-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ଅବ୍ୟବସ୍ଥା ଘେରରେ ଭୀମଭୋଇ ଭିନ୍ୟକ୍ଷମ ସାମର୍ଥ୍ୟ ଶିବିର |

04-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଭିନ୍ୟକ୍ଷମଙ୍କ ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରି ସେମାନଙ୍କ ଆର୍ଥିକ ସ୍ଥିତି ଓ ସାଧରଣ ଜୀବନ ଯାପନ ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ଆସୁଛନ୍ତି। ହେଲେ ପ୍ରଶାସନିକ ସ୍ତରରେ ଅବହେଳା ଯୋଗୁଁ ସରକାରଙ୍କ ଏହି ମହତ୍ତ୍ୱପୂର୍ଣ୍ଣ ଯୋଜନାର ସୁଫଳ ପାଇବାରୁ ଭିନ୍ୟକ୍ଷମ ମାନେ ବଞ୍ଚିତ ହେଉଥିବା ଦେଖିବାକୁ ମିଳିଛି।ଯାର ଜ୍ୱଳନ୍ତ ଉଦାହରଣ ହେଲା ଆଜି ବିନିକା ଆରଏମସି ଠାରେ ଅନୁଷ୍ଠିତ ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ।ଅତୀତରେ ବିଗତ ବର୍ଷ ମାନଙ୍କରେ ଆୟୋଜିତ ଏହି ଶିବିରରେ ହଜାର ହଜାର ବ୍ୟକ୍ତି ବିଶେଷ ନାମ ପଞ୍ଜିକରଣ କରି ନିଜର ଶାରୀରିକ ସମସ୍ୟା ଦେଖାଉଥିଲେ। ହେଲେ ଚଳିତ ବର୍ଷ ଆୟୋଜିତ ହୋଇଥିବା ଏହି ଶିବିର ପାଇଁ ପ୍ରଚାର ପ୍ରସାର ଅଭାବରୁ ପୂର୍ବ ବର୍ଷ ଠାରୁ କମ ସଂଖ୍ୟକ ପଞ୍ଜିକରଣ ହୋଇଥିବା ଜଣାପଡିଛି। ବ୍ଲକ ର ବିଭିନ୍ନ ପଞ୍ଚାୟତ ଅଧିନସ୍ତ ଗ୍ରାମ ମାନଙ୍କରୁ ଆସିଥିବା ଭିନ୍ନକ୍ଷମ ମାନେ ଠିକ୍ ଭାବରେ ଦେଖାଇ ନ ପାରି ହଇରଣ ହେଉଥିବା ଦେଖିବାକୁ ମିଳିଥିଲା। ଅନ୍ୟ ପକ୍ଷରେ ଆବଶ୍ୟକୀୟ ହୁଇଲ ଚେୟାର ନଥିବାରୁ କେତେକ ଭିନ୍ନକ୍ଷମ ଚାଲି ନପାରି ଶୋଇ ରହୁଥିଲେ ତ ଆଉ କିଏ ସେଠାରେ ହିଁ ବସି ରହୁଥିବା ଦେଖିବାକୁ ମିଳିଥିଲା |ପଞ୍ଜିକରଣ ସ୍ଥଳକୁ ବହୁ କଷ୍ଟରେ ଯିବା ଆସିବା କରୁଥିବା ଦେଖା ଯାଉଥିଲା | ସେହିପରି ନିର୍ଦ୍ଧିଷ୍ଟ ଗୋଟିଏ ସ୍ଥାନରେ ପିଇବା ପାଣି ବ୍ୟବସ୍ଥା ଥିବା ଏବଂ ଅନ୍ୟ କାଉଣ୍ଟର ସ୍ଥାନ ମାନଙ୍କରେ ପାଣିର ସୁବିଧା ନଥିବାରୁ ପାଣି ଶୋଷ ମେଣ୍ଟାଇବା ପାଇଁ ଭିନ୍ନକ୍ଷମ ମାନେ ସମସ୍ୟାର ସମ୍ମୁଖୀନ ହେଉଥିଲେ l ସେହିପରି ପ୍ରଶାସନ ତରଫରୁ ଖାଇବା ବ୍ୟବସ୍ଥା ହୋଇଥିଲା ସତ ହେଲେ କେହି ଖାଇ ନପାରି ଭୋକ ଉପାସରେ ଫେରୁଥିବା ଦେଖିବାକୁ ମିଳିଥିଲା ।କେତେଭିନ୍ନକ୍ଷମ ପଞ୍ଜିକରଣ କଲେ ଓ ଡାକ୍ତର ଙ୍କ ପରାମର୍ଶ କଲେ ବୋଲି ବିନିକା ବିଡ଼ିଓ ମଣ୍ଟୁ ଖମାରୀ ଙ୍କୁ ପଚାରିବାରୁ ମୋ ପାଖରେ ଡାଟା ନାହିଁ ବିଏସଏସଓ ଙ୍କୁ ପଚାରନ୍ତୁ ବୋଲି କହିଥିଲେ | ବିଏସଏସଓ ଙ୍କୁ ଯୋଗାଯୋଗ କରିବାରୁ ଫୋନ୍ ବନ୍ଦ ଥିବାରୁ ଡାଟା ମିଳିପାରିନାହିଁ |


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like