-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||     

HOME   ଜିଲ୍ଲା

ସଇଁତଲା ବ୍ଲକସ୍ତରୀୟ ୧୭ବର୍ଷରୁ କମ ବାଳକ ଓ ବାଳିକା ମାନଙ୍କ ଭଲିବଲ୍ ଚୟନ ଶିବିର

04-Sep-2025



ସଇଁତଳା (ପ୍ରେରଣା ଖବର): ସଇଁତଲା ବ୍ଲକସ୍ତରୀୟ ୧୭ବର୍ଷରୁ କମ ବାଳକ ଓ ବାଳିକା ମାନଙ୍କ ଭଲିବଲ୍ ଚୟନ ଶିବିର ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ କେରମେଲୀ ଠାରେ ଅନୁଷ୍ଠିତ ହୋଉଯାଇଛି । ସଇଁତଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିଲ୍ଲୀପ କୁମାର ଯୋଶୀଙ୍କ ସଭାପତିତ୍ୱରେ ଓ ବ୍ଲକ ସମ୍ପାଦିକା ରଞ୍ଜିତା ମିଶ୍ରଙ୍କ ତତ୍ଵାବଧାନ ରେ ଅନୁଷ୍ଠିତ ଏହି ଶିବିରରେ

ସଇଁତଲା ସରପଂଚ ସୁବ୍ରତ ନାଗ, କେରମେଲୀ ସରପଂଚ ଅଶୋକ ସାହୁ, କେରମେଲୀ ସ୍କୁଲ ସଭାପତି ଯଜ୍ଞଶ୍ୱେର ଦାଶ, କେରମେଲୀର ପ୍ରଧାନଶିକ୍ଷକ ସରୋଜ ମିଶ୍ର ଓ କାନ୍ଧକେଲ ସ୍କୁଲ ପ୍ରଧାନଶିକ୍ଷକ ରାମଗୋପାଳ ଶର୍ମା ଖମାରି ସଭାରେ ମଂଚାସୀନ ଥିଲେ l ଖେଳକୁ ପାଥେୟ କଲେ ମେଡ଼ିସିନର ଆବଶକ୍ୟ ନାହିଁ ବୋଲି ବାର୍ତା ଦେଇ ଥିଲେ।  ଏଥିରେ ୪ଟି ଜୋନରୁ ୭୦ଜଣ ବାଳକବାଳିକା ଓ ୧୩ଜଣ ଖେଳଶିକ୍ଷକ ଉପସ୍ଥିତ ଥିଲେ । କେରମେଲୀ ଜୋନ ସମ୍ପାଦକ ପ୍ରଶାସନ ବାଗ, କସର  ଜୋନ ସମ୍ପାଦକ ନରୋତ୍ତମ ମଲ୍ଲିକ, ଗାଣ୍ଡପତରାପାଲି ଜୋନ ସମ୍ପାଦକ ରଂଜିତ କୁଆଁର ଟିକ୍ରାପଡା ଜୋନ ସମ୍ପାଦକ ଜିତେନ୍ଦ୍ର ସେଟଙ୍କ ତତ୍ଵାବଧାନ ଆସିଥିବା ଟିମ ରୁପୁଇଁତଳା ବ୍ଲକରେ ୧୦-୯-୨୫ରେ ହେବାକୁ ଥିବା ଜିଲ୍ଲାସ୍ତରୀୟ  ଭଳିବଲ ଚମ୍ପିୟାନସିପରେ ଭାଗ ନେବା ପାଇଁ ବାଳକ ବିଭାଗରୁ ୯ଜଣ ଓ ବାଳିକା ବିଭାଗରୁ ୯ଜଣ ଖେଳାଳିଙ୍କୁ ମନୋନୀତ କରାଯାଇ ଥିଲା । ଏହି ଖେଳକୁ ଖେଳ ଶିକ୍ଷକ ବିନୋଦ ବିହାରୀ ବେହେରା, ପ୍ରଭୁଦତ୍ତ ଧାରୁଆ ନିରୁପମ ଚାନ୍ଦ ସାହୁ, ସୁନୀଲ ମହାପାତ୍ର, ହିମାଂଶୁ ବିଶ୍ୱାଳ,

ଗଗନ ବେହେରା, ଆଶୁତୋଷ ରାଜପଲିଆ ରାଜବିହାରୀ ବଞଚୋର, ଦିନମଣୀ ପୋଢ଼, ସମସ୍ତେ ସୁଚାରୁ ରୂପେ ଖେଳ ପରିଚାଳନା କରିଥିଲେ।  ବିଦ୍ୟାଳୟର ସମସ୍ତ କର୍ମଚାରୀ ସୌମୟ ରଞ୍ଜନ ମହାନ୍ତି, ମୋନାଲିସା ମହାପାତ୍ର, ସବିତା ଏକ୍କା, ରଶ୍ମିତା ନାୟକ ଅନୁପମ ମହାନ୍ତି ପରିଚାଳନାରେ ସାହାଯ୍ୟ କରିଥିଲେ । ବ୍ଲକ ସମ୍ପାଦିକା ରଞ୍ଜିତା ମିଶ୍ର ସ୍ୱାଗତ ଅଭିଭାଷଣ ଦେବା ସହ ବିବରଣୀ ପାଠ କରିଥିଲେ । ଖେଳ ଶିକ୍ଷକ ପ୍ରଶାସନ ବାଗ ଧନ୍ୟବାଦ ଦେଇ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026

You Might Also Like