-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ରାଜ୍ୟ

ଗଠନ ହେଲା କଣ୍ଟାମାଳ ସଚେତନ ନାଗରିକ ମଞ୍ଚ, ଦୂତିଆ ସାହୁ ସଭାପତି ଓ ସନ୍ତୋଷ ବିଶି ସମ୍ପାଦକ

04-Sep-2025



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ଅଂଚଳର ବିକାଶ କୁନେଇ ବିଭିନ୍ନ ସମୟରେ ସରକାରଙ୍କ ଦୃଷ୍ଟି ଆକର୍ଷଣ ତଥା ଦାବି ଉପସ୍ଥାନ ପାଇଁ ଏକ ନାଗରିକ କମିଟିର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆଜି କଣ୍ଟାମାଳ ଓକିଲ ସଂଘର ଆହ୍ୱାନ କ୍ରମେ ଏକ ବୈଠକ କଣ୍ଟାମାଳ କୋର୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛି l  କଣ୍ଟାମାଳ ଓକିଲ ସଂଘ ସଭାପତି ଦୂତିଆ ଚରଣ ସାହୁଙ୍କ ଆବାହକତ୍ୱରେ ଆୟୋଜିତ ବୈଠକରେ ଓକିଲ ସଂଘ, ବଣିକ ସଂଘ, ବରିଷ୍ଠ ନାଗରିକ କମିଟି, ବିଭିନ୍ନ ସାମାଜିକ ସଂଗଠନ, ଗଣମାଧ୍ୟମ, ବୁଦ୍ଧିଜୀବୀ, ସ୍ଥାନୀୟ ଜନସାଧାରଣ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l  ବୈଠକରେ ଅଂଚଳର ବିଭିନ୍ନ ସମସ୍ୟା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ପରେ କଣ୍ଟାମାଳ ସଚେତନ ନାଗରିକ ମଞ୍ଚ ନାମରେ ସର୍ବସମ୍ମତିକ୍ରମେ ଏକ ନୂତନ କମିଟି ଗଠନ କରାଯାଇଥିଲା  l   ବୈଠକରେ ସଭାପତି ଭାବେ ବରିଷ୍ଠ ଆଇନଜୀବୀ ଦୂତିଆ ଚରଣ ସାହୁ ଙ୍କୁ

ସର୍ବସମ୍ମତି କ୍ରମେ ମନୋନୀତ କରାଯାଇଥିବାବେଳେ କୃଷ୍ଣ ଚନ୍ଦ୍ର କହଁର ଉପସଭାପତି,ସନ୍ତୋଷ କୁମାର ବିଶି ସମ୍ପାଦକ, କେଦାରନାଥ ସାହୁ ସହସମ୍ପାଦକ ଓ ବଜରଙ୍ଗଲାଲ ଅଗ୍ରୱାଲ ଙ୍କୁ କୋଷାଧ୍ୟକ୍ଷ୍ୟ ଭାବେ ଚୟନ କରାଯାଇଥିଲା  l  ସେହିପରି ହାଇପାୱାର କମିଟିରେ ପୂର୍ବତନ ବିଧାୟକ ଭଗବାନ କହଁର, ବରିଷ୍ଠ ଆଇନଜୀବୀ କୈଳାସ ଚନ୍ଦ୍ର ବାରିକ,ଶିକ୍ଷାବିତ ମହେନ୍ଦ୍ର ଦାଶ, ଲକ୍ଷ୍ମଣ ସାହୁ, ଦେବୀପ୍ରସାଦ ନାୟକ, ଚତୁର୍ଭୁଜ ସାହୁ, ଶୁକ ମିଶ୍ର, ପବିତ୍ର ରଣା,ଦିବ୍ୟଶଙ୍କର ରାଉତ,ଆଇନଜୀବୀ ମନୋଜ କୁମାର ଶର୍ମା, ଶିବ ପ୍ରସାଦ ରଥ,ଆଇନଜୀବି ରାଧାବଲ୍ଲଭ ପ୍ରଧାନ, ସୁରେଶ ଚନ୍ଦ୍ର ରଣା, ଯଦୁଵିହାରୀ ବାଘ, ସମାଜସେବୀ ଶମ୍ଭୁ ପ୍ରସାଦ ସାହୁ,ଦାମୋଦର ସ୍ୱାଇଁ, ଆଇନଜୀବୀ ପ୍ରଶାନ୍ତ କୁମାର ସାହୁ,ଶେଷଦେବ ବଗର୍ତ୍ତୀ, ଶମ୍ଭୁ ପ୍ରସାଦ ସାହୁ, ଯୋଗେଶ ଚନ୍ଦ୍ର ଗାଈଗୋରିଆ,ନରୋତ୍ତମ ମେହେର, ନୀଳାମ୍ବର ପ୍ରଧାନ, ଜୟ କୁମାର ମହାରଣା, କଣ୍ଟାମାଳ ସରପଞ୍ଚ ପ୍ରତିନିଧି ପ୍ରକାଶ ସାହୁ, ଖଲିଆପାଲି ସରପଞ୍ଚ ପ୍ରତିନିଧି ଜେମାକାନ୍ତ ନାୟକ ପ୍ରମୁଖ ମନୋନୀତ ହୋଇଛନ୍ତି  l  ଶେଷରେ କୈଳାସ ଚନ୍ଦ୍ର ବାରିକ ଧନ୍ୟବାଦ ଅର୍ପଣ କରିଥିଲେ   l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like