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଗୃହ, ଜଙ୍ଗଲ , ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ,  ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ  ଦେଓରଂଜନ କୁମାର ସିଂହ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ କମିଶନର ତଥା ଶାସନ ସଚିବ ଗିରୀଶ ଏସ ଏନ୍‌ଙ୍କ ସମେତ ସଂପୃକ୍ତ ବିଭିନ୍ନ  ବିଭାଗର ବରିଷ୍ଠ  ପଦାଧିକାରୀମାନେ ଉପସ୍ଥିତ ଥିଲେ ।  ବୈଠକରେ ଜିଳ୍ଲାପାଳମାନେ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ । 
 ଆଗାମୀ ସେପ୍ଟେମ୍ବର ୧୭ ତାରିଖରେ ମାନ୍ୟବର ପ୍ରଧାନ ମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିନରେ ‘ଏକ ପେଡ୍ ମା’ କେ ନାମ’ -୨.୦ ଅଭିଯାନ ରେ  ଗୋଟିଏ ଦିନରେ ଓଡ଼ିଶାରେ ୭୫ ଲକ୍ଷ ବୃକ୍ଷ ଚାରା ରୋପଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ  ମାଝି ଆହ୍ୱାନ ଦେଇଛନ୍ତି ।  ଏଥିପାଇଁ ପୂର୍ବ ନିର୍ଦ୍ଦେଶିତ ଅନୁସାରେ ପ୍ରସ୍ତୁତି ସଂପର୍କରେ ବୈଠକରେ ସମୀକ୍ଷା କରାଯାଇଥିଲା ।  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ତରଫରୁ ବିଭିନ୍ନ ସ୍ଥାନରେ କିପରି ଚାରାରୋପଣ କରାଯିବ , ସେଥିପାଇଁ ଦିଆଯାଇଥିବା ନିର୍ଦ୍ଦେଶନାମା କିପରି କାର୍ଯ୍ୟକାରୀ ହୋଇଛି, ସେ ସଂପର୍କରେ ସମୀକ୍ଷା କରାଯାଇଥିଲା । ମୁଖ୍ୟ ଶାସନ ସଚିବ  କହିଛନ୍ତି ଯେ ଏକକାଳୀନ  ୭୫ ଲକ୍ଷ ବୃକ୍ଷ ଚାରା ଲଗାଯିବା ଏକ ବୃହତ୍  ଅଭିଯାନ ହେବ ।   ବୃକ୍ଷ ଚାରା ରୋପଣ  ସହିତ  ଏହାକୁ ବଂଚାଇ ରଖିବା ପାଇଁ ତଦାରଖ ବ୍ୟବସ୍ଥାକୁ ସୁବ୍ୟସ୍ଥିତ କରା ଯିବାକୁ ସଂପୃ୍କ୍ତ ବିଭାଗ ଓ ସଂସ୍ଥାମାନଙ୍କୁ  ନିର୍ଦ୍ଦେଶ ଦିଆଯାଇଛି ।  ବୃକ୍ଷ ଚାରା  ରୋପଣ କାର୍ଯ୍ୟକ୍ରମରେ ବିଦ୍ୟାଳୟମାନଙ୍କର  ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ସ୍ୱଚ୍ଛାସେବୀ ସଂଗଠନ ସମସ୍ତଙ୍କୁ  ସାମିଲ କରିବାକୁ ପ୍ରସ୍ତୁତି ଜାରି ରହିଛି । ସେପ୍ଟେମ୍ବର ୧୭ ତାରିଖ ଅଭିଯାନକୁ ସଫଳ କରିବା ପାଇଁ  ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସାହୁ ସମସ୍ତଙ୍କୁ ଅନୁରୋଧ କରିବା ସହିତ ସୁବିଧା ଥିବା  ସବୁ ସରକାରୀ କାର୍ଯ୍ୟାଳୟରେ ଚାରା  ରୋପଣ ପାଇଁ ପରାମର୍ଶ ଦେଇଛନ୍ତି ।   


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like