-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ରାଜ୍ୟ

ମେଣ୍ଡା ଗ୍ରା.ପ.କୁ ବ୍ଲକ ଘୋଷଣା ଦାବି ଯୋରଧରିଲା.. ରାଜସ୍ୱମନ୍ତ୍ରୀ ଓ ପଞ୍ଚାୟତିରାଜମନ୍ତ୍ରୀ ଓ ସଚିବଙ୍କୁ ଭେଟିବ ପ୍ରତିନିଧିମଣ୍ଡଳୀ

03-Sep-2025



ତରଭା(ପ୍ରେରଣା ଖବର): ରାଜ୍ୟରେ ଗ୍ରାମପଞ୍ଚାୟତ ଓ ବ୍ଲକ ସୀମାପୁନର୍ଗଠନ କରିବା ନେଇ ରାଜ୍ୟସରକାରଙ୍କ ନୋଟିଫିକେସନ ପରେ ମେଣ୍ଡା ଗ୍ରାମପଞ୍ଚାୟତକୁ ବ୍ଲକ ଘୋଷଣା କରିବାକୁ ଯୋର ଧରିଛି । ତରଭା ବ୍ଲକର ମେଣ୍ଡା, ଦେଉଳପଦର, ପାଇକବାହାଲ,ପୁଆ,ରାଣିସର୍ଡା ଇତ୍ୟାଦି ଆ ପାଖରେ ପ୍ରାୟ ୧୦ ପଞ୍ଚାୟତକୁ ନେଇ ନୂଆ ମେଣ୍ଡା ବ୍ଲକ ଗଠନ କରିବାକୁ ଦାବି ହେଉଛି । ପୂର୍ବରୁ ଏନେଇ ଅନେକଥର ବୈଠକ କରି ଆଲୋଚନା ସହିତ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଓ ସାଂସଦଙ୍କୁ ଭେଟି ଦାବିପତ୍ର ଦିଆଯାଇ ସାରିଛି । ଠିକ ସେହିପରି ସୁବର୍ଣ୍ଣପୁର ସଦରମହକୁମାରେ ହଜାର ହଜାର ପୁରୁଷ ମହିଳାଙ୍କୁ ନେଇ ଏକ ବିଶାଳ ରାଲିକରି ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରେରଣ କରାଯାଇଥିଲା । ଏବେ ରାଜ୍ୟସରକାରଙ୍କ ବ୍ଲକ ପୁନର୍ଗଠନ ନେଇ ନୋଟିଫିକେସନ ହୋଇଛି । ସେହିକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାର ସର୍ବବୃହତ ତଥା ଐତିହାସିକ ଗ୍ରାମ ମେଣ୍ଡାରେ ନୂତନ ବ୍ଲକ କରିବାକୁ ଦାବିକରାଯାଉଛି । ଅଞ୍ଚଳର ଲୋକଙ୍କ ସହ ଯୋଗ ମଧ୍ୟ ରହିଛି । ଗତ ନୂଆଖାଇ ଦିନ ଶତାଧିକ ଲୋକଙ୍କୁ ନେଇ ମେଣ୍ଡା ଜଗନ୍ନାଥମନ୍ଦିର ସମ୍ମୁଖରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଗାମୀ ଦିନରେ ୧୦ଟି ଗ୍ରାମପଞ୍ଚାୟତ ଅଞ୍ଚଳରେ ମେଣ୍ଡା ବ୍ଲକନେଇ ଲିଫଲେଟ, ବ୍ୟାନର ଲଗାଯିବାକୁ ନିଷ୍ପତ୍ତି କରାଯାଇଛି । ଏହା ସହିତ ଅଞ୍ଚଳର ଏକ ପ୍ରତିନିଧିମଣ୍ଡଳିଙ୍କୁ ନେଇ ରାଜସ୍ୱମନ୍ତ୍ରୀ, ପଞ୍ଚାୟତିରାଜ ବିଭାଗର ମନ୍ତ୍ରୀ ଓ ସଚିବଙ୍କୁ ଭେଟି ଦାବିପତ୍ର ପ୍ରଦାନ କରାଯିବା ସହ ଆଲୋଚନା କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ମଙ୍ଗଳବାର ଦିନ ଅପରାହ୍ନ ୪ଟାରେ ମେଣ୍ଡା ହାଇସ୍କୁଲପଡିଆଠାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ

କରାଯାଇଛି । ବିଭିନ୍ନ କାର୍ଯ୍ୟପନ୍ଥା ବିଷୟରେ ଆଲୋଚନା କରାଯାଇଥିବା ଜଣାଯାଇଛି । ବ୍ଲକଦାବିରେ ହୋଇଥିବା ଏହି ବୈଠକରେ ମକୁନ୍ଦ ସାହୁ,ଭିକାରୀ ମେହେର,ଟଙ୍କଧର ମେହେର, ନାରାୟଣ ଝାଙ୍କର,ହୃଷିକେଶ ପାତ୍ର,ପ୍ରମୋଦ ପର୍ଡିଆ, ସନାତନ କର୍ମି,ଅଶୋକ ବିଶି,ରାଜୀବ ଯୋଷୀ, କ୍ଷମାନିଧି ଝାଙ୍କର, ପୂର୍ଣ୍ଣଚନ୍ଦ୍ର ପଣ୍ଡା,ସିଦ୍ଧାର୍ଥ ଅଗ୍ରୱାଲ,ନରୋତ୍ତମ ମଲ୍ଲିକ,ମହାଦେବ ଜେନା,ବିଭୂତିଭୂଷଣ ଝାଙ୍କର,ରାଜେନ୍ଦ୍ର ପଣ୍ଡା,ଡୁବୁଲ ଦଣ୍ଡସେନା,ବୀରବର ଝାଙ୍କର,ରାଜକିଶୋର ପୂଜାହାରୀ,ଶଙ୍କର ପୁରୋହିତ,ଜିତେନ୍ଦ୍ର ପଣ୍ଡା,ଭାଗିରଥି ସାହୁ,ଭୁବନାନନ୍ଦ ବାଦୀ ପ୍ରମୁଖଙ୍କ ସହିତ ଶତାଧିକ ଲୋକ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like