-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ଜରୁରୀ ବୈଠକ,ଟିଟିଲାଗଡରେ ନୂତନ ସୁପରିଟେଣ୍ଡେଣ୍ଟ ଙ୍କ ଦାୟିତ୍ଵଗ୍ରହଣ

27-Jan-2021



ବଲାଙ୍ଗୀର, ଟିଟିଲାଗଡ଼(ପ୍ରେରଣା ଖବର):ବଲାଙ୍ଗୀର ଜିଲ୍ଲାର ମୁଖ୍ୟ କେନ୍ଦ୍ରବିନ୍ଦୁ ଭାବେ ଟିଟିଲାଗଡ ସବ୍ଡିବିଜନ  ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ପରି ସର୍ବନିମ୍ନ ଆବଶ୍ୟକତା ନିମନ୍ତେ ସରକାର ସ୍ୱତନ୍ତ୍ର ଯୋଜନା ମାନ  କାର୍ଯ୍ୟକାରୀ  କରିଛନ୍ତି । ହେଲେ ଏହି ସବ୍ଡିଭିନ ଅଞ୍ଚଳରେ ତଥା ପଡ଼ୋଶୀ ଜିଲ୍ଲାବାସୀ ସ୍ୱାସ୍ଥ୍ୟ ସେବା ନିମନ୍ତେ ଏହି ଟିଟିଲାଗଡ ମୁଖ୍ୟ ଚିକିତ୍ସାଳୟ ଉପରେ ନିର୍ଭର କରିଆସୁଛନ୍ତି । କିନ୍ତୁ ଦୁଖ ଓ ପରିତାପର ବିଷୟ ଏହା ଯେ,ଦୀର୍ଘ ବର୍ଷ ଧରି ଏଠି ବିଭିନ୍ନ ବିଭାଗ ର କର୍ମଚାରୀ ପଦବୀ ସହ ବିଶେଷଜ୍ଞ ପଦବୀ ମାନ ଖାଲିପଡିଛି । ଶିଶୁରୋଗ, ସ୍ତ୍ରୀ ଓ ପ୍ରସୂତି ବିଭାଗ ଓ ମ୍ୟାଡିସିନ ବିଶେଷଜ୍ଞ ଙ୍କୁ ନେଇ ଏତେ ବଡ଼ ଡାକ୍ତରଖାନା ଚାଲିଛି । ଏହି ଚିର ମରୁଡ଼ି ଓ ଦାଦନ ପ୍ରବଣ ଅଞ୍ଚଳର ସାଧାରଣ ଲୋକ ବାଧ୍ୟହୋଇ ଦୂରଦୁରାନ୍ତ କୁ ଯାଇ ଦୁର୍ଦ୍ଦଶା ର ଶିକାର ହେଉଥିବା ବାରମ୍ବାର ଅଭିଯୋଗ ହୋଇଆସୁଛି । ଏହି ସବୁକୁ ଦୃଷ୍ଟି ଦେଇ ଜିଲ୍ଲା ପ୍ରଶାସନର ଏକ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତରେ ଏହି ବୈଠକରେ ବିଭାଗ ବିଷୟ ଉପରେ ଆଲୋଚନା କରି ଯଥାଶୀଘ୍ର ଏ ସମସ୍ୟl ଗୁଡିକର ସମାଧାନ କରାଯିବା ସୂଚନା ମିଳିଛି । ଉକ୍ତ ଟିଟିଲାଗଡ ସରକାରୀ ସବ୍ଡିଭିଜନାଲ ମୁଖ୍ୟ ଚିକିତ୍ସାଳୟ ସୁପରିଟେଣ୍ଡେଣ୍ଟ ଭାବେ ପ୍ରଦୀପ ନାୟକଙ୍କୁ ଦାଇତ୍ୱ ଗତ ୨୨ ତରଖରେ ପ୍ରଦାନ କରାଯାଇଛି ।  ସୂଚନାଯୋଗ୍ୟ ଯେ, ତାଙ୍କ ଯୋଗଦାନ ପରେ ଏହି ଡାକ୍ତରଖାନାରେ ବ୍ୟାପକ ଅର୍ଥ ଚଞ୍ଚକତା କରାଯାଇଥିବା ଅଭିଯୋଗ ହୋଇଛି । ସେହିପରି ଏହି ଡାକ୍ତରଖାନା କୁ ସରକାରୀ ଭାବେ ରୋଗୀ ଙ୍କ ପାଇଁ କିଣା ହୋଇଆସିଥିବା ଇନ ହିଲର ୧୦ ଗୋଟି ରୁ ମାତ୍ର ପାଞ୍ଚଟି ଥିବା ବେଳେ ଅନ୍ୟ ପାଞ୍ଚଟି କୁଆଡେ ଗଲା ସେ ନେଇ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ସରକାରୀ ଭାବେ ଏପରି ଅନ୍ୟ ଆବଶ୍ୟକୀୟ ସରଞ୍ଜାମ ରୋଗୀଙ୍କ ପାଇଁ ବ୍ୟବହୃତ ନ ହୋଇ କଳା ଭାବେ ବିକ୍ରି କରିଦେଇଥିବା କିଛି ଅସାଧୁ କର୍ମଚାରୀ ଏଥିରେ ଙ୍କ ସଂପୃକ୍ତି ରହିଥିବା ସୂଚନା ମିଳିଛି । ତେବେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପରିଚାଳନା କମିଟି ଏ ସବୁ ନେଇ ଦିଗରେ ଏହି ଆୟୋଜିତ ବୈଠକରେ ବେଶ ତତ୍ପରତା ଦେଖାଉ ଥିବା ବେଳେ ଆଗକୁ ଜିଲ୍ଲା ତଥା ବିଶେଷକରି ଏହି ଉପଖଣ୍ଡ ଡାକ୍ତରଖାନାର ଅବ୍ୟବସ୍ଥା ଦୂର ଦିଗରେ କେଉଁ ସବୁ ଗ୍ରହଣ କରିବ ଜନସାଧାରଣ ଅପେକ୍ଷା କରିଥିବା ଦେଖାଯାଉଛି । ଆୟୋଜିତ ସଭାରେ ସମସ୍ତ ବିଭାଗର ବରିଷ୍ଠ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like